Posted inଜାତୀୟ

ମାତା-ପିତାଙ୍କ ଆଶୀର୍ବାଦ ନେଇ ଭୋଟ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୨: ଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମାତା ଗୀତା ଦେବୀ ଏବଂ ପିତା ଗୋବିନ୍ଦରାମ କେଜରିଓ୍ବାଲଙ୍କ ପାଦଛୁଇଁ ଆଶୀର୍ବାଦ ନେଇ ଭୋଟ ଦେଇଛନ୍ତି। ସେ ସପରିବାର ସିଭିଲ୍‌ ଲାଇନ୍ସ୍‌ର ଏକ ମତଦାନ କେନ୍ଦ୍ରରେ ଭୋଟ ଦେଇଛନ୍ତି। ବହୁସଂଖ୍ୟାରେ ଭୋଟ ଦେବା ଲାଗି ସେ ଭୋଟରଙ୍କୁ ଅନୁରୋଧ କରିଛନ୍ତି। ଏହାଦ୍ୱାରା ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ ହେବା ସହିତ ଏକ ସଶକ୍ତ ସରକାର ଗଠନ ହୋଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିଡବୋଟ, ମାସ୍କ ଏବଂ ରାଇଫଲ… ହର୍ମୁଜରେ ଭୟଙ୍କର ଦୃଶ୍ୟ: ଦେଖନ୍ତୁ ଭାରତ ଅଭିମୁଖେ ଯାଉଥିବା ଜାହାଜକୁ ଅଟକାଇବାର ଛାତିଥରା ଭିଡିଓ

ତେହରାନ,୨୩।୪: ଇରାନର ରିଭୋଲ୍ୟୁସନାରୀ ଗାର୍ଡ ଏକ ଭିଡିଓ ଜାରି କରିଛି, ଯାହା ହର୍ମୁଜ ପ୍ରଣାଳୀରେ ଭାରତ ଅଭିମୁଖେ ଯାଉଥିବା ଜାହାଜଗୁଡ଼ିକୁ ଅଟକାଇବାର ଦୃଶ୍ୟ ପ୍ରଦାନ କରୁଛି। ଫୁଟେଜରେ,…

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ 2026: ସନ୍ଧ୍ୟା ୫ଟା ସୁଦ୍ଧା ୯୦% ମତଦାନ

କୋଲକାତା,୨୩।୪: 2026 ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୁଣି ଥରେ ଦେଶର ଦୃଷ୍ଟି ଆକର୍ଷଣ କରିଛି। ନିର୍ବାଚନ ବେଳେ ବିଭିନ୍ନ ସ୍ଥାନରେ ହିଂସା, ବୋମାମାଡ଼, ସଂଘର୍ଷ ଖବର ଆସିଥିବା…

ଗଞ୍ଜାମରେ ବଢ଼ିଲା ସ୍କୁଲ ଛୁଟି: ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଜିଲା ପ୍ରଶାସନର ବଡ଼ ନିଷ୍ପତ୍ତି

ଛତ୍ରପୁର,୨୩।୪(ଦିଲ୍ଲୀପ ସାମଲ): ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଅବଧିକୁ ପୁଣି…

ଅସହ୍ୟ ତାତି : ପଥଚାରୀଙ୍କୁ ସରବତ୍ ବାଣ୍ଟିଲେ ବରଗଡ଼ ଏସପି

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅସହ୍ୟ ତାତି ଅନୁଭୂତ ହେଉଛି। ଏହା ଜନ ଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପଥଚାରୀମାନଙ୍କ ଦୁର୍ଦ୍ଦଶା ବଢି ଚାଲିଛି। ରାସ୍ତାପାର୍ଶ୍ବରେ ଆଶ୍ରୟ…

ମମତା ଦିଦିଙ୍କ ଖେଳ ଶେଷ ହୋଇଛି: ଯୋଗୀ

ଚକଦହା,୨୩।୪: ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ପଶ୍ଚିମବଙ୍ଗର ଚକଦହାରେ ଆୟୋଜିତ ଏକ ସାଧାରଣ…

୨୦୨୬ ଶେଷ ସୁଦ୍ଧା ଟ୍ରମ୍ପଙ୍କୁ ମିଳିବ ଦୁଇଟି ଖରାପ ଖବର? ମେଲାନିଆଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଜ୍ୟୋତିଷ

ଓ୍ବାଶିଂଟନ,୨୩।୪: ୨୦୨୬ ମସିହାର ଆରମ୍ଭ ଯେପରି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ବିସ୍ଫୋରକ ଥିଲା, ସେହିପରି ବର୍ଷର ଶେଷ ମଧ୍ୟ ସମାନ ଭାବରେ ଭୟଙ୍କର ହୋଇପାରେ। ଇରାନ ସହିତ…

ମେ ୧ରୁ ଆରମ୍ଭ ହେବାକୁ ଯାଉଛି ଖପ୍ପର ଯୋଗ, ଏହି ୪ରାଶିର ବ୍ୟକ୍ତିଙ୍କ ଜୀବନରେ ଆସିବ…

ଜ୍ୟୋତିଷ ଶାସ୍ତ୍ରର ନୀତି ଅନୁସାରେ, ୨୦୨୬ ମଇ ମାସର ଆରମ୍ଭ କିଛି ରାଶି ପାଇଁ ଉତ୍ଥାନ-ପତନ ସହିତ ଆରମ୍ଭ ହେବାର ଆଶା କରାଯାଉଛି। ୧ ମଇ ଠାରୁ…

CSKକୁ ମିଳିଲା ଆୟୁଷଙ୍କ ରିପ୍ଲେସମେଣ୍ଟ: IPL 2026 ମଧ୍ୟରେ ଚେନ୍ନାଇରେ ପହଞ୍ଚିଲେ ପୂର୍ବତନ MI ଖେଳାଳି

ନୂଆଦିଲ୍ଲୀ,୨୩।୪: ଚେନ୍ନାଇ ସୁପର କିଙ୍ଗସ ଆୟୁଷ ମହାତ୍ରେଙ୍କ ବଦଳରେ ଜଣେ ଖେଳାଳିଙ୍କୁ ପାଇଛି। ମହାତ୍ରେଙ୍କ ସ୍ଥାନରେ CSK ୩୨ ବର୍ଷୀୟ ଦ୍ରୁତ ବୋଲର ଆକାଶ ମାଧୱାଲଙ୍କୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri