Posted inଜାତୀୟ

ମାଟି କ୍ୟାରମ୍‌ ବୋର୍ଡରେ ଖେଳୁଥିବା ପିଲାଙ୍କ ଭିଡ଼ିଓକୁ ସୋସିଆଲ୍‌ ମିଡ଼ିଆରେ ଭାଇରାଲ କଲେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୧୨।୧୦: ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଟୁଇଟରରେ ଏକ ଫଟୋ ଅପ୍‌ଲୋଡ୍‌ କରିଛନ୍ତି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ୫ ଜଣ ଛୋଟ ପିଲା କାଦୁଆରେ ଲିପା ହୋଇ ତିଆରି ହୋଇଥିବା ଏକ କ୍ୟାରମ୍‌ ବୋର୍ଡରେ ଖେଳୁଛନ୍ତିି। ଏହାକୁ ନେଇ ଆନନ୍ଦ ବେଶ୍‌ ଭାବୁକ ହୋଇଯାଇଛନ୍ତି। ସେ କହିଛନ୍ତି ଏଭଳି ସୃଜନଶୀଳ ଚିନ୍ତାଧାରା ଭାରତରେ ହିଁ ଦେଖିବାକୁ ମିଳିଥାଏ। ଏଥିରୁ ଅନେକ ପ୍ରେରଣା ମିଳିଛି ବୋଲି ସେ କହିଛନ୍ତି। ଇତିମଧ୍ୟରେ ଏହାକୁ ୮ ହଜାରରୁ ଅଧିକ ଲାଇକ୍‌ ମିଳିଥିବାବେଳେ ବହୁ କମେଣ୍ଟ ମଧ୍ୟ ମିଳିଛି। ସୂଚନାଯୋଗ୍ୟ, ଏହି ଫଟୋଟି ଶୁକ୍ରବାର ଅପଲୋଡ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ ରୋକିବାରେ ସରକାର ବିଫଳ: କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୭ା୧୧(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଉତ୍କଟ ବାୟୁ ପ୍ରଦୂଷଣ ରୋକିବାରେ କର୍ତ୍ତୃପକ୍ଷ ବିଫଳ ହୋଇଥିବାରୁ ସୁପ୍ରିମକୋର୍ଟ ବୁଧବାର ଭର୍ତ୍ସନା କରିଛନ୍ତି। ନଡ଼ା ନ ପୋଡିବା...

ଆଚାର ସଂହିତା ଉଲ୍ଲଂଘନର ଦୁଇଟି ମାମଲାରେ ରାଜ୍ୟମନ୍ତ୍ରୀ ସଞ୍ଜୟ ଗଙ୍ଗୱାର ଦଣ୍ଡିତ

ଲକ୍ଷ୍ନୌ,୧୮ ।୧୨: ଉତ୍ତର ପ୍ରଦେଶ ସରକାରରେ ରାଜ୍ୟମନ୍ତ୍ରୀ ଥିବା ସଞ୍ଜୟ ସିଂ ଗଙ୍ଗୱାରଙ୍କୁ ଆଚାର ସଂହିତା ଉଲ୍ଲଂଘନ ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି । କୋର୍ଟ...

ତାମିଲନାଡୁରେ ପ୍ରବଳ ବର୍ଷା: ସ୍କୁଲ, କଲେଜ ବନ୍ଦ

ଚେନ୍ନାଇ,୩୦।୧୦: ତାମିଲନାଡୁର ମଦୁରେ ଏବଂ ରାମନାଥପୁରମ ସମେତ ଅନେକ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହାକୁ...

ଶେଷ ମୁହୂର୍ତ୍ତରେ ଛଡ଼ାଯିବାକୁ ଥିବା ଗ୍ରେନେଡକୁ ଲୁଛାଉଛନ୍ତି ସରକାର: ସ୍ବତନ୍ତ୍ର ଅଧିବେଶନ ନେଇ କଂଗ୍ରେସର ମନ୍ତବ୍ୟ…

ନୂଆଦିଲ୍ଲୀ,୧୪।୯ : ସରକାର ସଂସଦର ସ୍ବତନ୍ତ୍ର ଅଧିବେଶନର ଏଜେଣ୍ଡା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ କଂଗ୍ରେସ ଟାର୍ଗେଟ କରିଛି। କଂଗ୍ରେସ କହିଛି ଏଜେଣ୍ଡାରେ କିଛି ନାହିଁ...

ବଜେଟ ପ୍ରସ୍ତୁତିରେ ନବରତ୍ନ…

ନୂଆଦିଲ୍ଲୀ,୭।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ୧ ଫେବୃଆରୀ ୨୦୨୩ ରେ ଶେଷ ପୂର୍ଣ୍ଣ କେନ୍ଦ୍ର ବଜେଟ ଉପସ୍ଥାପନ...

ସୋସିଆଲ ମିଡିଆରେ ଯୁବକଙ୍କ ବ୍ରେନ୍ ୱାଶ କରୁଛି ଆଇଏସ୍‌, ଚେତାବନୀ ଦେଲା ଏନ୍‌ଆଇଏ

ନୂଆଦିଲ୍ଲୀ,୧୮ ।୯: ଆଫଗାନିସ୍ତାନରେ ତାଲିବାନ ଶାସନ କରିବା ପରେ ଏବେ ଏହାର କିଛି ପାଶ୍ୱର୍ ପ୍ରତିକ୍ରିୟା ଭାରତ ଉପରେ ପଡିବାକୁ ଯାଉଥିବା କୁହାଗଲାଣି । ପାକିସ୍ତାନର...

୭୭ତମ ସ୍ବାଧିନତା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ଦୋହରାଇଲେ ବିକଶିତ ଭାରତର ସଂକଳ୍ପ

ନୂଆଦିଲ୍ଲୀ,୧୫।୮: ସମଗ୍ର ଦେଶ ମଙ୍ଗଳବାର ପାଳନ କରୁଛି ୭୭ ତମ ସ୍ବାଧିନତା ଦିବସ। ଦେଶ ସ୍ବାଧୀନତା ପାଇଁ ନିଜ ଜୀବନ ଦେଇଥିବା ଅମର ଶହୀଦମାନଙ୍କୁ ଆଜିର...

ଟ୍ରମ୍ପ୍‌ ବୁଲିଯିବେ ତାଜମହଲ: ଦୁର୍ଗନ୍ଧ ହଟାଇବା ପାଇଁ ଯମୁନାରେ ଛଡ଼ାଗଲା ୫୦୦ କ୍ୟୁସେକ୍‌ ଜଳ

ଆଗ୍ରା,୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କର ଭବ୍ୟ ସମ୍ବର୍ଦ୍ଧନା ପାଇଁ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଉଦ୍ୟମ ଜାରି ରଖିଛନ୍ତି।...

Advertisement
Archives

Model This Week