ମା’ଙ୍କ ନାଁରେ କ୍ୟାନସର୍‌ ହସ୍ପିଟାଲ୍‌ ନିର୍ମାଣ କରିବାକୁ ଚାହୁଁଛନ୍ତି ଏହି ଅଭିନେତା

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଉତ୍ତରପ୍ରଦେଶର ପ୍ରୟାଗରାଜ୍‌ସ୍ଥିତ ନିଜ ଗ୍ରାମରେ ଏକ କ୍ୟାନସର୍‌ ହସ୍ପିଟାଲ୍‌ ମା’ ନର୍ଗିଶଙ୍କ ନାମରେ ଖୋଲିବାକୁ ଚାହୁଁଛନ୍ତି। ନିଜ ଆଗାମୀ ଫିଲ୍ମ ‘ପ୍ରସ୍ତାନମ୍‌’ର ଶୁଟିଂବେଳେ ସେ ଏକଥା କହିଛନ୍ତି। ଏହାସହ ପ୍ରସିଦ୍ଧ ଫିଲ୍ମ ମୁନ୍ନା ଭାଇ ଏମବିବିଏସ୍‌ର ତୃତୀୟ ଭାଗ ଆଗାମୀ ବର୍ଷ ରିଲିଜ୍‌ ହେବ ବୋଲି ସେ ସୂଚନା ଦେଇଛନ୍ତି।ସଞ୍ଜୟଙ୍କ ମା’ ନର୍ଗିସ୍‌ ବିଗତ ଦିନର ଜଣେ ଲୋକପ୍ରିୟ ଅଭିନେତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ ଜନ୍ମଦିନରେ ‘ସ୍ବଚ୍ଛ ବାୟୁ’ ଉପହାର ଦେଲେ ଜୁହି ଚାଓ୍ବଲା

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ କେତେକ ଷ୍ଟାର୍‌ କିଡ୍‌ ଲାଇମ୍‌ଲାଇଟ୍‌ରେ ରହିବାକୁ ପସନ୍ଦ କରୁଥିବା ବେଳେ ଆଉ କେତେକ ଏଥିରୁ ଦୂରେଇ ରହିବାକୁ ପସନ୍ଦ କରନ୍ତି। ଅଭିନେତ୍ରୀ ଜୁହି...

ମାଡାମ ତୁଷାଦରେ ପ୍ରଥମ ସାଉଥ୍‌ ଅଭିନେତ୍ରୀ

ମୁମ୍ବାଇ: ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ପପୁଲାର ଅଭିନେତ୍ରୀ ତଥା ସିଂଘମ ଫ୍ରେମ୍‌ କାଜଲ ଅଗ୍ରଓ୍ବାଲ ନିଜ ଅଭିନୟ ଯାଦୁରେ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଛନ୍ତି। ପ୍ରଂଶସକ...

ରଣବୀର ଭର୍ସେସ ୱାଇଲ୍ଡ ୱିଥ ବେୟର ଗ୍ରିଲ୍ସରେ ଦେଖିବାକୁ ମିଳିବ ଅଭିନେତାଙ୍କ ଭିନ୍ନ ଅନ୍ଦାଜ

ମୁମ୍ବାଇ: ନେଟଫ୍ଲିକ୍ସ ଇଣ୍ଡିଆ ଓ ରଣବୀର ସିଂ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଜଏଣ୍ଟ ପୋଷ୍ଟ ଶେୟାର କରିଛନ୍ତି । ଏହି ଭିଡିଓରେ ରଣବୀର ସିଂ...

ଭଲ ଚରିତ୍ର ଆଶାରେ ଅଭିନୟଠାରୁ ଦୂରେଇ ଯାଇଥିଲେ ଏହି ଅଭିନେତା

ବଲିଉଡ୍‌ର ଚକୋଲେଟ ହିରୋ ଭାବେ ପରିଚିତ ଚନ୍ଦ୍ରଚୁଡ଼ ସିଂହ ୧୯୯୬ରେ ଫିଲ୍ମ ‘ତେରେ ମେରେ ସପ୍‌ନେ’ ମାଧ୍ୟମରେ ଫିଲ୍ମ ଇଣ୍ଡଷ୍ଟ୍ରିରେ କ୍ୟାରିୟର ଆରମ୍ଭ କରିଥିଲେ। ହେଲେ...

ବିବାହ ପରେ ପ୍ରଥମଥର ଏକାଠି ଖ୍ରୀଷ୍ଟମାସ ପାଳନ କଲେ ଭିକ୍କି-କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍ ଷ୍ଟାର କପୁଲ କ୍ୟାଟ୍ରିନା କୈଫ ଓ ଭିକ୍କି କୌଶଲ ବିବାହ ପରେ ପ୍ରଥମ ଥର ଏକାଠି ଖ୍ରୀଷ୍ଟମାସ ପର୍ବ ପାଳନ କରିଛନ୍ତି ।...

ବିବାହ ବନ୍ଧନରେ ଆଉ ଜଣେ ଅଭିନେତ୍ରୀ: ଦୀର୍ଘ ଏକ ବର୍ଷ ଡେଟ୍‌ କରିବା ପରେ…

ବମ୍ବେ: ହାତକୁ ଦୁଇ ହାତ ହୋଇଛନ୍ତି ଲୋକପ୍ରିୟ ଟେଲି ଅଭିନେତ୍ରୀ ସନା ସୈୟଦ। ପ୍ରେମିକ ଇମାଦ ଶମ୍ସିଙ୍କୁ ବିବାହ କରିଛନ୍ତି ସେ। କରୋନା କଟକଣା ଯୋଗୁ...

ହ୍ରିତିକଙ୍କ ସମ୍ପର୍କୀୟ ଭଉଣୀଙ୍କୁ ଡେଟ୍‌ କରୁଛନ୍ତି କାର୍ତ୍ତିକ! ଗୋଟିଏ ଶବ୍ଦରେ…

ବମ୍ବେ: ସୈଫ ଲଳନା ସାରା ଅଲି ଖାଁଙ୍କ ପରେ ଏବେ ହ୍ରିତିକ ରୋଶନଙ୍କ ସମ୍ପର୍କୀୟ ଭଉଣୀଙ୍କୁ ଡେଟ୍‌ କରୁଛନ୍ତି ଅଭିନେତା କାର୍ତ୍ତିକ ଆର୍ୟନ। କିଛି ଏଭଳି...

ଆର୍ୟନଙ୍କ ଫୋନରୁ ମିଳିଲା ଆପତ୍ତିଜନକ ଫଟୋ

ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଶନିବାର ମୁମ୍ବାଇରେ ଚାଲିଥିବା ଏକ ହାଇ ପ୍ରୋଫାଇଲ ରେଭ ପାର୍ଟି ଉପରେ ଚଢାଉ କରି ୮ ଜଣଙ୍କୁ ଗିରଫ କରିଥିଲା।...

Advertisement
Archives

Model This Week