Posted inଜାତୀୟ

ମାତୃଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ୨୦ ହଜାର କିମି ସାଇକେଲ ଯାତ୍ରାରେ ଯୁବକ

ସିଲିଗୁଡ଼ି,୨୫।୪: ମାତୃଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଜଣେ ଯୁବକ ଅଣ୍ଟା ଭିଡ଼ିଛନ୍ତି। ମହାରାଷ୍ଟ୍ରର ୨୯ ବର୍ଷ ବୟସ୍କ ଯୁବକ ଗନ୍ଧାର କୁଲକର୍ଣ୍ଣୀ ଏନେଇ ୨୦ ହଜାର କିଲୋମିଟର ସାଇକେଲ ଯାତ୍ରାରେ ବାହାରିଛନ୍ତି। ସଂସ୍କୃତରେ ଗ୍ରାଜୁଏସନ୍‌ ଶେଷ କରିଥିବା ଗନ୍ଧାର ୨୦୧୮ ଜୁଲାଇ ୧ରୁ ତାଙ୍କର ଯାତ୍ରା ଆରମ୍ଭ କରିଛନ୍ତି। ତାଙ୍କର ଯାତ୍ରା ୨୦୧୯ ଅଗଷ୍ଟ ୧୫ରେ ଶେଷ ହେବ ବୋଲି ସେ କହିଛନ୍ତି। ନିଜର ଯାତ୍ରା କାଳରେ ଗନ୍ଧାର ବିଭିନ୍ନ ସ୍କୁଲ ଓ କଲେଜକୁ ଯାଇ ଛାତ୍ର୍ରୀଛାତ୍ରଙ୍କୁ ମାତୃଭାଷାକୁ କପରି ସୁରକ୍ଷିତ ରଖାଯାଇ ପାରିବ ସେ ସମ୍ପର୍କରେ ଅବଗତ କରାଉଛନ୍ତି। ଏବେ ଗନ୍ଧାରଙ୍କ ଏଭଳି ଯାତ୍ରା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସଠାରୁ ବର୍ତ୍ତିବା ପାଇଁ ରାସ୍ତାରେ ୧.୫ କୋଟି ଟଙ୍କା ବିଛାଇଲେ ଚୋର

ଚେନ୍ନାଇ, ୨୯।୫: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଏକ ଅଜବ ଚୋରର କାରନାମା ଦେଖିବାକୁ ମିଳିଛି। ପୋଲିସଠାରୁ ନିଜକୁ ବଞ୍ଚାଇବା ପାଇଁ ରାସ୍ତାରେ ୧.୫କୋଟି ଟଙ୍କା ପକାଇଦେଇଛନ୍ତି...

ମୌସୁମୀ ବର୍ଷା, ବନ୍ୟା ନେଇଛି ୨୧୫୫ ଜୀବନ

ନୂଆଦିଲ୍ଳୀ,୨୬ା୧୦(ପି.ଟି.): ଚଳିତ ବର୍ଷ ଦେଶରେ ମୌସୁମୀ ବର୍ଷା ଓ ବନ୍ୟା ଜନିତ ମୃତ୍ୟୁସଂଖ୍ୟା ୨୧୫୫ରେ ପହଞ୍ଚତ୍ଥିଲାବେଳେ ୮୦୩ ଜଣ ଆହତ ହୋଇଛନ୍ତି। ଅନ୍ୟ ୪୫ ଜଣ...

ପୂର୍ବ ଲଦାଖ ନିକଟରେ ଚାଇନାର ମିଶାଇଲ ରେଜିମେଣ୍ଟ

ଲେହ, ୨୯।୧୧: ସୀମାରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଲାଗିରହିଥିବାବେଳେ ପୂର୍ବ ଲଦାଖ ନିକଟରେ ବେଜିଂ ନୂଆ ହାଇଓ୍ବେ ଓ ରାସ୍ତା...

ଏସବୁ ଅଞ୍ଚଳରେ ପ୍ରଥମେ ଆରମ୍ଭ ହେଲା ଡିଜିଟାଲ ସ୍ବାସ୍ଥ୍ୟ ମିଶନ

ନୂଆଦିଲ୍ଲୀ, ୧୬।୮: ଦେଶର ସମସ୍ତ ଲୋକଙ୍କୁ ଏବେ ଡିଜିଟାଲ ସ୍ମାର୍ଟ ହେଲଥ୍‌ କାର୍ଡ ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧିନତା ଦିବସ ଅବସରରେ ଘୋଷଣା...

ମାଲିକଙ୍କ ଅପେକ୍ଷାରେ ୪ ଦିନ ହେଲା ଟନେଲ ବାହାରେ ଛିଡ଼ା ହୋଇଛି କୁକୁର

ଚାମୋଲି, ୧୨।୨: କୁକୁରମାନେ ମଣିଷର ଭଲ ବନ୍ଧୁ। ଏଥିରେ କିଛି ସନ୍ଦେହ ନାହିଁ। ନିଜ ବନ୍ଧୁ ତଥା ମାଲିକଙ୍କ ପାଇଁ କୁକୁରମାନେ ଜୀବନ ଦେଇପାରନ୍ତି। ଏଭଳି...

ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି: ଜରୁରିକାଳୀନ ଅବତରଣ କଲା ଇଣ୍ଡିଗୋ ବିିମାନ

ଭୋପାଳ,୧୭।୧: ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଇଣ୍ଡିଗୋର ଏକ ଯାତ୍ରୀବାହୀ ବିମାନକୁ ରବିବାର ମଧ୍ୟପ୍ରଦେଶର ଭୋପାଳ ବନ୍ଦରରେ ଜରୁରିକାଳୀନ ଅବତରଣ କରାଯାଇଛି। ବିମାନରେ ଥିବା...

ସମୁଦ୍ର କୂଳରୁ ମଇଳା ଉଠାଇଲେ ମୋଦି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମାମଲ୍ଲାପୁରମ୍‌,୧୨।୧୦ ଏବେ ସୋସିଆଲ୍‌ ମିଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଫଟୋ ଓ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଶନିବାର ମର୍ନିଂ ଓ୍ବାର୍କ ସମୟରେ ତାମିଲନାଡୁର...

ନାବାଳିକାଙ୍କୁ ଗଣବଳାତ୍କାର

ଲକ୍ଷ୍ନୌ, ୧୯।୧୨(ପି.ଟି.): ଉତ୍ତରପ୍ରଦେଶର ମୁଜାଫର୍‌ପୁର ଜିଲାରେ ଜଣେ ନାବାଳିକା(୧୬)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନଓ୍ବାଲା ଗ୍ରାମରେ ୩ ଯୁବକ ଏଭଳି କାଣ୍ଡ ରଚିଥିବା ପୋଲିସ...

Advertisement
Archives

Model This Week