ମାଟ୍ରିକ୍‌ ପ୍ରଶ୍ନପତ୍ର ଭାଇରାଲ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ: ମନ୍ତ୍ରୀ

ଭୁବନେଶ୍ୱର, ୬।୨(ବ୍ୟୁରୋ): ଆଗକୁ ମାଟ୍ରିକ୍‌ ପରୀକ୍ଷା। ଏ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସବୁଥର ପ୍ରଶ୍ନପତ୍ର ଭାଇରାଲ ଏକ ବଡ଼ ଚ୍ୟାଲେଞ୍ଜ ହେଉଥିବା ବେଳେ ଚଳିତ ବର୍ଷ ଏଭଳି କିଛି ହେଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି।

ମନ୍ତ୍ରୀ କହିଛନ୍ତି, ପ୍ରଶ୍ନପତ୍ର ଭାଇରାଲ ହେଲେ ସମ୍ପୃକ୍ତ ସେଣ୍ଟର ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ଭାଇରାଲ ନ ହେବା ଲାଗି ପ୍ରଶ୍ନ୍ନପତ୍ରରେ କୋଡିଂ ବ୍ୟବସ୍ଥା ହୋଇଛି। ଏଥର ପ୍ରଶ୍ନପତ୍ର ଭାଇରାଲ ହେବନାହିଁ ବୋଲି ଆଶା କରୁଥିବା ସେ କହିଛନ୍ତି।

ପ୍ରକାଶ ଯେ, ଆସନ୍ତା ୧୯ ତାରିଖରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବ। ସକାଳ ୧୦ଟାରୁ ୧୨.୩୦ ପର୍ଯ୍ୟନ୍ତ ପରୀକ୍ଷା ହେବାକୁ ଥିବାବେଳେ ପରୀକ୍ଷାର୍ଥୀଙ୍କୁ ଗଣିତ ପରୀକ୍ଷା ଦିନ ଅଧିକ ୧୫ ମିନିଟ ସମୟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri