ମାଟୋଆ ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟରେ ୫ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

ଯୋଡ଼ା, ୩୧।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଥିବା ମାଇନିଂ ଏରିଆ ଟ୍ରକ ଓନର ଆସୋସିଏଶନ(ମାଟୋଆ)ର ଦ୍ୱିତୀୟ ପଯର୍ର୍‌ୟାୟ ନିର୍ବାଚନ ନିମନ୍ତେ ଗୁରୁବାର ୫ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସଭାପତି ଆସନ ପାଇଁ ଚତୁର୍ଭୁଜ ପଲେଇ, ଉପସଭାପତି ପାଇଁ ରାଜେନ୍ଦ୍ର କୁମାର ବାରିକ, ସମ୍ପାଦକ ଆସନ ପାଇଁ ସତ୍ୟପ୍ରିୟ ବାରିକ, ଯୁଗ୍ମ ସମ୍ପାଦକ ପାଇଁ ଅଜୟ ସିହ୍ନା, କୋଷାଧ୍ୟକ୍ଷ ଆସନ ପାଇଁ ସୁରେଶ ଚନ୍ଦ୍ର ଗିରି ପ୍ରମୁଖ ନିଜ ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହା ପୂର୍ବରୁ ଉକ୍ତ ପ୍ରାର୍ଥୀମାନେ ଯୋଡା ଲକ୍ଷ୍ମୀ ପଡ଼ିଆସ୍ଥିତ ମା’ ଲକ୍ଷ୍ମୀଙ୍କ ମନ୍ଦିରରେ ପୂଜାର୍ଚ୍ଚନାକରି ନିଜ ନିଜର ସମର୍ଥକଙ୍କୁ ନେଇ ଏକ ବିଶାଳ ବାଇକ୍‌ ରାଲିରେ ବାହାରି ସହର ପରିକ୍ରମା କରିଥିଲେ। ପରେ ବାଂଶପାଣିଠାରେ ଥିବା ମାଇନିଂ ଏରିଆ ଟ୍ରକ ଓନର ଆସୋସିଏଶନ(ମାଟୋଆ) କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଥିଲେ। ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ନଭେମ୍ବର ୧ ରହିଛି। ଖଣି ଅଞ୍ଚଳରେ ମାଟୋଆ ନିର୍ବାଚନ ପରିବହନ ବ୍ୟବସାୟର ଏକ ପ୍ରମୁଖ ସଂଘ ନିର୍ବାଚନ ହୋଇଥିବାରୁ ଏହି ଆସନଗୁଡିକୁ ହାତେଇବା ପାଇଁ ବିଭିନ୍ନ ଗୋଷ୍ଠୀ ପକ୍ଷରୁ ଉଦ୍ୟମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଦିନ ପରେ ବ୍ରହ୍ମପୁର ଫେରିଲେ ଶିବାଶିଷ: କହିଲେ ‘ମୁଁ ପୁନର୍ଜନ୍ମ ପାଇଛି’

ବ୍ରହ୍ମପୁର ଅଫିସ, ୧୪।୩- ସମ୍ପ୍ରତି ବିଶ୍ୱରେ ଭୟଙ୍କର କରୋନା ଭାଇରସ୍‌ ଆତଙ୍କ ଜାରି ରହିଥିବା ବେଳେ ଜାପାନ ଜଳଜାହାଜରେ ଫସି ରହିଥିବା ଶିବାଶିଷ ନାୟକ ଫେବୃୟାରୀ...

ଛାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ୩ ଗିରଫ

ଧାମନଗର, ୬।୧୧ (ଡି.ଏନ.ଏ.):  ଭଦ୍ରକ ଜିଲା ଧାମନଗର ବ୍ଲକ ଦଇପୁର ଅଞ୍ଚଳର ଜଣେ ଛାତ୍ରୀଙ୍କୁ ମଙ୍ଗଳବାର ଆକ୍ରମଣ କରାଯାଇଥିଲା। ପରେ ତାଙ୍କୁ ଆଣି ଧାମନଗର ମେଡିକାଲରେ...

ମଣ୍ଡିରେ ଧାନ, ଘାରିଛି ବର୍ଷା ଚିନ୍ତା

ବରଗଡ଼ ଅଫିସ୍‌,୧୪।୬ (ପ୍ରେମାନନ୍ଦ ଖମାରୀ) ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେରୁ ଊର୍ଦ୍ଧ୍ୱ ସମୟ ବିତିଯାଇଛି। ଜିଲାରେ ଖୋଲିଥିବା ମଣ୍ଡି ଗୁଡ଼ିକରେ ଚିରାଚରିତ...

ଛାତ୍ରୀନିବାସରୁ ଫ୍ୟାନ୍‌ ଚୋରି, ୬ ଗିରଫ

ପାଟଣା,୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ମୁଖ୍ୟାଳୟ ସ୍ଥିତ କୁନ୍ତଳା କୁମାରୀ ଆଦିବାସୀ ବାଳିକା ହଷ୍ଟେଲରୁ ଜୁନ୍‌ ୨ ତାରିଖ ରାତିରେ ୧୦ଟି ଫ୍ୟାନ୍‌ ଚୋରି...

ଛାଡ଼ପତ୍ର ଦେଲେନି ବୋଲି…ବୋହୂଙ୍କ ଗୋଡ଼ ଭାଙ୍ଗିଦେଲେ

ଢେଙ୍କାନାଳ ଅଫିସ, ୨।୩: କୁହାଯାଏ ବିବାହ ଏକ ପବିତ୍ର ବନ୍ଧନ। ଦାମ୍ପତ୍ୟ ଜୀବନ ଆରମ୍ଭ ହେଲେ ଅଜାଡ଼ି ହୋଇପଡ଼େ ଗୁରୁଜନଙ୍କ ଆଶୀର୍ବାଦ। ନବଦମ୍ପତିଙ୍କ ସୁଖମୟ ଜୀବନ...

ଦୁର୍ଦ୍ଦିନରେ ପଥର ଶିଳ୍ପୀ

ଯାଜପୁର ଅଫିସ,୪ା୧୦: କୁଟୀର ଶିଳ୍ପ ପାଇଁ ପ୍ରତିବର୍ଷ ଯୋଜନା ପରେ ଯୋଜନା ପ୍ରଣୟନ କରାଯାଉଛି।ହେଲେ ଗ୍ରାମାଞ୍ଚଳର କାରିଗରଙ୍କ ନିକଟରେ ଯୋଜନାର ସୁଫଳ ପହଞ୍ଚି ପାରୁନାହିଁ। ଫଳରେ...

ଜମ୍ଭୀରା ପ୍ରକଳ୍ପର ସମୀକ୍ଷା କଲେ ସରୋଜିନୀ, କାର୍ଯ୍ୟ ଶେଷ କରିବା ଉପରେ ଗୁରୁତ୍ୱ

ବାରିପଦା ଅଫିସ,୩୧ା୮-ବାରିପଦା ସହରର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସଭା ସଦସ୍ୟା ସରୋଜିନୀ ହେମ୍ବ୍ରମ ଜମ୍ଭୀରା ଜଳ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟ ସମୀକ୍ଷା...

ଜନ୍ମଦିନ ପାଳନ କରିବାକୁ ଯାଉଥିବା ବେଳେ ଦୁର୍ଘଟଣା

କୋକସରା,୨୮ା୩(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡା-କୋକସରା ରାସ୍ତାରେ ସୋମବାର ୩ଜଣ ଛାତ୍ରୀ ଏକ ସ୍କୁଟିରେ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଛନ୍ତି। ଫଳରେ...

Advertisement
Archives

Model This Week