ମାତ୍ର ୧୯ ବର୍ଷରେ ଅମିତାଭ ବଚ୍ଚନ ସହ କରିଥିଲେ ଡେବ୍ୟୁ, ୨୫ରେ ମୃତ୍ୟୁ, ଏମିତି ଥିଲା ଜିଆ ଖାନ୍‌ଙ୍କ ଫିଲ୍ମ କ୍ୟାରିୟର୍‌

ବଲିଉଡ୍‌ ଅଭିନେତ୍ରୀ ଜିଆ ଖାନ୍‌ଙ୍କ ଆଜି ୩୨ ତମ ଜନ୍ମଦିବସ। ୧୯୮୮ ମସିହା ଫେବୃୟାର ୨୦ରେ ନ୍ୟୁୟର୍କରେ ସେ ଜନ୍ମଗ୍ରହଣ କରିଥିଲେ ଜିଆ। ଜିଆ ବଲିଉଡ୍‌ର ଏମିତି ଜଣେ ଅଭିନେତ୍ରୀ ଥିଲେ ଯେ, ଖୁବ୍‌ କମ୍‌ ସମୟରେ ସଫଳତା ପାଇବା ସହ ଦର୍ଶକଙ୍କ ମଧ୍ୟରେ ଲୋକପ୍ରିୟତା ଅର୍ଜନ କରିଥିଲେ। କିନ୍ତୁ ପରଦାରେ ସବୁବେଳେ ଲୋକଙ୍କ ମନୋରଞ୍ଜନ କରୁଥିବା ଜିଆଙ୍କ ବ୍ୟକ୍ତିଗତ ଜୀବନରେ ଏତେ ଦୁଃଖ ଥିଲା ତାହା କେବେ ପଦାକୁ ଆସି ନ ଥିଲା। ମାତ୍ର ୨୫ ବର୍ଷ ବୟସରେ ୨୦୧୩, ଜୁନ୍‌ ୩ରେ ନିଜ ବେଡ୍‌ ରୁମ୍‌ରେ ଫାଶୀ ଲଗାଇ ଆତ୍ମହତ୍ୟା କରିବା ପରେ ସବୁ ସତ ସାମ୍ନାକୁ ଆସିଥିଲା। ଛୋଟ ଫିଲ୍ମ କ୍ୟାରିୟରେ ସେ ଅନେକ ସଫଳତା ପାଇଥିଲେ। ମାତ୍ର ୧୯ ଷର୍ବ ବୟସରେ ବିଗ୍‌ ବି ଅମିତାଭ ବଚ୍ଚନଙ୍କ ସହ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ୨୦୦୭ରେ ରାମ ଗୋପାଳ ବର୍ମାଙ୍କ ଫିଲ୍ମ ‘ନିଃଶବ୍ଦ’ରେ ସେ ଅଭିନୟ କରିଥିଲେ। ଫିଲ୍ମରେ ତାଙ୍କ ଅଭିନୟ ପାଇଁ ସେ ବେଶ୍‌ ପ୍ରଶଂସିତ ମଧ୍ୟ ହୋଇଥିଲେ। ୨୦୦୮ରେ ବ୍ଲକବଷ୍ଟର ଫିଲ୍ମ ଗଜନୀରେ ମଧ୍ୟ ସେ ଅଭିନୟ କରିଥିଲେ। ଆଜିବି ତାଙ୍କ ମୃତ୍ୟୁ ରହସ୍ୟଘେରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri