ମାଟ୍ରିକ ପରୀକ୍ଷା: ମିଳିଲା ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୭।୨: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥିନିମନ୍ତେ ଆଡ୍‌ମିଟ କାର୍ଡ ଗୁରୁବାରଠାରୁ ମିଳିଛି। ବୋର୍ଡ କର୍ତ୍ତୃପକ୍ଷ ନିଜସ୍ବ ୱେବ୍‌ସାଇଟ୍‌ରେ ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ୍‌ କାର୍ଡ ଅପ୍‌ଲୋଡ କରିଛନ୍ତି। ସ୍କୁଲ କର୍ତ୍ତୃପକ୍ଷ ୟୁଜର ଆଇଡି ଓ ପାସ୍‌ୱାର୍ଡ ଦେଇ ଛାତ୍ରୀଛାତ୍ରଙ୍କ ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ କରିପାରିବେ। ସୂଚନାଯୋଗ୍ୟ, ଉପରୋକ୍ତ ତିନୋଟି ପରୀକ୍ଷା ଗୋଟିଏ ଦିନରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ହେଉନି ପାଳନ

ପଟ୍ଟାମୁଣ୍ଡାଇ, ୨୨।୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଦୀର୍ଘଦିନରୁ ଅବହେଳିତ ଅବସ୍ଥାରେ ରହିଛି। ବାରମ୍ବାର ବିଭିନ୍ନ ଦାବି ପୂରଣ ଦିଗରେ ରାଜ୍ୟ ସରକାର ଠୋସ ପଦକ୍ଷେପ...

ଯୁକ୍ତ୨ ପରୀକ୍ଷା ନେଇ ଆଜି ବସିବ ବୈଠକ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟ ସରକାର ଯୁକ୍ତ ୨ର ବାକି ପରୀକ୍ଷାଗୁଡିକ ବାତିଲ କରିଦେବା ନେଇ ସମ୍ଭାବନା ଅଧିକ ମାତ୍ରାରେ ଦେଖାଦେଇଛି। ସିବିଏସଇ ଓ ଆଇସିଏସଇ ପକ୍ଷରୁ ଯୁକ୍ତ...

ଅବହେଳାରୁ ଖାଇବାତେଲ ଦର ବୃଦ୍ଧି

ଭୁବନେଶ୍ୱର, ୨୭।୫ (ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ପରେ ଏବେ ଖାଇବା ତେଲର ଲଗାତର ଦରବୃଦ୍ଧି ଖାଉଟିଙ୍କ ଚିନ୍ତା ବଢ଼ାଇଛି। କିଛି ମାସ ମଧ୍ୟରେ ଅନ୍ତର୍ଜାତୀୟ...

ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୭ା୧୦-ଟ୍ରେନ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗେଟବଜାର ଚନ୍ଦ୍ରମଣିପେଟା ସାହିର ରବି ବେହେରା (୨୨)। ସରକାରୀ ରେଳପଥ ପୋଲିସ...

କମ୍ପାନୀରୁ ଚୋରି, ୨ କର୍ମଚାରୀ ଗିରଫ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଖାରବେଳ ନଗର ଥାନା ଏକ ଘରୋଇ କମ୍ପାନୀରୁ ଲୁହା ଓ ଆଲୁମିନିୟମ ଚ୍ୟାନେଲ ଚୋରି କରୁଥିବାବେଳେ ୨ କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ସେମାନେ...

ବେଣୀପୁର ଘାଇ ମରାମତିରେ ଅନିୟମିତତା: ବାଲିବସ୍ତାରେ ପୋତା ହେଉଛି

କେନ୍ଦ୍ରାପଡା ଅଫିସ୍‌/ଡେରାବିଶ (ସ୍ବ.ପ୍ର,), ୧୪।୯: କେନ୍ଦ୍ରାପଡା ଜଳସମ୍ପଦ ବିଭାଗ ଅଧୀନ ଡେରାବିଶ ବ୍ଲକ ବେଣୀପୁରଠାରେ ବିରୂପା ନଦୀ ଘେରିବନ୍ଧ ଗତ ବନ୍ୟାରେ ଭାଙ୍ଗିଯାଇଛି। ପ୍ରାୟ ୧୦୦ଫୁଟର...

ବିବାହିତାଙ୍କୁ ପ୍ରେମ କରି ଠକି ଦେଲେ

ଶେରଗଡ଼,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଜଣେ ଯୁବକଙ୍କୁ ଗିରଫ...

କାରଖାନା ସମ୍ମୁଖରେ ଠିକା ସଫେଇ କର୍ମଚାରୀଙ୍କ ଗଣାଧାରଣା

ତାଳଚେର,୧୮।୮(ନି.ପ୍ର.): ବିକ୍ରମପୁର ସ୍ଥିତ ଭାରି ଜଳ କାରଖାନା ସମ୍ମୁଖରେ ଗୁରୁବାର ଠିକା ସଫେଇ କର୍ମଚାରୀମାନେ ଗଣଧାରଣା ଦେଇଛନ୍ତି। ଗତ ୩ମାସ ହେଲା ସେମାନଙ୍କୁ ପାରିଶ୍ରମିକ ମିଳିନାହିଁ।...

Advertisement


Archives

Model This Week