Posted inଜାତୀୟ

ମାଡ୍ରାସ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଇସ୍ତଫା

ନୂଆଦିଲ୍ଲୀ,୮ା୯(ପି.ଟି.): ମେଘାଳୟକୁ ବଦଳି କରାଯିବାରୁ ମାଡ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ବିଜୟ କେ. ତାହିଲରମଣୀ ଇସ୍ତଫା ଦେଇଛନ୍ତି। ବଦଳିର ପୁନର୍ବିଚାର ପାଇଁ ସେ କରିଥିବା ଅନୁରୋଧକୁ ସୁପ୍ରିମକୋର୍ଟ କଲେଜିୟମ ପ୍ରତ୍ୟାଖ୍ୟାନ କରିଦେଇଥିଲେ। ତାହିଲରମଣୀ ଶୁକ୍ରବାର ରାତିରେ ତାଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ପଠାଇଦେବା ସହ ଏହାର ଏକ ନକଲ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ପାଖକୁ ପଠାଇଛନ୍ତି। ଗତବର୍ଷ ଅଗଷ୍ଟ ୮ରେ ଜଷ୍ଟିସ୍‌ ତାହିଲରମଣୀଙ୍କୁ ମାଡ୍ରାସ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ଦିଆଯାଇଥିଲା। ଗତ ମାସ ୨୮ରେ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଗୋଗୋଇଙ୍କ ଅଧ୍ୟକ୍ଷତାରେ କଲେଜିୟମ ତାଙ୍କୁ ମେଘାଳୟ ହାଇକୋର୍ଟକୁ ବଦଳି ପାଇଁ ସରକାରଙ୍କୁ ସୁପାରିସ କରିଥିଲେ। ୨୦୨୦ ଅକ୍ଟୋବର ୨ରେ ସେ ଅବସର ନେଇଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?