ମାଛ ମାର୍କେଟରେ ସାମାଜିକ ଦୂରତା ରଖୁନାହାନ୍ତି ଲୋକେ

ବନ୍ତ,୧୯।୪(ଡି.ଏନ୍‌.ଏ.)-କରୋନା ମହାମାରୀକୁ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକ ମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟରେ ସେହିଭଳି ପରିସ୍ଥିତି ସୃଷ୍ଟି ହେଉଥିବା ଦେଖାଯାଉଛି। ଭଦ୍ରକ ଜିଲା ବନ୍ତ ସାପ୍ତାହିକ ହାଟର ମାଛ ମାର୍କେଟରେ ଲୋକ ମାନେ ଯଥା ପୂର୍ବଂ ତଥା ପରଂ ଭଳି ଚିରାଚରିତ ଢଙ୍ଗରେ ମାଛ କିଣୁଥିବା ଦେଖାଯାଇଛି। ପ୍ରଶାସନ ପକ୍ଷରୁ ବିଭିନ୍ନ ଉପାୟରେ ସଚେତନ କରାଯିବା ସହ ଲୋକ ମାନଙ୍କୁ ବାରମ୍ବାର ତାଗିଦ୍‌ କରାଯାଉଛି। ତଥାପି ଲୋକ ମାନେ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ସାମାଜିକ ଦୂରତାକୁ ଭୁଲି ଯାଉଛନ୍ତି। ଫଳରେ ସରକାରଙ୍କର ସବୁ କଟକଣା ସତେ ଯେପରି ବେକାର ବୋଲି ମନେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି

ଭୁବନେଶ୍ୱର,୨୧।୭(ସୁନିତ୍‌ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା…

ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ

କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri