Posted inଫୁରସତ

ମାତ୍ର ୭୮ ଟଙ୍କାରେ ମିଳୁଛି ଘର

ସିସିଲି,୨୯।୧: ମାତ୍ର ୭୮ ଟଙ୍କାରେ ଘର ମିଳୁଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। ଦକ୍ଷିଣ ଇଟାଲୀର ଟୋରୋଣ୍ଟୋରେ ସହରରେ ୨୫ ହଜାର ଘର ଏହି ଦାମ୍‌ରେ ବିକ୍ରି କରାଯିବ। ପ୍ରଥମେ ପରୀକ୍ଷାମୂଳକ ଭାବେ ୫ଟି ଘର ବିକ୍ରି କରିବାକୁ ସହର ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ୧୯ ଶତାବ୍ଦୀର ଏହି ବନ୍ଦର ସହରରେ ପୂର୍ବରୁ ପ୍ରାୟ ୪୦ ହଜାର ଲୋକ ବାସ କରୁଥିଲେ। ମାତ୍ର ଏବେ ସହରର ଜନସଂଖ୍ୟା ୩ ହଜାରରେ ପହଞ୍ଚିଛି। କମ୍‌ ଦାମ୍‌ରେ ଲୋକଙ୍କୁ ଘର ଯୋଗାଇ ଦିଆଯାଇ ଏଠାକାର ଜନସଂଖ୍ୟା ବଢ଼ାଇବାକୁ ସରକାର ଯୋଜନା କରିଛନ୍ତି। ପ୍ରଥମେ ସରକାରଙ୍କ ପକ୍ଷରୁ ଏଭଳି ଯୋଜନା ୨୦୧୧ରେ ଅଣାଯାଇଥିଲା। ସେତେବେଳେ ୭୮ ଟଙ୍କା ଦାମରେ ଏଠାକାର ୧୫୦ରୁ ଅଧିକ ବିଲ୍ଡିଂକୁ ବିକ୍ରି କରାଯାଇଥିଲା। ସେହିପରି ୨୦୧୯ରେ ସିସିଲିର ବିଓ୍ବାନା, ସାମ୍ବୁକା ଏବଂ ମୁସୋମେଲୀ ଗାଁରେ ଏଭଳି ଅଫର ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri