ମାଟ୍ରିକ ପରୀକ୍ଷାରେ ଟି.ଏସ୍‌.ଜି. ଗୁରୁକୁଳର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଟି.ଏସ୍‌.ଜି ଗୁରୁକୁଳର ଓଡ଼ିଆ ମାଧ୍ୟମ ଛାତ୍ରୀଛାତ୍ର ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ଏହି ଧାରା ବିଗତ ୯ବର୍ଷ ଧରି ଅପ୍ରତିହତ ରହିଛି। ସ୍କୁଲର ଏହି ସଫଳତାରେ ଖୁସି ପ୍ରକାଶ କରି ଏହାର ପ୍ରତିଷ୍ଠାତା ଡ. ସାରଦା ମିଶ୍ର ସମସ୍ତ ସଫଳ ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଇବା ସହିତ ପ୍ରଧାନ ଶିକ୍ଷକଙ୍କ ସମେତ ସମସ୍ତ ସହକାରୀ ଶିକ୍ଷକଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି। ଗୁଣାତ୍ମକ ଶିକ୍ଷା, ଛାତ୍ରୀଛାତ୍ରଙ୍କ ଉପଯୁକ୍ତ ଯନତ୍ ଓ ସମୟୋପଯୋଗୀ ମାର୍ଗଦର୍ଶନ ଏହି ସଫଳତାର ମୂଳମନ୍ତ୍ର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri