Posted inଜାତୀୟ

ମା’ଙ୍କ ମୃତ୍ୟୁ ପରେ ଆମେ ଆଉ ବଞ୍ଚିବାକୁ ଚାହୁଁନାହୁଁ ଲେଖି ଆତ୍ମହତ୍ୟା କଲେ ଦୁଇଭାଇ

ନୂଆଦିଲ୍ଲୀ, ୨।୭: ପଶ୍ଚିମ ଦିଲ୍ଲୀର ଜନକପୁରୀ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ୟାନସରରେ ମା’ଙ୍କ ମୃତ୍ୟୁ ହେବାପରେ ଦୁଇ ଭାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ମୃତଦେହ ଉଦ୍ଧାର କରି ଏକ ସୁଇସାଇଡ ନୋଟ୍‌ ଜବତ କରିଛି। ଆମ ମୃତ୍ୟୁ ପାଇଁ କେହି ଦାୟୀ ନୁହେଁ, ମା’ଙ୍କ ମୃତ୍ୟୁ ପରେ ଆମେ ଆଉ ବଞ୍ଚିବାକୁ ଚାହୁଁନାହୁଁ ବୋଲି ଉକ୍ତ ନୋଟ୍‌ରେ ଲେଖାଅଛି। ସୂଚନାଯୋଗ୍ୟ, କୃଣାଳ ଅଗ୍ରଓ୍ବାଲ(୨୭) ଏବଂ ଗୌରବ ଅଗ୍ରଓ୍ବାଲଙ୍କ ମା’ ମାର୍ଚ୍ଚ ୨୩ ମୃତ୍ୟୁବରଣ କରିଥିଲେ। ସେମାନଙ୍କ ପିତା ସୁଶୀଲ କୁମାର ଗତ ୨୦ ବର୍ଷ ହେଲା ପାରାଲିସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଛନ୍ତି। ମା’ଙ୍କ ମୃତ୍ୟୁ ପରେ ଦୁଇ ଭାଇ ପିତାଙ୍କୁ ଛାଡି କେଉଁଆଡେ ପଳେଇ ଥିଲେ। ଜୁନ୍‌ ୩୦ରେ ଘରକୁ ଫେରି ଆତ୍ମହତ୍ୟା କରିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri