ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ରାୟଗଡା ଅଫିସ, ୮।୧୦-ଜେକେ କାଗଜ କାଳ ପକ୍ଷରୁ ଦୁର୍ଗାପୂଜା ପାଳନ କରାଯାଉଛି। ଦଶମୀରେ ମା’ଙ୍କ ଦର୍ଶନ କରିବାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ୫ଜଣ ପୁରୋହିତଙ୍କ ଦ୍ୱାରା ପୂଜା କାର୍ଯ୍ୟ କରାଯାଉଛି। ସ୍ଥାନୀୟ ଅଞ୍ଚଳରେ ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଆସନ୍ତା ୧୧ ତାରିଖରେ କଳସ ବିସର୍ଜନ କରାଯିବ। ସା ପ୍ରାୟ ୭ଟାରେ ରାବଣ ପୋଡି କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ପୂର୍ବତନ ସମିତିସଭ୍ୟଙ୍କ ଜୀବନ ଗଲା

ଖଇରା, ୧୫।୮(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ, ଭାଜପାର ସୁସଙ୍ଗଠକ, ନେତା ଅଭୟ କୁମାର ମହାନ୍ତି(୫୨)ଙ୍କ ଶନିବାର ରାତିରେ ଏକ ସଡ଼କ...

ଉଧାର ଟଙ୍କା ନ ଦେବାରୁ ଠେଙ୍ଗାରେ ପିଟି ହତ୍ୟା : ଅଭିଯୁକ୍ତ ଅଟକ

କେସିଙ୍ଗା,୧।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଗାଈଗା ପଞ୍ଚାୟତର କେରୋକୁଡ଼ା ଗ୍ରାମର ଶୁକଦେବ ସା(୩୫)ଙ୍କୁ ସେହି ଗ୍ରାମର ବିଭୂତି ବୁଦ୍ଧିଆ (୩୦) ଠେଙ୍ଗାରେ ପିଟି...

ଖୋର୍ଦ୍ଧାର ୫ ଗାଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ

ଖୋର୍ଦ୍ଧା ଅଫିସ,୨୬।୪: ରେଡ୍‌ ଜୋନରେ ଥିବା ଖୋର୍ଦ୍ଧା ଜିଲାର ବିଭିନ୍ନ ବ୍ଲକରେ ସଂକ୍ରମଣ ବ୍ୟାପିବାରେ ଲାଗିଛି। ସ୍ଥିତିକୁ ଦୃଷ୍ଟିରେ ରଖି ଉପଜିଲାପାଳ ଅଶୋକ ବେହୁରିଆ ଖୋର୍ଦ୍ଧା...

ଜେଲ ଗଲେ ପ୍ରେମିକ

ଯାଜପୁର ଅଫିସ୍‌/ରସୁଲପୁର/ଯାଜପୁର ଟାଉନ,୩୦ା୧: ଯାଜପୁର ଜିଲା କୁଆଖିଆ ଥାନା ମୂଳାପାଳ ଛକ ନିକଟରୁ ବୁଧବାର ସକାଳେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀ ଝରାଫୁଲ ନାୟକଙ୍କ ମୃତଦେହ...

‘ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କହିବା ଯାହା, ନିଜ ଗାଲରେ ଚାପୁଡ଼ା ମାରିବା ସେୟା’

ଭୁବନେଶ୍ୱର,୬ା୭(ବ୍ୟୁରୋ): କେନ୍ଦୁଝର ଜିଲା ଆନନ୍ଦପୁର ସବ୍‌ଡିଭିଜନ ହସ୍ପିଟାଲକୁ ନେଇ ବିଜେଡି ସଭ୍ୟ ଭାଗୀରଥି ସେଠୀ ନିଜ ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କାଠଗଡ଼ାରେ ଛିଡ଼ା କରାଇଛନ୍ତି। ମଙ୍ଗଳବାର ବିଧାନସଭାର...

କଟକଣା ମଧ୍ୟରେ ଘଟଗାଁ ମା’ ତାରିଣୀଙ୍କୁ ଦର୍ଶନ କଲେ ଭକ୍ତ

କେନ୍ଦୁଝର,୧୦।୮(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ପୀଠ ମଙ୍ଗଳବାରଠାରୁ ଭକ୍ତଙ୍କ ଦର୍ଶନ ପାଇଁ ଖୋଲିଛି। କୋଭିଡ୍‌ କଟକଣା ଓ ଗାଇଡଲାଇନ୍‌ ଭିତରେ ଭକ୍ତ ମାନେ ମା’ ଙ୍କ...

ଶୌଚ ହେବାକୁ ଯାଇ ଭାଲୁ ଆକ୍ରମଣର ଶିକାର

ପାଟଣା,୩୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମାଛଗଡ଼ ବିଟ ଜୟପୁର ଗ୍ରାମରେ ଜଣେ ୪୦ ବର୍ଷୀୟ ବ୍ୟକ୍ତି ଗୁରୁବାର ସକାଳୁ ଗାଁ ପୋଖରୀକୁ ଶୌଚ ହେବା...

ପାରାଦୀପ ବାଲିଯାତ୍ରା ମହୋତ୍ସବ ସ୍ବତନ୍ତ୍ର

ପାରାଦୀପ,୧୯ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥିଭାବେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗ ଦେଇଥିଲେ। ଅନ୍ୟମାନଙ୍କ...

Advertisement
Archives

Model This Week