ମାଟି ତଳୁ ମିଳିଲା ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା

ଜେରୁଜେଲମ୍‌,୨।୧: ଇସ୍ରାଏଲର ୟଓ୍ବନ ସହରରୁ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା କରାଯାଉଥିବା ଏକ ଖନନ ସମୟରେ ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା ମିଳିଛି। ଏକ ଛୋଟ ମାଟି ପାତ୍ରରେ ସ୍ବର୍ଣ୍ଣମୁଦ୍ରା ଗୁଡ଼ିକ ଭର୍ତ୍ତି ହୋଇ ରହିଥିବା ସ୍ଥାନୀୟ ଆଣ୍ଟିକ୍ୱିଜ୍‌ ଅଥରିଟି ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଅଧିକ ପରୀକ୍ଷା ନିରୀକ୍ଷା ଜାରି ରହିଛି। ସ୍ବର୍ଣ୍ଣମୁଦ୍ରାଗୁଡ଼ିକ ଇସଲାମିକ୍‌ ଯୁଗର ପ୍ରାରମ୍ଭିକ ସମୟରେ ପ୍ରଚଳିତ ହେଉଥିଲା ବୋଲି ଅନୁମାନ କରାଯାଉଛି। ଏଠାରେ ୧୨ ଶହ ବର୍ଷ ତଳେ ବ୍ୟବସାୟ ବାଣିଜ୍ୟ ହେଉଥିବା ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ କୁହାଯାଇଛି। କେହି ହୁଏତ ସଞ୍ଚୟ ଉଦ୍ଦେଶ୍ୟରେ ଛୋଟ ମାଟି ପାତ୍ରରେ ସ୍ବର୍ଣ୍ଣମୁଦ୍ରାଗୁଡ଼ିକୁ ରଖିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାରିନ୍‌ ହ୍ବାଇଟ୍‌ ହାଉସ୍‌ ପ୍ରେସ୍‌ ସଚିବ

ଓ୍ବାଶିଂଟନ,୭ା୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ହ୍ବାଇଟ୍‌ ହାଉସ୍‌ ପ୍ରେସ୍‌ ସଚିବ ଭାବେ କୃଷ୍ଣକାୟ କ୍ୟାରିନ୍‌ ଜିନ୍‌ପିଏରେଙ୍କ ନାମ ଘୋଷଣା କରିଛନ୍ତି। ଆମେରିକା ଇତିହାସରେ ପ୍ରଥମଥର...

ପୁଟିନ୍‌ଙ୍କ ରାସ୍ତା ଆପଣେଇବାକୁ ଚାହୁଁଛନ୍ତି ଜିନ୍‌ପିଙ୍ଗ୍‌, ଭିଏତ୍‌ନାମ ସୀମାରେ ଚାଇନା ଯୁଦ୍ଧପୋତ…

ବେଜିଂ, ୬।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ରୁଷିଆ ପ୍ରତିପକ୍ଷ ବ୍ଲାଡିମୀର ପୁଟିନ୍‌ଙ୍କ...

ଚର୍ଚ୍ଚାରେ ବବ୍‌ କଟ୍‌ ହାତୀ

ତାମିଲନାଡୁର ଏକ ହାତୀ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ହାତୀଟି ଚର୍ଚ୍ଚାକୁ ଆସିବାର କାରଣ ହେଉଛି ତା’ର କେଶ। ସେଗାମାଲମ ହାତୀ ମନ୍ତ୍ରାରଗୁଡି...

ବିବାହରେ କରୋନା ରୋଗୀଙ୍କ ପାଇଁ ୫୦ ବେଡ୍‌ ଦାନ କଲେ ଦମ୍ପତି

ମୁମ୍ବାଇ,୨୪।୬: କରୋନା ମହାମାରୀକୁ ନେଇ ଦେଶରେ ଗତ ମାର୍ଚ୍ଚ ମାସଠାରୁ ଆରମ୍ଭ ହୋଇଥିଲା ଲକ୍‌ଡାଉନ। ଏହି ସମୟରେ କରୋନା ସଂକ୍ରମିତ ହାର କମ୍‌ ଥିଲେ ମଧ୍ୟ...

ହଳଦିଆ ଜିଭ, ପେଟରେ ଦରଜ ପରି ଲକ୍ଷଣ ଦେଖି ଚିନ୍ତାରେ ପଡ଼ିଲେ ଡାକ୍ତର; ପରେ ଜାଣିଲେ…

ଜଣେ ୧୨ ବର୍ଷର ବାଳକଙ୍କ ହଳଦିଆ ଜିଭ ଦେଖି ଡାକ୍ତର ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏତଦ୍‌ବ୍ୟତୀତ ବାଳକର ଶରୀରରେ କେତେକ ଗମ୍ଭୀର ଲକ୍ଷଣ ପ୍ରକାଶ ପାଇଥିଲା। ପରେ...

କରୋନା ଛୁଇଁ ପାରିନି ଏହି ଗାଁକୁ

କରୋନା ମହାମାରୀ ସମଗ୍ର ବିଶ୍ୱରେ ଏବେ ବି କାୟା ବିସ୍ତାର କରିଚାଲିଛି। ଏହି ଦୁଇବର୍ଷ ଭିତରେ ଅନେକ ଲୋକଙ୍କ ଜୀବନ ନେଇଛି କରୋନା। ପିଲାଙ୍କଠାରୁ ଆରମ୍ଭ...

ପ୍ରେମ ପାଇଁ…

ପ୍ରେମର ପରିଭାଷାକୁ ପରିପ୍ରକାଶ ପାଇଁ ପାଳନ ହେଉଛି ପ୍ରେମ ଦିବସ ବା ଭାଲେଣ୍ଟାଇନ୍ସ ଡେ’। ଏହି ଦିନଟିକୁ ସ୍ମରଣୀୟ କରିବା ପାଇଁ ରାଜଧାନୀ ସମେତ ସବୁଠି...

ମହିଳାଙ୍କ ହତ୍ୟାକାରୀ ନିଜକୁ ଭଗବାନ କହିଲେ

ନ୍ୟୁୟର୍କ, ୧୭ା୧: ନ୍ୟୁୟର୍କରେ ଟାଇମ୍ସ ସ୍କୋୟାର ସବ୍‌ଓ୍ବେ ଷ୍ଟେଶନରେ ସାଇମନ୍‌ ମାର୍ସିଆଲ ନାମକ ଜଣେ ବ୍ୟକ୍ତି ଜଣେ ୪୦ ବର୍ଷୀୟା ମହିଳାଙ୍କୁ ଶନିବାର ଟ୍ରେନ୍‌ ଆଗକୁ...

Advertisement
Archives

Model This Week