ମାଧପୁର ବଜାରରେ ବନ୍ଦର ପ୍ରଭାବ ପଡ଼ିନି

ମାଧପୁର,୮।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ବଜାରରେ ବୁଧବାର ବନ୍ଦର ପ୍ରଭାବ ପଡ଼ି ନ ଥିବା ଦେଖିବାକୁ ମିଳିଛି। ସବୁଦିନ ପରି ଦୋକାନ ବଜାର ଖୋଲା ରହିଛି। ଯାତ୍ରୀବାହୀ ବସ ବ୍ୟତୀତ ଅନ୍ୟ ସମସ୍ତ ଗାଡ଼ିମୋଟର ଯିବା ଆସିବା ଲାଗିରହିଛି। ଆଜି ମାଧପୁର ହାଟ ଥିବାରୁ ବାହାରୁ ବ୍ୟବସାୟୀମାନେ ମଧ୍ୟ ଆସିବାରେ କୌଣସି ଅସୁବିଧା ହେଉ ନ ଥିବାର ପରିଲକ୍ଷିତ ହେଉଛି। କିଛି ବିଦ୍ୟାଳୟ କାଲିଠାରୁ ଛୁଟି ଘୋଷଣା କରିଥିବା ବେଳେ ଆଉ କିଛି ବିଦ୍ୟାଳୟ ଉପରିସ୍ଥ ଅଧିକାରୀଙ୍କଠାରୁ ଆଜି ଖବର ପାଇ ବନ୍ଦ କରିଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ଋତୁରେ ପର୍ଯ୍ୟଟକଙ୍କ ମନ ଜିଣୁଛି କେନ୍ଦୁଝରର କଶ୍ମୀର ‘ଦରଗୁଡ଼ିଶିଳା’

କୋଳିମାଟି,୮ା୧୨:(ଡି.ଏନ୍‌.ଏ.): ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ ମନୋରମ। ବିଶେଷ କରି ଶୀତ ଋତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳଗୁଡ଼ିକରେ ପ୍ରାକୃତିର...

ପୋଲିସ ନିକଟରେ ୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୮।୩(ଡି.ଏନ୍‌.ଏ.): ପୁଣି ମାଲକାନଗିରି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ବୁଧବାର ୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ...

୭ମ ରାଉଣ୍ଡ ସୁଦ୍ଧା ନୂଆପଡ଼ାରେ ବିଜେଡି ଆଗୁଆ

ନୂଆପଡ଼ା,୨୩।୫: ୭ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୧୪୫୯୩ ଭୋଟ ପାଇଥିବାବେଳେ...

ପାଟଣାରେ ଅଗ୍ନିକାଣ୍ଡ: ଘରେ କେହି ନ ଥିବା ବେଳେ ଜଳିଗଲା ୨ ବଖରା

ପାଟଣା,୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ଗ୍ରାମରେ ବୁଧବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ଦିଲୀପ ମାହାନ୍ତଙ୍କ ଦୁଇ ବଖରା ଘର ସମ୍ପୂର୍ଣ୍ଣ...

ପାଟଣାଗଡ଼ରେ କେଭି ପଛରେ

ପାଟଣାଗଡ଼,୨୩।୫: ପାଟଣାଗଡ଼ ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ କନକ ବର୍ଦ୍ଧନ ସିଂଦେଓ ପଛରେ ଚାଲିଛନ୍ତି। ବିଜେଡି ପ୍ରାର୍ଥୀଙ୍କଠାରୁ କେଭି ୨୦୬୬ ଭୋଟରେ ପଛୁଆ ଅଛନ୍ତି।

ଲଗାଣ ବର୍ଷାରେ କୃତ୍ରିମ ବନ୍ୟା

ବାଲେଶ୍ୱର ଅଫିସ,୨୬।୯- ବାଲେଶ୍ୱର ଜିଲାରେ ୩ ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ସହର ତଳି ଅଞ୍ଚଳରେ କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି।...

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ନୟାଗଡ ସହରବାସୀଙ୍କୁ ପାନୀୟ ଜଳ ସମସ୍ୟା ଅତିଷ୍ଠ କରୁଛି। ଜଳଯୋଗାଣର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଆରମ୍ଭରୁ ସମସ୍ୟା ସୃଷ୍ଟି କରୁଛି। କଣ୍ଟିଲୋ, ବାଣପୁର...

ଶନି ମନ୍ଦିରରୁ ଚୋରି ଘଟଣା: ହୁଣ୍ଡି ସହ ୧ ହଜାର ଟଙ୍କା ଜବତ୨ ନାବାଳକ ଗଲେ ସୁଧାର ଗୃହ

ବଡବିଲ, ୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ନିକଟ ଶନି ମନ୍ଦିର ମୁଖ୍ୟ ଫାଟକ ତାଲା ଭାଙ୍ଗି ହୁଣ୍ଡି ଚୋରି ଘଟଣାରେ ଶୁକ୍ରବାର ପୋଲିସ ଦୁଇ...

Coronavirus Update


Archives

Model This Week

Why Dharitri