ମାଛ ବୋଝେଇ ଟ୍ରକକୁ ପିଟିଲା ପିକ୍‌ଅପ୍‌:ମାଛ ବୋହିନେଲେ ଲୋକେ

ସୋର, ୬ା୨(ଡି.ଏନ.ଏ)-ଗୁରୁବାର ଭୋର ସମୟରେ ସୋର ଥାନା ୧୬ ନଂ. ଜାତୀୟ ରାଜପଥ ତଳନଗର ବ୍ରିଜ୍‌ ନିକଟରେ ରାଜପଥ ପାର୍ଶ୍ୱରେ ଏକ ମାଛ ବୋଝେଇ ଟ୍ରକ୍‌ ଛିଡ଼ା ହୋଇଥିବା ବେଳେ ଏକ ଲଙ୍କା ବୋଝେଇ ପିକ୍‌ଅପ୍‌ ପଛରୁ ପିଟି ହୋଇଯାଇଥିଲା। ଫଳରେ ପିକ୍‌ଅପ୍‌ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଦୁର୍ଘଟଣାଗ୍ରସ୍ତ ଟ୍ରକରୁ ମାଛ ବୋହି ନେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଟ୍ରକ୍‌ ଆନ୍ଧ୍ରରୁ ମାଛ ବୋଝେଇ କରି କୋଲକାତା ଅଭିମୁଖେ ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘଟଣାସ୍ଥଳରୁ ଫେରିଲେ ସିବିଆଇ ଟିମ୍‌

ବାଲେଶ୍ୱର ଅଫିସ,୬।୬: ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାସ୍ଥଳରୁ ସିବିଆଇ ଟିମ୍‌ ଛାନଭିନ କରି ଫେରିଛନ୍ତି। ପ୍ରାଥମିକ ତଦନ୍ତ ସାରି ସିବିଆଇ ଟିମ୍‌ ଫେରିଛନ୍ତି। ମଙ୍ଗଳବାର...

ପୁଣି ଫୁଲିଲାଣି ସୁବର୍ଣ୍ଣରେଖା

ବାଲିଆପାଳ, ୩।୧୦: ଚାଷ ଜମିରୁ ବନ୍ୟାଜଳ ଛାଡ଼ିବା ୩ଦିନ ନ ପୁରୁଣୁ ଶୁକ୍ରବାରଠାରୁ ପୁଣି ସୁବର୍ଣ୍ଣରେଖା ନଦୀର ଜଳସ୍ତର ଫୁଲିବାରେ ଲାଗିଛି। ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର...

ପୂରଣ ହେଲାନି ସହରବାସୀଙ୍କ ସ୍ବପ୍ନ

ବାଲେଶ୍ୱର ଅଫିସ, ୧୬।୩(ମାନସ ବିଶ୍ୱାଳ)-ସଂସ୍କୃତିସମ୍ପନ୍ନ ବାଲେଶ୍ୱର ସହରରେ ଜନସଂଖ୍ୟା ଓ ପରିସୀମା ବୃଦ୍ଧି ପାଉଥିବାବେଳେ ଆଧୁନିକ ଜୀବନଧାରା ସହ ତାଳ ଦେଇ ଚାଲିବା ପାଇଁ ଭିତ୍ତିଭୂମି...

ସୁବର୍ଣ୍ଣରେଖା ବାଲିସୈରାତ ଅନୁଧ୍ୟାନ କଲେ ଏନଜିଟି, ଇଏନଭି ଟିମ୍‌

ଜଳେଶ୍ୱର, ୪।୧୨(ଡି.ଏନ.ଏ./ସ୍ବ.ପ୍ର)-ଓଡ଼ିଶା ଓ ପଶ୍ଚିମବଙ୍ଗର ସୀମାରେ ପ୍ରବାହିତ ସୁବର୍ଣ୍ଣରେଖା ନଦୀରୁ ବେଆଇନ ଭାବେ ବାଲି ଲୁଟ୍‌ ଘଟଣା ଥମିବାର ନାଁ ଧରୁ ନାହିଁ। ପଶ୍ଚିମବଙ୍ଗ ମାଫିଆମାନେ...

୧୫ଦିନ ସମୟ ଦେଲା ପ୍ରଶାସନ

ବାଲିଆପାଳ, ୨୧।୫(ସ୍ବ.ପ୍ର.) ବାଲିଆପାଳ ତହସିଲ କୁମ୍ଭାରୀ ପଞ୍ଚାୟତ ତାପୁଣ୍ଡିଆ ଗ୍ରାମର ସ୍କୁଲ ସମ୍ମୁଖ ଗୋଚର ଜମିରେ ଥିବା ବହୁଦିନର ପୁରୁଣା ଦୋକାନ ଘରକୁ ଶୁକ୍ରବାର ପ୍ରଶାସନ...

ନଭେମ୍ବର ପହିଲାରୁ ଖୋଲିବ କୁଲଡ଼ିହା

ସଜନାଗଡ଼, ୨୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟ ନଭେମ୍ବର ୧ତାରିଖରୁ ଖୋଲିବ। ଏହି ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟ, ରିଷିଆ ଡ୍ୟାମ୍‌ ଓ ନିଆରା...

ପ୍ରଜ୍ଞାଙ୍କୁ ବ୍ରୋଞ୍ଜ ପଦକ

ବାଲିଆପାଳ,୫।୧(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଦାନନ୍ଦପୁର ପଞ୍ଚାୟତ ଟିକରପଡ଼ା ଗ୍ରାମର ପାର୍ଥ ସାରଥି ସାହୁଙ୍କ ଝିଅ ପ୍ରଜ୍ଞା ପ୍ରଶାନ୍ତି ସାହୁ ମାଙ୍ଗାଲୋର ଠାରେ ଅନୁଷ୍ଠିତ...

୨ଶହ ବର୍ଷର ଶକ୍ତିପୀଠ ମା’ ଜଳଙ୍ଗ ଚଣ୍ଡୀ

ଖଇରା, ୧୪।୧୦(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତ ଅଧୀନ ଜଳଙ୍ଗ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଚଣ୍ଡୀଙ୍କର ପୂଜାର୍ଚ୍ଚନା କୋଭିଡ କଟକଣା ମଧ୍ୟରେ ଆରମ୍ଭ...

Advertisement
Archives

Model This Week