Posted inଜାତୀୟ

ମାଙ୍ଗାଲୁରୁ ବିମାନ ବନ୍ଦରରେ ଆଇଇଡି ବ୍ୟାଗ୍‌: ଲୋକେ ଆତଙ୍କିତ

ମାଙ୍ଗାଲୁରୁ,୨୦।୧: ସାଧାରଣତନ୍ତ୍ର ଦିବସରେ ଦେଶରେ ଆତଙ୍କବାଦୀମାନେ ଆକ୍ରମଣ ଷଡ଼ଯନ୍ତ୍ର କରିଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୋମବାର ମାଙ୍ଗାଲୁରୁ ବିମାନ ବନ୍ଦରରେ ଏକ ଆଇଇଡି ବ୍ୟାଗ୍‌ ମିଳିଛି। ଏନେଇ ଖବର ପ୍ରଚାରିତ ହେବା ପରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ପରେ ସିଆଇଏସ୍‌ଏଫ୍‌ ଦଳ ଘଟଣାସ୍ଥଳରେ ପହଞ୍ଚି ବୋମା ନିଷ୍କ୍ରିୟକାରୀ ଦଳଙ୍କୁ ସୂଚନା ଦେଇଥିଲେ। ଏହାକୁ ନିଷ୍କ୍ରିୟ କରାଯାଇଥିବା ପୋଲିସ କମିଶନର ଏଚ୍‌.ଏସ୍‌. ହର୍ଷ ସୂଚନା ଦେଇଛନ୍ତି। ଟିକଟ କାଉଣ୍ଟର ପାଖରେ ସନ୍ଦିଗ୍ଧ ବ୍ୟାଗ୍‌ ରହିଥିବାରୁ ଏନେଇ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଦୁଇଜଣ ଲୋକ ଅଟୋରେ ଆସି ଏପରି କରିଥିବା କେତେକ କହୁଛନ୍ତି। ତେବେ ଏନେଇ ସିସିଟିଭି ଫୁଟେଜ୍‌ ଯାଞ୍ଚ୍‌ କରାଯାଉଥିବା ପୋଲିସ କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଚିହ୍ନଟ ହେଲା ଦେଶର ପ୍ରଥମ ‘ମଙ୍କିପକ୍ସ’

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଏପଟେ ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ ମାମଲା। କେରଳର କୋଲ୍ଲମରୁ ଭାରତରେ ପ୍ରଥମ ‘ମଙ୍କିପକ୍ସ’ର ମାମଲା ଚିହ୍ନଟ ହୋଇଛି...

ଦୈନିକ ମୃତ୍ୟୁ ସଂଖ୍ୟା ୬୫, ସକ୍ରିୟ ମାମଲା ୧୫ ହଜାର ତଳେ…

ନୂଆଦିଲ୍ଲୀ, ୨୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଶୁକ୍ରବାର ନମାଜ ପରେ କିଛି ରାଜ୍ୟରେ ବ୍ୟାପିଛି ହିଂସା, ହାୱଡାରେ ଇଣ୍ଟରନେଟ ବନ୍ଦ

କୋଲକାତା,୧୧ ।୬: ପ୍ରଫେଟ ମହମ୍ମଦଙ୍କୁ ନେଇ ନୁପୁର ଶର୍ମା ଦେଇଥିବା ଟିପ୍ପଣିକୁ ବିରୋଧ କରି ଏବେ ସାରା ଦେଶରେ ହିଂସା ପରିସ୍ଥିତି ଉପୁଜିଛି । ଭାଜପାରୁ...

କରୋନା ସଂକ୍ରମଣ ଆତଙ୍କ: ସଂସଦର ଶୀତ ଅଧବେଶନ ବାତିଲ

ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଚଳିତ ଥର ହେବାକୁ ଥିବା ସଂସଦର ଶୀତ ଅଧବେଶନକୁ ବାତିଲ...

ପଗଡ଼ି ଭିତରେ ନେଇ ଯାଉଥିଲେ ୪୭ ଲକ୍ଷ ମୂଲ୍ୟର ସୁନା

ନୂଆଦିଲ୍ଲୀ, ୫।୧୦: ଦିଲ୍ଲୀ ବିମାନ ବନ୍ଦରରେ ସୁନା ଚୋରା ଚାଲାଣ ଅଭିଯୋଗରେ କଷ୍ଟମ ବିଭାଗ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରୁ...

ଭୟ ନ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୩।୩(ପି.ଟି.):କରୋନାକୁ ନେଇ ଭୟ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଅତି ଜରୁରୀ ନ ଥିଲେ ଭ୍ରମଣରେ ନ ଯିବା ଓ...

ଅକାଳୀ ଦଳର ନେତାଙ୍କୁ ଦିବାଲୋକରେ ହତ୍ୟା

ଚଣ୍ଡିଗଡ଼, ୭।୮: ଅକାଳୀ ଦଳର ଯୁବନେତା ଭିକି ମିଦ୍ଦୁଖେରାଙ୍କୁ ପଞ୍ଜାବର ମୋହାଲିଠାରେ ଶନିବାର ସ୍ପଷ୍ଟ ଦିବାଲୋକରେ ଗୁଳିକରି ହତ୍ୟା କରାଯାଇଛି। ଗ୍ୟାଙ୍ଗଓ୍ବାରରୁ ଏହି ହତ୍ୟାକାଣ୍ଡ ଘଟିଥିବା...

ଏମ୍‌ପି ପଦରୁ ଇସ୍ତଫା ଦେବେ ଭଗୱନ୍ତ

ନୂଆଦିଲ୍ଲୀ,୧୪।୩: ଏମ୍‌ପି ପଦରୁ ଇସ୍ତଫା ଦେବେ ଏଏପି ନେତା ଭଗୱନ୍ତ ମାନ। ପଞ୍ଜାବ ବିଧାନସଭା ନିର୍ବାଚନରେ ଏଏପି୍‌ର ବିପୁଳ ବିଜୟ ୧୬ ତାରିଖରେ ଭଗୱନ୍ତ ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week