ବ୍ରହ୍ମପୁର ଅଫିସ,୬ା୧୦-ସହରର ଜଣେ ଜଣାଶୁଣା ମାଛ ବ୍ୟବସାୟୀ ଅମର ସାହୁ ଶୁକ୍ରବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏହାକୁ ନେଇ ଏବେ ମାଛ ବ୍ୟବସାୟୀ ଓ ସ୍ଥାନୀୟ ଲୋକଙ୍କ ମନରେ ନାନା କଳ୍ପନାଜଳ୍ପନା ଲାଗି ରହିଛ। ତାଙ୍କ ଝିଅ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଛନ୍ତି। ଅମରଙ୍କ କୌଣସି ଅନ୍ୟ ବ୍ୟବସାୟୀଙ୍କ ମଧ୍ୟରେ ତିକ୍ତତା ଅଛି କି ନାହିଁ ସେନେଇ ପୋଲିସ ତଦନ୍ତ ଜାରି ରଖିଛି। ବୈଦ୍ୟନାଥପୁର ପୋଲିସ ଏନେଇ ୫୨/୧୯ ରେ ଏକ ମିସିଂ ରିପୋର୍ଟ ରୁଜୁ କରିଛି।
ପ୍ରକାଶ ଯେ, ବ୍ୟବସାୟୀ ଅମର କମାପଲ୍ଲୀ ନିକଟସ୍ଥ ମର୍ଦ୍ଦରାଜ ଭେଣ୍ଡିଂ ଜୋନରେ ମାଛ ବ୍ୟବସାୟ କରୁଥିଲେ। ଶୁକ୍ରବାର ଅପରାହ୍ନରେ ସେ ଖାଇସାରିବା ପରେ କୌଣସି କାମରେ ଘରୁ ବାହାରି ଯାଇଥିଲେ। ସଧ୍ୟା ସୁଦ୍ଧା ଘରକୁ ଫେରି ନ ଥିଲେ। ଏଣୁ ପରିବାର ଲୋକେ ବହୁ ଖୋଜା ଖୋଜି କରି ନିରାଶ ହୋଇଥିଲେ। ଅମରଙ୍କ ମୋବାଇଲ ଫୋନ ବନ୍ଦ ଥିବାରୁ ପରିବାର ଲୋକେ ଭୟଭୀତ ରହିଛନ୍ତି।
ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ
ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …
ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ
ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍ର ଚିତ୍ର…
ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ
ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…
ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ
କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…
ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ
ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…
ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….
ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…
ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ
ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…
ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି
ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…
Archives

