Posted inଖେଳ

ମାତ୍ର ୪୪ଟି ବଲ୍‌ରୁ ୧୪୯ରନ୍‌ ବିସ୍ଫୋରକ ଇନିଂଶ ଖେଳିଥିଲେ ଏହି କ୍ରିକେଟର୍‌

ଆବ୍ରାହମ୍‌ ବେଞ୍ଜାମିନ୍‌ ଡିଭିଲିୟର୍ସ କ୍ରିକେଟର ଏକ ଜଣାଶୁଣା ନାଁ। ଦକ୍ଷିଣ ଆଫ୍ରିକାର ଏହି କ୍ରିକେଟର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ମସିହା ଫେବୃୟାରୀ ୧୭ରେ ଦକ୍ଷିଣ ଆଫ୍ରିକାର ବେଲା ବେଲା ସେ ଜନ୍ମଗ୍ରହଣ କରିଥିଲେ। ଯଦିଓ କ୍ରିକେଟରୁ ସେ ୨ ବର୍ଷ ହେବ ଅବସର ନେଇସାରିଛନ୍ତି କିନ୍ତୁ ତାଙ୍କର କିଛି ବିସ୍ଫୋରକ ଇନିଂଶ ଆଜି ବି କ୍ରିକେଟ ପ୍ରଶଂସକ ମନେ ରଖିଛନ୍ତି। ୨୦୧୫ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଜୋହାନ୍ସବର୍ଗରେ ନିଜ କ୍ୟାରିୟର ଦ୍ୱିତୀୟ ଏକଦିବସୀୟ ମ୍ୟାଚ୍‌ ଖେଳୁଥିଲେ। ପ୍ରଥମେ ବ୍ୟାଟିଂ କରୁଥିବା ଦକ୍ଷିଣ ଆଫ୍ରିକା ଦଳ ହାସିମ ଆମଲା ଏବଂ ରିଲି ରୋସୋଙ୍କ ଶତକ ବଳରେ ୩୮.୩ ଓଭରରେ ୨୪୭ ରନ୍‌ କରିଥିଲା। ଏହି ସମୟରେ ରୋସୋଉ ଆଉଟ ହେବା ପରେ ଡିଭିଲିୟର୍ସ ପଡିଆକୁ ଆସିଥିଲେ। ସେ ମାତ୍ର ୪୪ଟି ବଲ୍‌ ଖେଳି ୧୪୯ ରନ୍‌ କରିଥିଲେ। ଏହି ପାଳି ଖେଲି ସେ ବିଶ୍ୱ କ୍ରିକେଟର ଅନେକ ରେକର୍ଡ ଭାଙ୍ଗିଥିଲେ। ମାତ୍ର ୩୧ଟି ବଲରୁ ଶତକ ଅର୍ଜନ କରିବା ସହ ଏହି ଇନିଂଶରେ ସେ ୧୬ଟି ଛକା ମାରିଥିଲେ।
ନିଜର ୧୪ ବର୍ଷ କ୍ରିକେଟ କ୍ୟାରିୟରରେ ଡିଭିଲିୟର୍ସ ୧୧୪ ଟେଷ୍ଟ , ୨୨୮ ଦିନିକିଆ ଓ ୭୮ଟି ଟି୨୦ ମ୍ୟାଚ ଖେଳିଛନ୍ତି। ଦିନିକିଆରେ ସେ ୨୨୮ଟି ମ୍ୟାଚରୁ ୯ ହଜାର ୫୭୭ ରନ ସଂଗ୍ରହ କରିଛନ୍ତି। ୧୧୪ଟି ଟେଷ୍ଟ ମ୍ୟାଚ ଖେଳି ଡିଭିଲିୟର୍ସ ୮ ହଜାର ୭୬୫ରନ ସଂଗ୍ରହ କରିଛନ୍ତି। ସେହିପରି ୭୮ଟି ଟି୨୦ରୁ ୧୬୭୨ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri