ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ କନଷ୍ଟେବଳ

ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍‌ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ମଧ୍ୟ ରହିଛି। ହେଲେ ବଲାଙ୍ଗୀରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିଭାଗକୁ ବଦନାମ କରିଛି। ରବିବାର ରାତିରେ ରାସ୍ତାରେ ଯାଉଥିବା ୨ ଯୁବକଙ୍କୁ ଆଣ୍ଠେଇବା ଓ ମାଡ଼ ମାରିବା ପୋଲିସକୁ ମହଙ୍ଗା ପଡିଛି। କନଷ୍ଟେବଳ ସୂର୍ଯ୍ୟକାନ୍ତ ସାମନ୍ତ ରାୟ ଓ ପ୍ରଦ୍ୟୁମ୍ନ ସାମଲଙ୍କୁ ଏହି ଘଟଣାରେ ବଲାଙ୍ଗୀର ଏସ୍‌ପି ସନ୍ଦୀପ ମାଡକର ନିଲମ୍ବିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଲ୍‌କୋ ବିଶ୍ୱକର୍ମା ପୂଜାର ୫ମ ସନ୍ଧ୍ୟା : ଲକ୍ଷାଧିକ ଲୋକଙ୍କ ସମାଗମ

ବଅଁରପାଳ,୨୨।୯(ଡି.ଏନ.ଏ) – ଅନୁଗୋଳ ଜିଲା ନାଲ୍‌କୋ ନଗରରେ ଚାଲିଥିବା ବିଶ୍ୱକର୍ମା ପୂଜାର ଶନିବାର ଥିଲା ୫ମ ସା। ନାଲ୍‌କୋରେ ପୂଜା ଆରମ୍ଭ କରିଥିବା ମୁଖ୍ୟ ପୂର୍ବତନ...

ଆବାସ ଯୋଜନାରୁ ବଁଚିତ୍‌ ଦ୍ରୌପଦୀ

ପର୍ଲା, ୧୭।୧ (ଡି.ଏନ୍‌.ଏ)-  ମୁଇଁ ଘର ଖଁଡ଼େ ଲାଗି ବଡ଼ା ଗୁଲ୍‌ଗୁଲା ହେଉଛେଁ। ବରଷା ମାସ୍‌ ସାରା ନାଇଁ ଶୁଇ, ପାଏନ୍‌ ଛେଦେଇ ଛେଦେଇ ରାଏତ୍‌...

ଜିଲା ଶିକ୍ଷାଧିକାରୀଙ୍କ ନିୟମକୁ ବିରୋଧ :ସ୍କୁଲରେ ତାଲା ପକାଇଲେ ମହିଳା

ଆନନ୍ଦପୁର,୨୩। ୭(ସ୍ବ.ପ୍ର.)- ଘସିପୁରା ବ୍ଲକ ଭୋଳନୁଆଗାଁର ୟୁଜିଏମଇ ସ୍କୁଲକୁ ସୋମବାର ମହିଳା ଅଭିଭାବକମାନେ ତାଲା ପକାଇଥିଲେ। ଏହି ବିଦ୍ୟାଳୟର ଷଷ୍ଠରୁ ସପ୍ତମ ଶ୍ରେଣୀ ପିଲାମାନେ ସକାଳ...

ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା: ଚିକିତ୍ସା ଅଭାବରୁ ଶିଶୁପୁତ୍ର ମୃତ୍ୟୁ ଅଭିଯୋଗ

ବାଲେଶ୍ବର ଅଫିସ ୧୫।୩: ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟ ଶିଶୁ ବିଭାଗରେ ବୁଧବାର ସକାଳେ ଉତ୍ତେଜନା ଦେଖିବାକୁ ମିଳିଛି। ଚିକିତ୍ସାର ଅବହେଳା ଯୋଗୁ ୭ମାସର ଶିଶୁପୁତ୍ର...

ଧନୁଯାତ୍ରାର ଶୂନ୍ୟସ୍ଥାନ ପୂରଣ କଲା ସଞ୍ଚାର

ବରଗଡ଼ ଅଫିସ୍‌,୨୪।୧: ସଞ୍ଚାର ଏକ ପ୍ରାଚୀନ ଲୋକକଳା। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଏହା ମୂଳ ଅଙ୍ଗ। ତଥାପି ଆଜିକାର କମ୍ପ୍ୟୁଟର, ପ୍ରଯୁକ୍ତିବିଦ୍ୟା...

ରାଗିଲେ ହେମା

ମୁମ୍ବାଇ,୧୮।୪: କରୋନା ଭାଇରସକୁ ନେଇ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ୍‌। ଆଉ କରୋନାକୁ ହରାଇବାକୁ ଅନେକ ଲୋକ ସେମାନଙ୍କ ଜୀବନକୁ ବାଜି ଲଗାଇ ଦେଇଛନ୍ତି...

କଳାହାଣ୍ଡି ବନ୍ଦ ପରିବର୍ତ୍ତେ ଓକିଲ ସଂଘର କୋର୍ଟ ବର୍ଜନ

ଭବାନୀପାଟଣା,୫।୨(ଡି.ଏନ୍‌.ଏ.): ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇ ଥିବା ବେଳେ କଳାହାଣ୍ଡି ଜିଲା ଏଥିରେ ସାମିଲ ହୋଇ ନାହିଁ। ମାତ୍ର କଳାହାଣ୍ଡି ବନ୍ଦ ପାଳନ...

‘ସରକାରୀ ଚାକିରି ଲାଗି ସର୍ବାଧିକ ବୟସ ସୀମା ୪୨ ବର୍ଷ କରାଯାଉ’

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ସରକାରୀ ଚାକିରିରେ ନିଯୁକ୍ତି ପାଇଁ ସର୍ବାଧିକ ବୟସସୀମା ୪୨ ବର୍ଷ ଧାର୍ଯ୍ୟ କରାଯାଉ। ରାଜ୍ୟରେ ୨୧ ବର୍ଷର ନିରଙ୍କୁଶ ଶାସନ ପରେ ମଧ୍ୟ...

Advertisement
Archives

Model This Week