ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ମଧ୍ୟ ରହିଛି। ହେଲେ ବଲାଙ୍ଗୀରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିଭାଗକୁ ବଦନାମ କରିଛି। ରବିବାର ରାତିରେ ରାସ୍ତାରେ ଯାଉଥିବା ୨ ଯୁବକଙ୍କୁ ଆଣ୍ଠେଇବା ଓ ମାଡ଼ ମାରିବା ପୋଲିସକୁ ମହଙ୍ଗା ପଡିଛି। କନଷ୍ଟେବଳ ସୂର୍ଯ୍ୟକାନ୍ତ ସାମନ୍ତ ରାୟ ଓ ପ୍ରଦ୍ୟୁମ୍ନ ସାମଲଙ୍କୁ ଏହି ଘଟଣାରେ ବଲାଙ୍ଗୀର ଏସ୍ପି ସନ୍ଦୀପ ମାଡକର ନିଲମ୍ବିତ କରିଛନ୍ତି।
Posted inଆମ ଜିଲା ଖବର, ସମ୍ବଲପୁର View All

ଶ୍ମଶାନ ନିକଟରେ ଶିଶୁ ଉଦ୍ୟାନକୁ ନେଇ ଅସନ୍ତୋଷ
ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସହର ବିଭିନ୍ନ ୱାର୍ଡରେ ଥିବା ଖାଲି ସ୍ଥାନ ଗୁଡିକରେ ଶିଶୁ...

ଅନିଶ୍ଚିତତାରେ ସିଟି ବସ୍ଷ୍ଟାଣ୍ଡ ପୁନଃ ନିର୍ମାଣ
ବ୍ରହ୍ମପୁର ଅଫିସ,୯ା୧୨-ବ୍ରହ୍ମପୁର ସିଟି ବସଷ୍ଟାଣ୍ଡର ମରାମତି ତଥା ପୁନଃନିର୍ମାଣ କାର୍ଯ୍ୟକୁ ନେଇ ଅନିଶ୍ଚିତତା ଦେଖାଦେଇଛି । ଗତ ୨୬ ତାରିଖରେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)...

ଲୋକ ଆସୁ ନାହାନ୍ତି, ବେପାର ମାନ୍ଦା
ପାରାଦୀପ,୧୦ା୧୧(ସ୍ବ.ପ୍ର.): ପାରାଦୀପର ସମୁଦ୍ର ବେଳାଭୂମିରେ ଚାଲିଥିବା କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଗୁରୁବାର ୪ ଦିନରେ ପହଞ୍ଚିଛି। ସାରେ ଲୋକଙ୍କ ଗହଳି ଟିକିଏ ଅଧିକ ହୋଇଥିଲେ ହେଁ...

ମିସ୍ ଇଣ୍ଡିଆ-୨୦୨୦ରେ ଓଡ଼ିଆ ଝିଅଙ୍କୁ ସଫଳତା
ଜୟପୁର,୧୬ା୭ (ନି.ପ୍ର.): ଜାତୀୟ ସ୍ତରରେ ସୁନ୍ଦରୀ ପ୍ରତିଯୋଗିତାରେ ଚମକିଲେ ପୁଣି ଜଣେ ଓଡ଼ିଆ ଝିଅ। ଜିରୋନ ପ୍ରଡକ୍ସନ ହାଉସ୍ ପକ୍ଷରୁ ଆୟୋଜିତ ମିସ୍ ଇଣ୍ଡିଆ-୨୦୨୦ ସିଜନ-୨ରେ...
ବ୍ରିଜ୍ ଉପରୁ ମହାନଦୀକୁ ଡେଇଁଲେ ଯୁବକ
କଟକ ଅଫିସ,୧୧ା୩: କଟକ ଜିଲା କାନପୁର ଥାନା ଅନ୍ତର୍ଗତ ସିଧାମଳା ବ୍ରିଜ ଉପରୁ ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଯୁବକଙ୍କ ପରିଚୟ ମିଳିପାରି...

ଦୁଇ ଗ୍ରାମକୁ ରାଜସ୍ବ ଗ୍ରାମର ସ୍ବୀକୃତି
କେସିଙ୍ଗା,୨୬ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ପଞ୍ଚାୟତର କଛାରପଦର ଓ ଧୁଙ୍ଗିଆମୁଣ୍ଡା ଗ୍ରାମକୁ ରାଜ୍ୟ ସରକାର ରାଜସ୍ବ ଗ୍ରାମ ଭାବେ ବୁଧବାର ସ୍ବୀକୃତି...

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କଲେ ମାଓବାଦୀ
ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୫: କନ୍ଧମାଳ ଜିଲାରେ ରକ୍ତମୁଖା ହୋଇ ଉଠିଛନ୍ତି ମାଓବାଦୀ। ପୋଲିସ ଇନ୍ଫର୍ମର ସନ୍ଦେହରେ ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ପଞ୍ଚାୟତର ପ୍ରଥମ ସରପଞ୍ଚଙ୍କୁ ରାତିରେ...

ଲାଗିରହିଛି ଆରୋପ ପ୍ରତ୍ୟାରୋପ
ଝାରସୁଗୁଡ଼ା ଅଫିସ/ବେଲପାହାଡ଼,୨୦ା୧୨: ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର ଓ ବେଲପାହାଡ ପୌର ପରିଷଦ ପରିଚାଳନାକୁ ନେଇ ଏବେ ଦେଖାଦେଇଛି ଅଚଳାବସ୍ଥା। ଅଧିକାରୀ, କର୍ମଚାରୀ ଓ ଜନପ୍ରତିନିଧିଙ୍କ ମଧ୍ୟରେ...