Posted inଜାତୀୟ

ମାତୃଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ୨୦ ହଜାର କିମି ସାଇକେଲ ଯାତ୍ରାରେ ଯୁବକ

ସିଲିଗୁଡ଼ି,୨୫।୪: ମାତୃଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଜଣେ ଯୁବକ ଅଣ୍ଟା ଭିଡ଼ିଛନ୍ତି। ମହାରାଷ୍ଟ୍ରର ୨୯ ବର୍ଷ ବୟସ୍କ ଯୁବକ ଗନ୍ଧାର କୁଲକର୍ଣ୍ଣୀ ଏନେଇ ୨୦ ହଜାର କିଲୋମିଟର ସାଇକେଲ ଯାତ୍ରାରେ ବାହାରିଛନ୍ତି। ସଂସ୍କୃତରେ ଗ୍ରାଜୁଏସନ୍‌ ଶେଷ କରିଥିବା ଗନ୍ଧାର ୨୦୧୮ ଜୁଲାଇ ୧ରୁ ତାଙ୍କର ଯାତ୍ରା ଆରମ୍ଭ କରିଛନ୍ତି। ତାଙ୍କର ଯାତ୍ରା ୨୦୧୯ ଅଗଷ୍ଟ ୧୫ରେ ଶେଷ ହେବ ବୋଲି ସେ କହିଛନ୍ତି। ନିଜର ଯାତ୍ରା କାଳରେ ଗନ୍ଧାର ବିଭିନ୍ନ ସ୍କୁଲ ଓ କଲେଜକୁ ଯାଇ ଛାତ୍ର୍ରୀଛାତ୍ରଙ୍କୁ ମାତୃଭାଷାକୁ କପରି ସୁରକ୍ଷିତ ରଖାଯାଇ ପାରିବ ସେ ସମ୍ପର୍କରେ ଅବଗତ କରାଉଛନ୍ତି। ଏବେ ଗନ୍ଧାରଙ୍କ ଏଭଳି ଯାତ୍ରା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri