Posted inଜାତୀୟ

ମା’ଙ୍କ ମୃତ୍ୟୁ ପରେ ଆମେ ଆଉ ବଞ୍ଚିବାକୁ ଚାହୁଁନାହୁଁ ଲେଖି ଆତ୍ମହତ୍ୟା କଲେ ଦୁଇଭାଇ

ନୂଆଦିଲ୍ଲୀ, ୨।୭: ପଶ୍ଚିମ ଦିଲ୍ଲୀର ଜନକପୁରୀ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ୟାନସରରେ ମା’ଙ୍କ ମୃତ୍ୟୁ ହେବାପରେ ଦୁଇ ଭାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ମୃତଦେହ ଉଦ୍ଧାର କରି ଏକ ସୁଇସାଇଡ ନୋଟ୍‌ ଜବତ କରିଛି। ଆମ ମୃତ୍ୟୁ ପାଇଁ କେହି ଦାୟୀ ନୁହେଁ, ମା’ଙ୍କ ମୃତ୍ୟୁ ପରେ ଆମେ ଆଉ ବଞ୍ଚିବାକୁ ଚାହୁଁନାହୁଁ ବୋଲି ଉକ୍ତ ନୋଟ୍‌ରେ ଲେଖାଅଛି। ସୂଚନାଯୋଗ୍ୟ, କୃଣାଳ ଅଗ୍ରଓ୍ବାଲ(୨୭) ଏବଂ ଗୌରବ ଅଗ୍ରଓ୍ବାଲଙ୍କ ମା’ ମାର୍ଚ୍ଚ ୨୩ ମୃତ୍ୟୁବରଣ କରିଥିଲେ। ସେମାନଙ୍କ ପିତା ସୁଶୀଲ କୁମାର ଗତ ୨୦ ବର୍ଷ ହେଲା ପାରାଲିସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଛନ୍ତି। ମା’ଙ୍କ ମୃତ୍ୟୁ ପରେ ଦୁଇ ଭାଇ ପିତାଙ୍କୁ ଛାଡି କେଉଁଆଡେ ପଳେଇ ଥିଲେ। ଜୁନ୍‌ ୩୦ରେ ଘରକୁ ଫେରି ଆତ୍ମହତ୍ୟା କରିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିରାଣିଙ୍କୁ ଘରୁ ମିଳିଲା ୮୫ ଲକ୍ଷ ନଗଦ ଟଙ୍କା

ଭୋପାଳ,୩।୮: ମଧ୍ୟପ୍ରଦେଶ ଚିକିତ୍ସା ବିଭାଗରେ କାର୍ଯ୍ୟରତ ଜଣେ କିରାଣିଙ୍କ ଘରେ ଚଢାଉ କରାଯାଇ ଲକ୍ଷ ଲକ୍ଷ ଟଙ୍କା ଜବତ କରାଯାଇଛି। ଚଢାଉ କରିବାକୁ ଯାଇଥିବା ଅଧିକାରୀମାନେ...

ପ୍ରତି ୫ ଜଣରେ ଜଣେ ସ୍ବାସ୍ଥ୍ୟକର୍ମୀ ନେଇ ନାହାନ୍ତି ଦ୍ୱିତୀୟ ଡୋଜ୍‌…

ନୂଆଦିଲ୍ଲୀ,୨।୯: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମୁଥିବାବେଳେ ତୃତୀୟ ଲହର ନେଇ ଆତଙ୍କ ଦେଖାଦେଇଛି। ଦେଶରେ କରୋନା ଟିକାକରଣକୁ ଇତିମଧ୍ୟରେ ୭ ମାସ ବିତିଛି।...

ସଞ୍ଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ,୪।୬: ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ବିଧାନର ଅନୁଚ୍ଛେଦ ୨୧୭ ଅନ୍ତର୍ଗତ...

ଥରିଲା ଜମ୍ମୁ କଶ୍ମୀର

ଶ୍ରୀନଗର,୧୭।୨: ଜମ୍ମୁ କଶ୍ମୀରର କାଟ୍‌ରା ୯୭ କିଲୋମିଟର ପୂର୍ବରେ ଶୁକ୍ରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର...

ପହାଡଗଞ୍ଜ ହୋଟେଲରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୧୪ ।୭: ରାଜଧାନୀ ଦିଲ୍ଲୀର ପହାଡଗଞ୍ଜରେ ଥିବା ରୋମା ଡିଲକ୍ସ ହୋଟେଲରେ ଗୁରୁବାର ସକାଳ ପ୍ରାୟ ୪ଟା ସମୟରେ ନିଆଁ ଲାଗିଯାଇଛି । ଏହାର ଦ୍ୱିତୀୟ...

ବଠିଣ୍ଡା ମିଲିଟ୍ରି ଷ୍ଟେଶନରେ ଫାୟରିଂ, ୪ ଯବାନ ମୃତ, ସେନା କହିଲା ନୁହେଁ ଆତଙ୍କବାଦୀ ଘଟଣା

ଚଣ୍ଡିଗଡ଼,୧୨।୪: ପଞ୍ଜାବର ବଠିଣ୍ଡା ସ୍ଥିତ ଆର୍ମି ଏରିଆରେ ଫାୟରିଂ ହୋଇଛି। କ୍ୟାଣ୍ଟେନମେଣ୍ଟ ଏରିଆକୁ ସିଲ କରି ଦିଆଯାଇଛି। ଛାଓ୍ବନିରେ ଏହି ଘଟଣା ପରେ କାହାକୁ ଭିତରକୁ...

ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ୍‌ ପଠାଇଲେ ଶିକ୍ଷକ, ପରିବାର ଲୋକେ ଦେଲେ ଏମିତି ଶିକ୍ଷା

ଜୟପୁର,୨୪ା୭: ଆଜି ସମଗ୍ର ଦେଶରେ ପାଳିତ ହେଉଛି ଗୁରୁପୂର୍ଣ୍ଣିମା। ଆଜି ପରି ପବିତ୍ର ଦିନରେ ଜଣେ ଗୁରୁଙ୍କ କୁତ୍ସିତ କାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରାଜସ୍ଥାନର...

ଭିକ ମାଗି ଶିକ୍ଷକଙ୍କୁ ଦେବି ଦରମା, କିନ୍ତୁ ବନ୍ଦ ହେବନି ଯୋଗ କ୍ଲାସ…

ନୂଆଦିଲ୍ଲୀ,୧।୧୧: ଦିଲ୍ଲୀରେ ମାଗଣା ଯୋଗ କ୍ଲାସ ବନ୍ଦ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି। ମଙ୍ଗଳବାର ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ ମୁଁ...

Advertisement
Archives

Model This Week