ମାଣିତରା ପଞ୍ଚାୟତର ୪ ଗ୍ରାମକୁ ଶଟ୍‌ଡାଉନ ଘୋଷଣା କଲେ ସରପଞ୍ଚ: ଜୁନ୍‌ ୨୪ ଯାଏ ରହିବ ବଳବତ୍ତର

ବୁଗୁଡା,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମାଣିତରା ପଞ୍ଚାୟତର ୪ ଗ୍ରାମକୁ ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ ଶାନ୍ତିଲତା ନାୟକ ଶଟ୍‌ଡାଉନ ଘୋଷଣା
କରିଛନ୍ତି। ମାଣିତରା ପଞ୍ଚାୟତ ଅନ୍ତର୍ଗତ ମକରାପଲୀର ଏକ ଘରୋଇ ସଙ୍ଗରୋଧ
କେନ୍ଦ୍ରରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ସେ
ନେଇଛନ୍ତି। ଲୋକେ ଲକ୍‌ଡାଉନ ନିୟମ ନ ମାନି ଏଣେତେଣେ ବୁଲିବା ଯୋଗୁ ଉକ୍ତ ଅଞ୍ଚଳରେ କରୋନା ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ସରପଞ୍ଚ ମାଣିତରା ପଞ୍ଚାୟତର
ମକରାପଲୀ, କଣ୍ଡରେଇ, ମଙ୍ଗରାଜପୁର, ଦିଗି ଆଦି ୪ ଗ୍ରାମକୁ ଆସନ୍ତା
୨୪ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏ ନେଇ ସେ ବିଡିଓ ତନ୍ମୟ ପାତ୍ରଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହାୟତା ଅପେକ୍ଷାରେ କେନ୍ଦରା କଳାକାର

ଚମ୍ପୁଆ, ୮।୧୦ (ଡି.ଏନ.ଏ)-ହଜି ଯାଉଥିବା ଲୋକ ସଙ୍ଗୀତ ଓ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ଯେଉଁ କେତେଜଣ କଳାକାର ପ୍ରୟାସ ଚଳାଇ ଆସିଛନ୍ତି ସେମାନଙ୍କ ମଧ୍ୟରେ...

୨୧ ହଜାର ଟଙ୍କା ସହ ଧରାପଡ଼ିଲେ

ଝାରସୁଗୁଡା ଅଫିସ, ୬।୯: ଝାରସୁଗୁଡା ଟାଉନ ଥାନା ଅନ୍ତର୍ଗତ ପୁରୁଣାବସ୍ତି ଶୁଖୁଆ ଗୋଦାମ ନିକଟରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ସୋମବାର ଚଢାଉ କରି ୬ଜୁଆଡିଙ୍କୁ...

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର

ଦିଗପହଣ୍ଡି,୧୬ା୧୨(ଡି.ଏନ୍‌.ଏ.)- ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟି ହନୁମାନ ମନ୍ଦିର ନିକଟରେ ରବିବାର ରାତି ପ୍ରାୟ ସାଢେ ୭ଟାରେ ଏକ ପିକ୍‌ନିକ୍‌ ବସ୍‌ (ନଂ.ଓଡି୨୫ବି-୧୯୯୯) ବାଇକକୁ ଧକ୍କାଦେଇ...

ଅସରାଏ ବର୍ଷାରେ ଆଣ୍ଠୁଏ ପାଣି

ଚୌଦ୍ୱାର,୧୩ା୬(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ୧୭ନଂ. ଓ୍ବାର୍ଡ ନୂଆସାହି ଉପ୍ରା ବିଦ୍ୟାଳୟଠାରୁ ଶିବାନୀ ମନ୍ଦିର ଛକ ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଅସରାଏ ବର୍ଷା...

ଟ୍ରକ୍‌-ତୀର୍ଥଯାତ୍ରୀ ବସ୍‌ ଧକ୍କା: ୨୦ ଆହତ, ୨ ଗୁରୁତର

ଭଦ୍ରକ ଅଫିସ,୧୧।୨: କୋଲକାତାରୁ ପୁରୀ ଆସୁଥିବା ଏକ ତୀର୍ଥଯାତ୍ରୀ ବସ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି। ୧୬ ନମ୍ବର...

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ: ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୬।୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗାଁର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି...

ବଙ୍ଗଳାଗୁଡ଼ାକୁ ରାଜସ୍ବ ଗାଁର ମାନ୍ୟତା ଦାବି

ତେନ୍ତୁଳିଖୁଣ୍ଟି, ୧୦।୨(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚା ଗାଁ ପଞ୍ଚାୟତର ବଙ୍ଗଳାଗୁଡ଼ାକୁ ରାଜସ୍ବ ଗାଁର ମାନ୍ୟତା ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଜିଲାପାଳ...

ନାଟମଣ୍ଡପ ଉପରକୁ ଚଢ଼ିଗଲେ ଯୁବକ

ପୁରୀ ଅଫିସ,୧୫।୮: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ନେଇ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରବିବାର ଶ୍ରୀମନ୍ଦିର ନାଟମଣ୍ଡପ ଉପରିଭାଗ ତଥା ମଝିଦେଉଳ ଉପରକୁ ଜଣେ ଯୁବକ...

Advertisement
Archives

Model This Week