Posted inଜାତୀୟ

ମାଛିଲ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ସେନା ଯବାନ ଶହୀଦ୍‌

ଶ୍ରୀନଗର,୨୭।୭: ଉତ୍ତର କଶ୍ମୀର କୁପଓ୍ବାରା ଜିଲାରେ ଶନିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଭାରତୀୟ ସେନା ଯବାନଙ୍କ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ଆର୍‌ଆର୍‌-୫୭ର ଲାନ୍ସ ନାୟକ୍‌ ରାଜେନ୍ଦ୍ର ସିଂ। ରାଜେନ୍ଦ୍ରଙ୍କ ଦେହରେ ଗୁଳି ଲାଗିବାରୁ ତାଙ୍କୁ ସ୍ଥାନୀୟ ସେନା ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ନିୟନ୍ତ୍ରଣ ରେଖାଠାରେ ଥିବା ମାଛିଲ ସେକ୍ଟରରେ ପାକିସ୍ତାନର ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟ ଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ସେଲିଂ ମାଡ଼ କରାଯାଇଥିଲା। ଏହାର ଜବାବ୍‌ରେ ଭାରତୀୟ ପୋଷ୍ଟଗୁଡ଼ିକରୁ ମଧ୍ୟ ଗୁଳିଗୋଳା କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri