ମାଡାମ ତୁଷାଦରେ ପ୍ରଥମ ସାଉଥ୍‌ ଅଭିନେତ୍ରୀ

ମୁମ୍ବାଇ: ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ପପୁଲାର ଅଭିନେତ୍ରୀ ତଥା ସିଂଘମ ଫ୍ରେମ୍‌ କାଜଲ ଅଗ୍ରଓ୍ବାଲ ନିଜ ଅଭିନୟ ଯାଦୁରେ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଛନ୍ତି। ପ୍ରଂଶସକ ତାଙ୍କୁ ବେଶ୍‌ ପସନ୍ଦ କରିଥିବା ବେଳେ କେତେକ ସୁପରହିଟ୍‌ ଫିଲ୍ମ ଦେଇ ସେ ଦେଶରେ ବେଶ୍‌ ନାଁ ମଧ୍ୟ କମାଇଛନ୍ତି। ହେଲେ କାଜଲ କେବଳ ଦେଶ ନୁହେଁ ବରଂ ଅନ୍ତରାଷ୍ଟ୍ରୀୟ ସ୍ତରରେ ମଧ୍ୟ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ସିଙ୍ଗାପୁରରେ ଥିବା ମାଡାମ ତୁଷାଦ ମ୍ୟୁଜିୟମ୍‌ରେ କାଜଲ ଅଗ୍ରଓ୍ବାଲଙ୍କ ଏକ ମହମ ପ୍ରତିମୂର୍ତ୍ତି ତିଆରି କରାଯାଇଛି, ଯାହାର ଉଦ୍‌ଘାଟନ ସେ ନିଜେ କରିଛନ୍ତି। ତାଙ୍କ ପ୍ରତିମୂର୍ତ୍ତିର ଉଦ୍‌ଘାଟନ ପାଇଁ କାଜଲ ପରିବାରଙ୍କ ସହ ସିଙ୍ଗାପୁରରେ ପହଞ୍ଚିଥିଲେ। ତେବେ କାଜଲଙ୍କ ପ୍ରତିମୂର୍ତ୍ତି ସହ ଜଡିତ କେତେକ ଫଟୋ ଓ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ କାଜଲ ନିଜ ପ୍ରତିମୂର୍ତ୍ତି ସହ ଠିଆ ହୋଇଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ କାଜଲ ପର୍ପଲ କଲରର ଡ୍ରେସ୍‌ ପିନ୍ଧିଥିବା ବେଳେ ଅନ୍ୟପଟେ ତାଙ୍କ ପ୍ରତ୍ତିମୂର୍ତ୍ତି ସିଲଭର କଲରର ଆଉଟ୍‌ପିଟ୍‌ରେ ନଜର ଆସିଛି। ଏହା ଦେଖିବାକୁ ବେଶ୍‌ ସୁନ୍ଦର ହୋଇଥିବା ବେଳେ ସମସ୍ତଙ୍କୁ ଆକର୍ଷିତ କରୁଛି। ସୂଚନା ମୁତାବକ କାଜଲ ପ୍ରଥମ ସାଉଥ୍‌ ଅଭିନେତ୍ରୀ ଯାହାଙ୍କର ପ୍ରତିମୂର୍ତ୍ତି ମାଡାମ ତୁଷାଦରେ ସ୍ଥାନ ପାଇଛି। ସେହିପରି ବାହୁବଳି ପ୍ରଭାସ ମଧ୍ୟ ପ୍ରଥମ ସାଉଥ୍‌ ସୁପରଷ୍ଟାର ଯାହାଙ୍କର ପ୍ରତିମୂର୍ତ୍ତି ସେଠାରେ ସ୍ଥାନିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri