Posted inଜାତୀୟ

ମା’ଙ୍କୁ ବଞ୍ଚାଇବା ପାଇଁ ୬ ବର୍ଷ ବୟସ୍କା ଭାଗ୍ୟଶ୍ରୀ କରୁଛନ୍ତି ଭିକ୍ଷାବୃତ୍ତି

କୋପ୍ପାଲ,୨୮।୫: କର୍ନାଟକ କୋପ୍ପାଲରେ ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ନିଜ ମା’ଙ୍କୁ ବଞ୍ଚାଇବା ପାଇଁ ଜଣେ ୬ ବର୍ଷ ବୟସ୍କା ନାବାଳିକା ଭିକ୍ଷାବୃତ୍ତି କରୁଛନ୍ତି। ସେ ହେଉଛନ୍ତି ଭାଗ୍ୟଶ୍ରୀ। ତାଙ୍କ ମା’ ଦୁର୍ଗାମ୍ମା ଦୀର୍ଘଦିନ ଧରି ମଦ ପିଇବା ଯୋଗୁ ଅସୁସ୍ଥ ହୋଇପଡ଼ିଛନ୍ତି। ଦୁର୍ଗାମ୍ମା ମଦ ପିଉଥିବାରୁ ତାଙ୍କ ସ୍ବାମୀ ଅନ୍ୟତ୍ର ବିବାହ କରିଛନ୍ତି। ଫଳରେ ଭାଗ୍ୟଶ୍ରୀ ପୂର୍ବରୁ ବାପାଙ୍କଠାରୁ ଅଲଗା ହୋଇଯାଇଥିବାବେଳେ ଏବେ ମା’ ହସ୍ପିଟାଲରେ ଥିବାରୁ ଭିକ୍ଷାବୃତ୍ତି କରୁଥିବା କହିଛନ୍ତି। ରାସ୍ତାରେ ଲୋକଙ୍କୁ କୁନି କୁନି ହାତ ପତାଇ ସେ ନିଜ କାହାଣୀ ଅଧା ଖଣ୍ଡିଆ ଶବ୍ଦରେ କହୁଛନ୍ତି। ଏନେଇ ଲୋକେ ଭାଗ୍ୟଶ୍ରୀ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସୂଚନା ଦେଇଥିଲେ। ପରେ କାର୍ଯ୍ୟାଳୟ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri