ମାଛ ଚାଷ ଜରିଆରେ ସ୍ବାଭାବଲମ୍ବି ହେବାକୁ ଲକ୍ଷ୍ୟ: ଆଗେଇ ଆସିଲେ ୩୦ ଏସ୍‌ଏଚ୍‌ଜି ଗ୍ରୁପ୍‌

କର୍ଲାମୁଣ୍ଡା,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୨ଟି ପଞ୍ଚାୟତରେ ଥିବା ବିଭିନ୍ନ ସରକାରୀ ପୋଖରୀରେ ମାଛ ଚାଷ କରି ଆର୍ଥତ୍କ ବିକାଶ କରିବାର ଲକ୍ଷ୍ୟରେ ୨୯ଟି ପୋଖରୀରେ ୩୦ ଏସ୍‌ଏଚ୍‌ଜି ସଭ୍ୟାମାନେ ଆଗେଇ ଆସିଥିବା ଦେଖିବାକୁ ମିଳିଛି। ପଞ୍ଚାୟତିରାଜ ବିଭାଗ ଉଦ୍ୟମକ୍ରମେ ମତ୍ସ୍ୟ ବିଭାଗ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସରକାରୀ ପୋଖରୀରେ ମାଛ ଚାଷ କରି ଏସ୍‌ଏଚ୍‌ଜି ସଭ୍ୟାମାନେ କିଭଳି ଅଧିକ ଲାଭବାନ ହେବେ ଏହାର ସରକାରଙ୍କ ମୂଳ ଉଦ୍ଦେଶ୍ୟ ଥିବା ଏଏଫଓ କୁଳଦୀପ ଅମ୍ଲାନ ରଞ୍ଜନ କହିଛନ୍ତି। ତେବେ ବ୍ଲକର ୧୨ଟି ପଞ୍ଚାୟତ ମଧ୍ୟରୁ ୯ଟି ପଞ୍ଚାୟତ ୩୦ଟି ସରକାରୀ ପୋଖରୀରେ ୨୯ ଏସ୍‌ଏଚ୍‌ଜି ଦଳ ମାଛ ଚାଷ ଆରମ୍ଭ କରିଥିବା ଜଣାପଡିଛି। ଅନ୍ୟପଟେ ଗତ ମାସ ପ୍ରବଳ ବନ୍ୟା ଯୋଗୁ ଅନେକ ପୋଖରୀରେ ଏସ୍‌ଏଚ୍‌ଜି ଦଳ ପକ୍ଷରୁ ଛାଡିଥିବା ମାଛ ଯାଅଁାଳାଗୁଡିକ ପଳାଇ ଯାଇଥିବା ମା’ ମଙ୍ଗଳା ଏସ୍‌ଏଚ୍‌ଜିର ସଭ୍ୟା ନିଳେନ୍ଦ୍ରି ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri