Posted inଜାତୀୟ

ମାଡ଼ିଆସୁଛି ବାତ୍ୟା ‘ମହା’

ଚେନ୍ନାଇ, ୧।୧୧(ପି.ଟି.):ଆରବସାଗରରେ ମାଡ଼ିଆସୁଛି ବାତ୍ୟା‘ମହା’। ଏହା ଲାକ୍ଷାଦ୍ୱୀପ ମୁହାଁ ହେଉଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଘଣ୍ଟାପ୍ରତି ୧୧୦ କି.ମି. ବେଗରେ ପବନ ବହିବା ସହ ବର୍ଷା ଲାଗିରହିବ। ଦକ୍ଷିଣ-ପୂର୍ବ ଆରବ ସାଗର ଅଞ୍ଚଳ ଓ ଲାକ୍ଷାଦ୍ୱୀପରେ ଏହା ତାଣ୍ଡବ ରଚିବାର ଆଶଙ୍କା କରାଯାଉଛି। ସମୁଦ୍ରରେ ୧ ମିଟରରୁ ଊର୍ଦ୍ଧ୍ୱ ଜୁଆର ଏହି ସମୟ ମଧ୍ୟରେ ଦେଖାଦେବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ଲାଗି ବାରଣ କରାଯାଇଛି। ବାତ୍ୟା ପ୍ରଭାବରେ ଲାକ୍ଷାଦ୍ୱୀପ, ତାମିଲନାଡ଼ୁ, ପୁଡୁଚେରୀରେ ୨୪ ଘଣ୍ଟାକାଳ ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

“ଅପାର ସୁଯୋଗର ଦ୍ୱାର ଖୋଲିବ”: ଟାରିଫ୍ ହ୍ରାସ ପରେ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୨: ଭାରତୀୟ ସାମଗ୍ରୀ ଉପରେ ଆମେରିକା ଶୁଳ୍କ କୋହଳ କରିଛି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆମେରିକା ରାଷ୍ଟ୍ରପତି…

ଭାରତ ପାଇଁ ଖୁସି ଖବର: ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଟ୍ରମ୍ପ କଲେ ବଡ ଘୋଷଣା

ନୂଆଦିଲ୍ଲୀ,୨।୨: ଭାରତ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଲାଗୁ ହୋଇଥିବା ଟ୍ୟାରିଫ୍…

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି।…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର…

ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ…

ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…

ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri