ମାଙ୍ଗାନିଜ୍‌ ଚୋରା ଚାଲାଣ ବେଳେ ପୋଲିସର ଚଢ଼ାଉ

ବଡବିଲ,୮ା୧୦ (ଡି.ଏନ୍‌.ଏ.)- ମାଙ୍ଗାନିଜ ଚୋରାଚାଲାଣ ବେଳେ ରୁଗୁଡି ଥାନା ପୋଲିସ ମଙ୍ଗଳବାର ଚଢାଉ କରିଛି। ସ୍ଥାନୀୟ କାଟେସାହିରୁ ଏହି ଚୋରାଚାଲାଣ ହେଉଥିବା ବେଳେ ପୋଲିସ ଚଢାଉ କରିଥିଲା। ଚଢାଉବେଳେ ୨ଟି ୧୨ ଚକିଆ, ଗୋଟିଏ ବୋଲେରୋ, ୮ଟି ମୋବାଇଲ, ଗୋଟିଏ ବାଇକ ସହ ଏକ ଲକ୍ଷ ଟଙ୍କା ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri