ମାଟ୍ରିକ ପରୀକ୍ଷା: ୬ରୁ ମିଳିବ ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୨।୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥି ନିମନ୍ତେ ଆଡ୍‌ମିଟ କାର୍ଡ ଆସନ୍ତା ୬ ତାରିଖରୁ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି। ବୋର୍ଡର ନିଜସ୍ବ ୱେବ୍‌ସାଇଟ୍‌ରେ ସ୍କୁଲ କର୍ତ୍ତୃପକ୍ଷ ୟୁଜର ଆଇଡି ଓ ପାସ୍‌ୱାର୍ଡ ଦେଇ ଛାତ୍ରୀଛାତ୍ରଙ୍କ ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ କରିପାରିବେ। ଉପରୋକ୍ତ ତିନୋଟି ପରୀକ୍ଷା ଗୋଟିଏ ଦିନରେ ଆରମ୍ଭ ହେବ। ଏ ନେଇ ବୋର୍ଡ ସଭାପତି ରାମାଶିଷ ହାଜରା କୁହନ୍ତି, ଆସନ୍ତା ୬ କିମ୍ବା ୭ ତାରିଖରେ ଆଡ୍‌ମିଟ୍‌ କାର୍ଡ ମିଳିବ। ଏ ନେଇ ୱେବ୍‌ସାଇଟରେ ଆଡ୍‌ମିଟ୍‌ କାର୍ଡ ଅପଲୋଡ ଚାଲିଛି। ୫ ଲକ୍ଷ ୬୦ହଜାର ପରୀକ୍ଷାର୍ଥୀ ଚଳିତବର୍ଷ ବୋର୍ଡ ପରୀକ୍ଷା ଦେବେ ବୋଲି ସଭାପତି ହାଜରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ିରେ ଛାଡ଼ିଦେଲେ, ଆଣିଲେନି

ଅନୁଗୋଳ ଅଫିସ, ୧୯।୫ ମହାମାରୀ କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲାରେ ୧୮୬ ପାରା ମେଡିକାଲ ଷ୍ଟାଫ୍‌ଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରେ ୪୦...

ଯୁକ୍ତ୨ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ୨ ନାମଲେଖା ଅବଧିକୁ ରାଜ୍ୟ ସରକାର ୫ଦିନ ବୃଦ୍ଧି କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର...

କୂଳ ଖାଉଛି ଚିତ୍ରୋତ୍ପଳା

ମାର୍ଶାଘାଇ,୨୦।୧୧(ଡି.ଏନ୍‌.ଏ.): ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ରାଘବପୁର ପଞ୍ଚାୟତ ଅଧୀନସ୍ଥ ନରସିଂହପୁର ଗାଁ ଦେଇ ପ୍ରବାହିତ ଚିତ୍ରୋତ୍ପଳା ନଦୀକୂଳ ଅତଡ଼ା ଖାଇ ଚାଲିଛି ା ବନ୍ୟା ନିୟନ୍ତ୍ରଣ...

ଲାଞ୍ଚ ନେଇ ଧରାପଡ଼ିଲେ ସରକାରୀ ଯନ୍ତ୍ରୀ

ଯାଜପୁର ଟାଉନ,(ଡି.ଏନ୍‌.ଏ.)/କଟକ ଅଫିସ,୪ା୮: ଭିଜିଲାନ ହାତରେ ଧରାପଡିଛନ୍ତି ଯାଜପୁର ଟାଉନସ୍ଥିତ ଡ୍ରେନେଜ ଅଧୀକ୍ଷଣ ଯନ୍ତ୍ରୀ ଚଣ୍ଡିପ୍ରସାଦ ମହାପାତ୍ର। ବୁଧବାର ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା...

୮ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହ ଉପଲକ୍ଷେ ଡିସେମ୍ବର ୮ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗଦେବେ। ଉକ୍ତ କାର୍ଯ୍ୟକ୍ରମରେ...

ଚାନ୍ଦପଶି ନିକଟରେ ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଦୁଇ ଚାଳକ ମୃତ

କେନ୍ଦୁଝର,୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଗୋପାଳପୁର ଚାନ୍ଦପଶି ନିକଟ ୨୦ନଂ ଏନ୍‌ଏଚ୍‌ରେ ଶନିବାର ବିଳମ୍ବିତ ରାତିରେ ଦୁଇଟି ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଯୋଗୁ...

ଥାନାର ଦ୍ବାରସ୍ଥ ଦ୍ବିତୀୟ ସ୍ତ୍ରୀ

କାଳିଆପାଣି,୧୭ା୧୨(ଡି.ଏନ.ଏ.):ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ କାଙ୍କଡ଼ପାଳ ଗ୍ରାମର ଜଣେ ଯୁବକ ଦ୍ବିତୀୟ ବିବାହ କରି ଏବେ ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କ ପ୍ରଥମ ସ୍ତ୍ରୀ ଦ୍ୱିତୀୟ...

କୃଷିଭିତ୍ତିକ ଜିଲାରେ ନାହିଁ ଆଦର୍ଶ କୃଷି ଉଦ୍ୟାନ

କେନ୍ଦ୍ରାପଡ଼ା ଅଫିସ, ୪ା୪: ରାଜ୍ୟର ପ୍ରତି ଜିଲାରେ ଆଦର୍ଶ କୃଷି ଉଦ୍ୟାନ ପ୍ରତିଷ୍ଠା ହୋଇଛି। ଉଦ୍ୟାନ କୃଷି ମିଶନ ଅଧୀନରେ ଉନ୍ନତ ଧରଣର ଆମ୍ବ, ନଡ଼ିଆ,...

Advertisement
Archives

Model This Week