ମା’ଙ୍କ ଅନ୍ତିମ ସଂସ୍କାର ପାଇଁ ପୁଞ୍ଜିଲାଲଙ୍କ ଜାମିନ ଆବେଦନ

ବଲାଙ୍ଗୀର ଅଫିସ, ୧୧।୧- ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ପରଲୋକ ଘଟିଛି। ସେ କିଛିଦିନ ହେଲା ଅସୁସ୍ଥ ଥିଲେ। ପୁଞ୍ଜିଲାଲ ସମ୍ପ୍ରତି ଗିରଫ ହୋଇ ବଲାଙ୍ଗୀର ଜେଲରେ ଅଛନ୍ତି । ପୁଅ ଜେଲରେ ଥିବାରୁ ଇନ୍ଦୁମତୀଙ୍କ ଅନ୍ତ୍ୟେଷ୍ଟିକ୍ରୟା ସମାପନ ହୋଇ ପାରିନାହିଁ । ତାଙ୍କ ମୃତଦେହକୁ ହସ୍ପିଟାଲ ଶବାଗାରରେ ରଖାଯାଇଛି । ପୁଞ୍ଜିଲାଲ ଜେଲରୁ ଆସିଲା ପରେ ଶବସତ୍କାର କରାଯିବ ବୋଲି ପରିବାର ସୂତ୍ରରୁ ଜଣାପଡିଛି। ମାଆଙ୍କ ଅନ୍ତିମ ସଂସ୍କାର ପାଇଁ ପୁଞ୍ଜିଲାଲ ମେହେରଙ୍କ ଓକିଲ ପାଟଣାଗଡ଼ ଏଡିଜେ କୋର୍ଟରେ ଜାମିନ ଆବେଦନ କରିଥିବା ଜଣାପଡିଛି। କୋର୍ଟରୁ ଜାମିନ ମିଳି ନ ଥିବା ବେଳେ ହସ୍ପିଟାଲରୁ ଇନ୍ଦୁମତୀ ମେହେରଙ୍କ ମୃତଦେହ ନିଆଯାଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଫେରନ୍ତା ଯୁବକଙ୍କଠାରୁ ଲୁଟ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀରେ ରାତିରେ କିନ୍ନରମାନଙ୍କ ଉପତ୍ାତ ଦିନକୁ ଦିନ ବଢିବାରେ ଲାଗିଛି। ଗୁରୁବାର ରାତିରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଟ୍ରେନ ଫେରନ୍ତା ଯାତ୍ରୀଙ୍କୁ ଲୁଟପାଟ...

ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ,ସ୍ଥାୟୀ କୋଠା ଦାବି: ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର,ଅଭିଭାବକ

ବିଷମକଟକ, ୧୯।୮- ରାୟଗଡା ଜିଲା ବିଷମକଟକ ବ୍ଳକ ଅନ୍ତର୍ଗତ ଦୁର୍ଗୀଠାରେ ଥିବା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ ଏବଂ ସ୍ଥାୟୀ କୋଠା ଦାବି କରି ଛାତ୍ରୀଛାତ୍ର ଓ...

ସୁମିତ-ତପସ୍ବିନୀ ବିବାଦ: ଶେଷ ମଧ୍ୟସ୍ଥତା ବିଫଳ

କଟକ ଅଫିସ,୭।୫: ବ୍ରହ୍ମପୁର ବହୁଚର୍ଚ୍ଚିତ ସୁମିତ ଓ ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ଶେଷ ମଧ୍ୟସ୍ଥତା ବିଫଳ ହୋଇଛି। ଶନିବାର ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା...

ପୁଣି ୫ବର୍ଷ ପରେ ବାଲେଶ୍ୱରକୁ ମିଳିଲା କେନ୍ଦ୍ରମନ୍ତ୍ରୀ: ପଦମୋଦିଙ୍କ ଟିମ୍‌ରେ ପ୍ରତାପ; ଉତ୍ସବ ପାଳନ କଲେ କର୍ମୀ, ନେତା

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱରର ନବନିର୍ବାଚିତ ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି। ଫଳରେ ୫ବର୍ଷ ପରେ ବାଲେଶ୍ୱରକୁ ପୁଣି ଥରେ କେନ୍ଦ୍ରମନ୍ତ୍ରୀ...

ପାଣି ପାଇଁ ରାସ୍ତାରେ ବସିଲେ ମହିଳା

ରାୟଗଡ଼ା ଅଫିସ,୨୯ା୫: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ କାରଲାକଣା ପଞ୍ଚାୟତର ଅଙ୍ଗୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଯୋଗୁ ଦୀର୍ଘ ୨ ଘଣ୍ଟା ହେଲା...

ବାଂଶପାଣି ଅଞ୍ଚଳରେ କୋଇଲା ଚୋରା ଚାଲାଣ

ଯୋଡ଼ା, ୧୫।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳର ବାଂଶପାଣି ଠାରେ ଚୋରା କୋଇଲା କାରବାର ବୃଦ୍ଧି ପାଇବାରେ ଲାଗିଛି। ସ୍ଥାନୀୟ ଅଞ୍ଚଳବାସୀ ବାରମ୍ବାର ଅଭିଯୋଗ କରିଥିଲେ...

୧୭ରେ ୯ ଗ୍ରୁପ୍‌ କରିବେ ଡଲ୍‌ଫିନ୍‌ ଗଣନା

ରାଜନଗର, ୧୫।୧(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଅଞ୍ଚଳରେ ଡଲ୍‌ଫିନ୍‌ ଗଣନା କରାଯିବ। ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ସମୁଦ୍ର ଓ ଭିତରକନିକା ମଧ୍ୟରେ ଥିବା କ୍ରିକ୍‌...

କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ହେବ କ୍ୱାରାଣ୍ଟାଇନ ସେଣ୍ଟର

କଟକ ଅଫିସ, ୨୫।୩: କରୋନା(କୋଭିଡ୍‌-୧୯)କୁ ଦୃଷ୍ଟିରେ ରଖି କଟକ ସହରର ବିଭିନ୍ନ ସ୍ଥାନରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲାଯାଉଛି। କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ କ୍ୱାରାଣ୍ଟାଇନ ସେଣ୍ଟର...

Advertisement
Archives

Model This Week