ମାଟ୍ରିକ ଖାତାଦେଖା ସ୍ଥଗିତ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ମହାବାତ୍ୟା ଅମ୍ଫନ ପାଇଁ ସ୍ଥଗିତ ହେଲେ ମାଟ୍ରିକ ଖାତାଦେଖା। ଖାତାଦେଖା ସ୍ଥଗିତ ନେଇ ମଙ୍ଗଳବାର ସ୍କୁଲ ଓ ଗଣାଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ତେବେ ପରବର୍ତ୍ତୀ ତାରିଖ ପରେ ଘୋଷଣା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ମେ ୨୧ରୁ ମାଟ୍ରିକ ଖାତାଦେଖା ଆରମ୍ଭ ହୋଇଥାନ୍ତା। ଏନେଇ ସୋମବାର ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ପୂର୍ବରୁ ମେ ୨୦ରୁ ଖାତାଦେଖା ହେବାକୁ ନେଇ ଥରେ ନିଷ୍ପତ୍ତି ନିଆଯାଇଥିଲା। ତେବେ ମହାବାତ୍ୟା ଅମ୍ଫନକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ‘ଗାନ୍ଧୀ ଶିଳ୍ପ ବଜାର’

ଭୁବନେଶ୍ୱର, ୧୬।୩ (ବ୍ୟୁରୋ): ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିମିଟେଡ୍‌ (ଉତ୍କଳିକା) ପକ୍ଷରୁ...

ସରିଲା ଚୌଦ୍ୱାର ରୂପଯାତ୍ରା, ଭସାଣି

ଚୌଦ୍ୱାର,୧୭।୧୦(ଡି.ଏନ୍‌.ଏ.): ଚୌଦ୍ୱାର ରୂପଯାତ୍ରା ଓ ଭସାଣି ଉତ୍ସବ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମେଲଣ ପଡ଼ିଆରେ ମଙ୍ଗଳବାର ରାତିରେ ମେଲଣ କରିଥିବା ୪୦ଟି ମେଢ଼...

କୋଭିଡ୍‌ ହେଲ୍‌ଥ ସେଣ୍ଟରରେ ୫-ଟି ସଚିବ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ ଯାଇ ସ୍ଥିତି ପରଖୁଛନ୍ତି। ଏହି...

ଆସନ୍ତା ୨୮ରୁ ପୁଣି ବିଧାନସଭା ଘେରିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରାଥମିକ ଶିକ୍ଷକଙ୍କ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ପ୍ରତିବାଦରେ ଆସନ୍ତା ୨୮ ରୁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା...

ଅପରାହ୍ନ ୩ଟାରୁ ଖୋଲାଯିବ ବାରବାଟୀ ଗେଟ୍‌, ଜାଲ ଟିକେଟ ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ,୧୨।୬: ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଦ୍ୱିତୀୟ ଟି-୨୦ ମୁକାବିଲା ଖେଳାଯିବ। ଏହି ମ୍ୟାଚ ଦେଖିବା ପାଇଁ ଅପରାହ୍ନ ୩ଟାରୁ ବାରବାଟୀ ଷ୍ଟାଡିୟମ୍‌ର...

ଆପାର୍ଟମେଣ୍ଟରୁ ମିଳିଲା ସଫ୍ଟଓ୍ବେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ରାଜଧାନୀରେ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିଥିବା ଯୁବତୀ ଜଣକ ହେଲେ ଶ୍ୱେତା ଉତ୍କଳ କୁମାରୀ। ଏକ ଆପାର୍ଟମେଣ୍ଟରୁ ତାଙ୍କର...

ରାଜ୍ୟ ଜମି ଦେଲେ ଭୁବନେଶ୍ୱରରେ ଶୀଘ୍ର ନୂଆ ଏୟାରପୋର୍ଟ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ଅନ୍ତର୍ଜାତୀୟ ଏୟାରପୋର୍ଟ। ରାଜ୍ୟ ସରକାର ଯେତେଶୀଘ୍ର ଜମି ଯୋଗାଇ ଦେବେ, ସେତେ ଶୀଘ୍ର କାର୍ଯ୍ୟ ଆରମ୍ଭ...

ତୋଟାପଡ଼ାରେ ଗୋଷ୍ଠୀ ସଂଘର୍ଷ: ଟେକାପଥର ମାଡ଼କୁ ନେଇ ୯ ଅଟକ; ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୭ା୪ : ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟପଡାରେ ମଙ୍ଗଳବାର ଅପରାହ୍ନରେ ଗୋଷ୍ଠି ସଂଘର୍ଷ ଘଟିଛି। କୌଣସି କାରଣକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ...

Advertisement
Archives

Model This Week