Posted inଜାତୀୟ

ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ

ଅହମ୍ମଦାବାଦ୍‌ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ ଲାଣ୍ଡଫଲ୍‌ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ପବନର ବେଗ ଘଣ୍ଟା ପ୍ରତି ୭୫ କିଲୋମିଟରରୁ ୧୩୫ କିଲୋମିଟର ରହିବାର ଆଶଙ୍କା ରହିଛି। ବାତ୍ୟା ବାୟୁକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଥିବାବେଳେ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଉଉପକୂଳ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ଅସ୍ଥାୟୀ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଥିବା ସ୍ଥାନୀୟ ପ୍ରଶାସନ କହିଛି। ଉଦ୍ଧାରକାରୀ ଦଳଙ୍କୁ ସଜାଗ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ କଲେଜ ବନ୍ଦ କରାଯାଇଥିବାବେଳେ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଦାମ୍ବରମଙ୍କ ଗିରଫ ଖୁସି ଖବର: ଇନ୍ଦ୍ରାଣୀ

ନୂଆଦିଲ୍ଲୀ,୨୯।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଏବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଥିବା ବେଳେ ଏହାକୁ ନେଇ ଖୁସି ପ୍ରକାଶ କରିଛନ୍ତି ଇନ୍ଦ୍ରାଣୀ ମୁଖାର୍ଜୀ।...

ମହାମାରୀ ଯୋଗୁ ସୁଧ ଛାଡ୍‌ ମାମଲା: ଆର୍ଥିକ ନୀତିରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍‌କୋର୍ଟଙ୍କ ମନା

ନୂଆଦିଲ୍ଲୀ,୨୩।୩: ମୋରେଟୋରିୟମ୍‌ ମାମଲାରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ, ଋଣ ନେଇଥିବା ବ୍ୟକ୍ତି ବିଶେଷ ଅବା ସଂସ୍ଥାଙ୍କ ସୁଧକୁ...

ନିଜ ଠାରୁ କମ୍‌ ବୟସ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ସିଭିଲ ସର୍ଜନ, ସୋସିଆଲ ମିଡ଼ିଆରେ ଭାଇରାଲ…

ଗୋପଳଗଞ୍ଜ,୨୬।୯: ଏବେ ସୋସିଆଲ ମିଡ଼ିଆରେ ନିଜ ଠାରୁ କମ୍‌ ବୟସ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପାଦ ଛୁଇଁ ପ୍ରଣାମ କରୁଥିବା ଜଣେ ସଭିଲ୍‌ ସର୍ଜନଙ୍କ ଫଟୋ ସୋସିଆଲ ମିଡ଼ିଆରେ...

ପରଲୋକରେ ଭେଟେରାନ କଣ୍ଠଶିଳ୍ପୀ ସନ୍ଧ୍ୟା ମୁଖାର୍ଜୀ

କୋଲକାତା,୧୫।୨: କୋକିଳକଣ୍ଠୀ ଲତା ମଙ୍ଗେସକରଙ୍କ ପରେ ଆଉ ଜଣେ ଲୋକପ୍ରିୟ ଗାୟିକା ଦୁନିଆରୁ ବିଦାୟ ନେଇଛନ୍ତି। ୯୦ ବର୍ଷ ବୟସରେ ଭେଟେରାନ ବଙ୍ଗାଳୀ ଗାୟିକା ସନ୍ଧ୍ୟା...

ଓଏନ୍‌ଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ,୩।୯: ମହାରାଷ୍ଟ୍ର ମୁମ୍ବାଇଠାରେ ଥିବା ଅଏଲ୍‌ ଆଣ୍ଡ ନ୍ୟାଚୁରାଲ ଗ୍ୟାସ କର୍ପୋରେଶନ(ଓଏସ୍‌ଜିସି)ର ଏକ ପ୍ଲାଣ୍ଟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନଭି ମୁମ୍ବାଇରେ ଥିବା ଓଏନ୍‌ଜିସିର...

ଆଉ ମାସେ ବଢିବ ଲକ୍‌ଡାଉନ!

ନୂଆଦିଲ୍ଲୀ,୨୭।୪: କରୋନା ଭାଇରସ ସଂକ୍ରମଣ ରୋକିବାକୁ ଦେଶରେ ଚାଲିଥିବା ଲକ୍‌ଡାଉନ ୨.୦ର ଅବଧି ପୂରଣ ହେବାକୁ ଆଉ ମାତ୍ର ୬ ଦିନ ବାକି ରହିଛି। ଇତିମଧ୍ୟରେ...

ଭାଇ-ଭାଉଜଙ୍କୁ ହତ୍ୟା କରିବା ପରେ କାଟିଦେଲେ ବର୍ଷକର ପୁତୁରାଙ୍କ ଗୋଡ଼, ହାତ

ଭାଡୋଇ, ୨୫।୫: ପାରିବାରିକ କଳହ ଯୋଗୁ ଜଣେ ବ୍ୟକ୍ତି ତାଙ୍କ ବଡ଼ ଭାଇ ଓ ଭାଉଜଙ୍କୁ ହତ୍ୟା କରିବା ପରେ ବର୍ଷକର ପୁତୁରାଙ୍କ ଗୋଡ଼ ଓ...

ସ୍କୁଲରେ ସିଏଏ ବିରୋଧୀ ନାଟକ: ୬୦ ଛାତ୍ରଙ୍କୁ ୪ ଘଣ୍ଟା ଜେରା

ବେଙ୍ଗାଲୁରୁ, ୫-୨:କର୍ନାଟକର ବିଦାରସ୍ଥିତ ଏକ ସ୍କୁଲରେ ସିଏଏ ବିରୋଧୀ ନାଟକ ପରିବେଷଣ କରାଯିବା ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି। ସ୍କୁଲରେ ପାଠ ପଢ଼ୁଥିବା...

Advertisement
Archives

Model This Week