ମାଡ଼ିଗଲା କାର୍‌: ଜଣେ ମୃତ, ଶିଶୁ ସମେତ ୫ ଗୁରୁତର

ଫୁଲବାଣୀ ଅଫିସ,୭ା୬- ଫୁଲବାଣୀ ସହର ନାରାୟଣୀ ମନ୍ଦିର ଛକ ପାଖରେ ଏକ କାର ରାସ୍ତାରେ ଚାଲି ଚାଲି ଯାଉଥିବା ୬ଜଣ ଲୋକଙ୍କ ଉପରେ ମାଡି ଯାଇଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ୪ ବର୍ଷ ଶିଶୁ ସମେତ ୫ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତ ମହିଳା ଜଣକ ହେଲେ କବରଖାନା ସାହିର ଲକ୍ଷ୍ମୀପ୍ରିୟା ମୁନି।
ମିଳିଥିବା ସୂଚନା ଅନୁଯାୟୀ, ରାତି ପ୍ରାୟ ୯ଟା ୨୦ରେ ଗାନ୍ଧୀଛକ ପଟୁ ଆସୁଥିବା ଏକ କାର ନାରାୟଣୀ ମନ୍ଦିର ଛକ ନିକଟରେ ରାସ୍ତାରେ ଯାଉଥିବା ୬ଜଣଙ୍କ ଉପରେ ମାଡି ଯାଇଥିଲା। ବେପରୁଆ ଗାଡି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଦୁର୍ଘଟଣା ପରେ ଡ୍ରାଇଭର ଫେରାର ହେବାକୁ ଉଦ୍ୟମ କଲାବେଳେ ସ୍ଥାନୀୟ ଲୋକେ ମାଦିକୁନ୍ଦା ଛକ ନିକଟରେ ଗାଡିକୁ ଅଟକାଇବାା ସହ ରାସ୍ତାରୋକୋ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଡ୍ରାଇଭରଙ୍କୁ ଉଦ୍ଧାର କରି ମେଡିକାଲକୁ ଆଣିଥିଲେ। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ହଜାର ଲୋକଙ୍କୁ କୋଭିଡ୍‌ କମ୍ୟୁନିଟି ସ୍ବାସ୍ଥ୍ୟକର୍ମୀ ତାଲିମ, ଟୁଇଟ୍‌ କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର,୨୭ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆମ ସ୍ବାସ୍ଥ୍ୟ ଆମ ଦାୟିତ୍ୱ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଉକ୍ତ ତାଲିମ କାର୍ଯ୍ୟକ୍ରମକୁ ଜିଲାପାଳ ବିଜୟ ଅମୃତା...

ମେ ୨ରେ ୫ ପଞ୍ଚାୟତରେ ୱାର୍ଡ ମେମ୍ବର ନିର୍ବାଚନ

ଗଞ୍ଜାମ, ୪।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକରେ ୧୫ ପଞ୍ଚାୟତ ମଧ୍ୟରୁ ସୁବଳୟା, ମଲାଡ଼, ପାଲଙ୍ଗ, ସାନ ରାମଚନ୍ଦ୍ରପୁର ଏବଂ ହୁମା ଆଦି ୫ଟି ପଞ୍ଚାୟତରେ ୱାର୍ଡ ମେମ୍ବର...

ଇଡିର ଜେରା ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

କୋକସରା,୨୦।୬(ଡି.ଏନ.ଏ): ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି ପଚରାଉଚରା କରୁଛି। ଏହାକୁ ବିରୋଧ କରି ସୋମବାର କୋକସରା କଂଗ୍ରେସ କମିଟି ପକ୍ଷରୁ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୪୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ ଜିଲାରୁ ୧୦୬,...

ରାଜ୍ୟ ସ୍ଥିତି ସମ୍ପର୍କରେ ନଡ୍ଡାଙ୍କୁ ଜଣାଇଲେ ସମୀର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ରାଜ୍ୟ ସଭାପତି ସମୀର ମହାନ୍ତି ଗତ ବୁଧବାର ନୂଆଦିଲ୍ଲୀଠାରେ ସାକ୍ଷାତ୍‌ କରିଛନ୍ତି। ଆଲୋଚନା ବେଳେ ସାମ୍ପ୍ରତିକ ରାଜନୈତିକ...

ଭିଜିଲାନ୍ସ ଜାଲରେ ୧୪୪ ପୋଲିସ ଅଧିକାରୀ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବଚ୍ଛ ଶାସନ ଉପରେ ଗୁରୁତ୍ୱ ଦେଉଥିବାବେଳେ ପ୍ରଶାସନିକ ଅଧିକାରୀଙ୍କୁ ଦୁର୍ନୀତିର ମୋହ ଛାଡ଼ୁନାହିଁ। ଗତ ୫ ବର୍ଷ (୨୦୧୪-୧୦୧୯)ମଧ୍ୟରେ ରାଜ୍ୟ...

ପ୍ରଫେସର ପ୍ରଭାତ କୁମାର ରାଉଳ ହେଲେ ଓୟୁଏଟିର ନୂତନ କୁଳପତି

ଭୁବନେଶ୍ୱର,୯।୯(ବ୍ୟୁରୋ): ଓଡ଼ିଶା କୃଷି ଏବଂ ପ୍ରଯୁକ୍ତିବିଦ୍ୟା(ଓୟୁଏଟି)ର ନୂତନ କୂଳପତି ଭାବେ ପ୍ରଫେସର ପ୍ରଭାତ କୁମାର ରାଉଳଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳାଧିପତି ପ୍ରଫେସର...

ପୁଣି ତେଜିଲା ଆଦିବାସୀ ମାନ୍ୟତା ଦାବି : ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲା ଦୋରା ସମ୍ପ୍ରଦାୟ

  ପଟ୍ଟାଙ୍ଗି,୧୨ା୧(ଡି.ଏନ୍‌.ଏ.) କୋରାପୁଟ ଜିଲାର ଅନେକ ସମ୍ପ୍ରଦାୟ ଦୀର୍ଘଦିନରୁ ଆଦିବାସୀ ମାନ୍ୟତା ଦାବି କରିଆସୁଛନ୍ତି। ସେମାନଙ୍କ ମଧ୍ୟରୁ ଅନ୍ୟତମ ଦୋରା ସମ୍ପ୍ରଦାୟ। ରାଜ୍ୟ ସରକାର ସେମାନଙ୍କୁ...

Advertisement
Archives

Model This Week