Posted inଜାତୀୟ

ମା’ଙ୍କ ମୃତ୍ୟୁ ପରେ ଆମେ ଆଉ ବଞ୍ଚିବାକୁ ଚାହୁଁନାହୁଁ ଲେଖି ଆତ୍ମହତ୍ୟା କଲେ ଦୁଇଭାଇ

ନୂଆଦିଲ୍ଲୀ, ୨।୭: ପଶ୍ଚିମ ଦିଲ୍ଲୀର ଜନକପୁରୀ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ୟାନସରରେ ମା’ଙ୍କ ମୃତ୍ୟୁ ହେବାପରେ ଦୁଇ ଭାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ମୃତଦେହ ଉଦ୍ଧାର କରି ଏକ ସୁଇସାଇଡ ନୋଟ୍‌ ଜବତ କରିଛି। ଆମ ମୃତ୍ୟୁ ପାଇଁ କେହି ଦାୟୀ ନୁହେଁ, ମା’ଙ୍କ ମୃତ୍ୟୁ ପରେ ଆମେ ଆଉ ବଞ୍ଚିବାକୁ ଚାହୁଁନାହୁଁ ବୋଲି ଉକ୍ତ ନୋଟ୍‌ରେ ଲେଖାଅଛି। ସୂଚନାଯୋଗ୍ୟ, କୃଣାଳ ଅଗ୍ରଓ୍ବାଲ(୨୭) ଏବଂ ଗୌରବ ଅଗ୍ରଓ୍ବାଲଙ୍କ ମା’ ମାର୍ଚ୍ଚ ୨୩ ମୃତ୍ୟୁବରଣ କରିଥିଲେ। ସେମାନଙ୍କ ପିତା ସୁଶୀଲ କୁମାର ଗତ ୨୦ ବର୍ଷ ହେଲା ପାରାଲିସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଛନ୍ତି। ମା’ଙ୍କ ମୃତ୍ୟୁ ପରେ ଦୁଇ ଭାଇ ପିତାଙ୍କୁ ଛାଡି କେଉଁଆଡେ ପଳେଇ ଥିଲେ। ଜୁନ୍‌ ୩୦ରେ ଘରକୁ ଫେରି ଆତ୍ମହତ୍ୟା କରିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିବ ଶିରିଡ଼ି ସାଇବାବାଙ୍କ ମନ୍ଦିର

ନୂଆଦିଲ୍ଲୀ,୬।୧୦: ବହୁଦିନ ପରେ ସାଇବାବାଙ୍କ ଭକ୍ତ ମାନଙ୍କ ପାଇଁ ଏକ ଖୁସି ଖବର। କାଲିଠାରୁ ଖୋଲିବ ଶିରିଡ଼ି ସାଇବାବାଙ୍କ ମନ୍ଦିର । ଏ ନେଇ ସୂଚନା...

କରୋନା ମହାମାରୀରେ ବହୁ ଆହ୍ବାନର ମୁକାବିଲା କରିଛି ଦେଶ, ମିଳିଛି ବିଦେଶରୁ ସହଯୋଗ…

ନୂଆଦିଲ୍ଲୀ,୨୮।୧୦: କରୋନା ମହାମାରୀ ବିରୋଧରେ ଭାରତ ଏକଜୁଟ ହୋଇ ଲଢ଼ିଛି। ଏକ୍ଷେତ୍ରରେ ପୃଥିବୀର ବହୁ ବିଦେଶୀ ରାଷ୍ଟ୍ର ସହଯୋଗର ହାତ ବଢ଼ାଇଛନ୍ତି। ସଙ୍କଟ ସମୟରେ ବେଶକୁ...

୫୭% ଟିକା ବ୍ୟବହାର, ବାକି ଯାଉଛି କୁଆଡ଼େ

ନୂଆଦିଲ୍ଲୀ, ୨୫ା୫: ଦେଶରେ ଆବଶ୍ୟକ କୋଭିଡ୍‌ ଭାକ୍ସିନ ଅଭାବରୁ ଟିକାକରଣ କାର୍ଯ୍ୟକ୍ରମ ଆଶାନୁରୂପ ଆଗେଇ ପାରୁନାହିଁ। ଏପରିକି ବିଭିନ୍ନ ରାଜ୍ୟରେ ଅନେକ ଟିକାଦାନ କେନ୍ଦ୍ର ବନ୍ଦ...

କେବଳ ମଣିଷ ନୁହେଁ ବନ୍ୟଜୀବଙ୍କ ଉପରେ ପଡୁଛି ଗ୍ରୀଷ୍ମର ପ୍ରଭାବ: ମଧ୍ୟ ପ୍ରଦେଶ ଜଙ୍ଗଲରେ ୧୫ ମାଙ୍କଡ ମୃତ

ଦଓ୍ବୋସ,୮।୬: ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମାସ୍ୟା ୧୮ ମାଙ୍କଡଙ୍କ ଜୀବନ ନେଇଛି। ମଧ୍ୟପ୍ରଦେଶ ଦଓ୍ବୋସର ବଗଲି ବନଖଣ୍ଡରେ ଥିବା ଯୋଶୀ ବାବା...

ଓମାର,ମେହବୁବାଙ୍କ ବିରୋଧରେ ପିଏସଏ: ଚିଦାମ୍ବରମ କହିଲେ, ଲୋକତନ୍ତ୍ରରେ ଏହା ସବୁଠୁ କ୍ରୂର ପଦକ୍ଷେପ

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ମେହବୁବା ମୁଫ୍‌ତିଙ୍କ ବିରୋଧରେ ପ୍ରଶାସନ ଗୁରୁବାର ପିଏସ୍‌ଏ (ସାଧାରଣ ନିରାପତ୍ତା ଆଇନ)ରେ ମାମଲା ରୁଜୁ...

ସାର୍ବଜନୀନ ହେବ ଯୁଦ୍ଧ ଇତିହାସ

ନୂଆଦିଲ୍ଲୀ, ୧୩।୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଯୁଦ୍ଧ ଇତିହାସର ସଂଗ୍ରହ, ଗୁପ୍ତ ସୂଚୀରୁ ହଟାଇବା ଓ ସଂକଳନ ନୀତିକୁ ଅନୁମୋଦନ କରିଛନ୍ତି। ଫଳରେ...

ସାଧାରଣତନ୍ତ୍ର ପରେଡ : ଅଯୋଧ୍ୟାର ରାମ ମନ୍ଦିରର ମଡେଲ ଦେଖି ଛିଡ଼ା ହେଲେ ଭକ୍ତ

ନୂଆଦିଲ୍ଲୀ,୨୬ା୧- ଦେଶର ୭୨ତମ ସାଧାରଣତନ୍ତ୍ର ପରେଡରେ ଦେଖିବାକୁ ମିଳିଛି ଅଯୋଧ୍ୟାରେ ହେବାକୁ ଥିବା ଭବ୍ୟ ରାମ ମନ୍ଦିରର ମଡେଲ। ଏହା ଦେଖି ମଙ୍ଗଳବାର ସକାଳେ ରାଜପଥରେ...

୩ ପିଲାଙ୍କୁ ବିଷ ଖୁଆଇଦେଲେ ମା’

ଭୋପାଳ, ୨ା୭: ସ୍ବାମୀଙ୍କ ସହ ଫୋନ୍‌ରେ ଝଗଡ଼ା କରି ମଧ୍ୟପ୍ରଦେଶର ୩୫ ବର୍ଷୀୟା ମହିଳା ମମତା ତାଙ୍କ ୩ ପିଲାଙ୍କୁ ମୂଷାମରା ବିଷ ଖୁଆଇଦେଇଛନ୍ତି। ପିଲାଙ୍କ...

Advertisement
Archives

Model This Week