ମାଣତ୍ରୀରେ ୧୪୦ ଫୁଟ୍‌ ଲମ୍ବର ଡଙ୍ଗା

ସୋର, ୧୩।୧୧(ଡି.ଏନ.ଏ.)-କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ସୋର ବ୍ଲକ ମାଣତ୍ରୀ ଗ୍ରାମରେ ଯୁବକମାନେ ୧୪୦ ଫୁଟ୍‌ ଲମ୍ବର ଡଙ୍ଗା ପ୍ରସ୍ତୁତ କରି ଗ୍ରାମ ପୋଖରୀରେ ଭସାଇଛନ୍ତି। ଗ୍ରାମର କେତେକ ଯୁବକଙ୍କ ଉଦ୍ୟମରେ ଏହା ସଫଳ ହୋଇଛି। ଏହି ଅବସରରେ ମଙ୍ଗଳବାର ଭୋର୍‌ ସମୟରେ ଗ୍ରାମବାସୀଙ୍କ ଉପସ୍ଥିତିରେ ଡଙ୍ଗା ଭସାଣ କରାଯାଇଥିଲା। ବାଉଁଶ ଓ ସୋଲରେ ନିର୍ମିତ ଏହି ଡଙ୍ଗା ବେଶ୍‌ ଆକର୍ଷଣ ପାଲଟିଥିଲା। ଏହି ଡଙ୍ଗା ନିର୍ମାଣରେ ଗ୍ରାମର ଆଶିଷ ରାଉତ, ସଞ୍ଜୟ ରାଉତ, ଅଞ୍ଜନ ପାଢ଼ୀ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ମେଡିକାଲରେ ଭର୍ତ୍ତି କରି ଘରକୁ ଫେରିବାବେଳେ କାର୍‌ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ

ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ…

ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….

ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ…

ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି: ପୁରୁଣା ହଟିଲା, ନୂଆ ପ୍ରତି ନାହିଁ ନିଘା

ବରଗଡ଼,୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ସ୍ଥାନରେ ଉଚ୍ଛେଦ ଚାଲିଛି। ରବିବାର ବରଗଡ଼ ସରକାରୀ ବସଷ୍ଟାଣ୍ଡରେ ଏହି ପ୍ରକ୍ରିୟା…

ଆଇସ୍‌କ୍ରିମ୍‌ ଖାଉଥିଲେ ସାବଧାନ! କ୍ଷୀର ବଦଳରେ ମିଶୁଛି…

ଭୁବନେଶ୍ୱର,୧ା୬(ବନ୍ଦନା ସେଠୀ): ପିଲାଙ୍କଠାରୁ ବୟସ୍କ ବଜାରରୁ ଯେଉଁ ଆଇସ୍‌କ୍ରିମ୍‌ କିଣି ଖାଉଛନ୍ତି, ତାହା ପ୍ରାୟତଃ କୌଣସି କ୍ଷୀରରୁ ପ୍ରସ୍ତୁତ ହୁଏନାହିଁ, ବରଂ ତାଳ ଗଛରୁ ବାହାରୁଥିବା ଶସ୍ତା…

ଚଳନ୍ତା ଅବସ୍ଥାରେ ଆମ୍ବୁଲାନ୍ସରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଭୁବନେଶ୍ୱର,୧ା୬: ଖଣ୍ଡଗିରି ନିକଟ ଜାଗମରାରେ ଏକ ଆମ୍ବୁଲାନ୍ସରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଚଳନ୍ତା ଅବସ୍ଥାରେ ହିଁ ଆମ୍ବୁଲାନ୍ସଟିରେ ନିଆଁ ଲାଗିଯାଇଥିଲା। ଫଳରେ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି…

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri