Posted inଖେଳ

ଅଜୟ ଜାଡେଜାଙ୍କୁ ପୂରିଲା ୪୯: ମାଧୁରୀଙ୍କ ସହ ଥିଲା ପ୍ରେମ ସମ୍ପର୍କ

ମୁମ୍ବାଇ, ୧।୨: ଭାରତୀୟ କ୍ରିକେଟର ଅଜୟ ଜାଡେଜା ଖେଳ ପଡ଼ିଆରୁ ବିଦାୟ ନେଇଥିଲେ ମଧ୍ୟ ଏବେ ବି କ୍ରିକେଟ୍‌ ନିଶା ଛାଡି ନାହାଁନ୍ତି। କେତେକ ସମୟରେ ସେ କମେଣ୍ଟ୍ରି କରୁଥିବା ଦେଖିବାକୁ ମିଳୁଛି। ଶନିବାର ସେ ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୧ ଫେବୃୟାରୀ ୧ରେ ଗୁଜରାଟ ଜାମ୍‌ନଗରଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଅଜୟସିଂଜୀ ଦୌଲତସିଂଜୀ ଜାଡେଜା ଥିଲା। ଖେଳପଡ଼ିଆରେ ନିଜର ବ୍ୟାଟିଂ ନେଇ ସେ ବେଶ୍‌ ଚର୍ଚ୍ଚିତ ଥିଲେ। ବଲିଉଡ୍‌ ଅଭିନେତ୍ରୀ ମାଧୁରୀ ଦୀକ୍ଷୀତଙ୍କ ସହିତ ତାଙ୍କ ପ୍ରେମ ସମ୍ପର୍କ ନେଇ ଅନେକ ଚର୍ଚ୍ଚା ଜାରି ରହିଥିଲା। ତେବେ ପରବର୍ତ୍ତୀ ସମୟରେ ଏଥିରେ ପଡ଼ିଥିଲା ଭଟ୍ଟା। ୨୦୦୦ରେ ମ୍ୟାଚ ଫିକ୍ସିଂ ମାମଲା ଅଭିଯୋଗରେ ସେ ଖେଳ ପଡ଼ିଆ ଛାଡିଥିଲେ। ୨୦୦୩ରେ ହିନ୍ଦୀ ଫିଲ୍ମ ଖେଲ୍‌ ଏବଂ ୨୦୦୯ରେ ଫିଲ୍ମ ପଲ୍‌ ପଲ୍‌ ଦିଲ୍‌ କେ ପାଶ୍‌ରେ ସେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡ଼ିଆରେ କାନ୍ଦିଲେ ଏହି କ୍ରିକେଟର୍‌

ମୁମ୍ବାଇ,୧୯।୫: ଆଇପିଏଲ ୨୦୨୨ର ଏକ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍‌ସଠାରୁ ମାତ୍ର ୨ ରନ୍‌ରେ ପରାସ୍ତ ହୋଇ ପ୍ଲେ ଅଫ୍‌ରୁ ବାଦ୍‌ ପଡ଼ିଛି କୋଲକତା ନାଇଟ୍‌...

ଏଆଇସିଏଫ୍‌ ସଦସ୍ୟ ହେଲା କିଟ୍‌ ୟୁନିଭର୍ସିଟି

ଭୁବନେଶ୍ୱର, ୨୭ା୩ (ସ୍ପୋଟର୍‌ସ ବ୍ୟୁରୋ): ଦେଶ ଏକମାତ୍ର ତଥା ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ ସର୍ବଭାରତୀୟ ଚେସ୍‌ ମହାସଂଘ (ଏଆଇସିଏଫ୍‌)ର ସଦସ୍ୟତା ହାସଲ କରିପାରିଛି କିଟ୍‌ ୟୁନିଭର୍ସିଟି।...

ସୂର୍ଯ୍ୟାଂଶୁ ଚାମ୍ପିୟନ, ଅଂଶୁମାନ ରନରଅପ୍‌

ଭୁବନେଶ୍ୱର, ୬ା୨ (ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନ ମନ୍ଦିରଠାରେ ରାଜ୍ୟ ସ୍କୁଲ ଓପନ ଚେସ୍‌ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ୬...

ବିଜୟରୁ ଓଏଫ୍‌ସିର ଅଭିଯାନ

ଭୁବନେଶ୍ୱର,୨୮ା୧୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଓଡ଼ିଶା ଓମେନ୍ସ ଲିଗ୍‌ ରବିବାର ଆରମ୍ଭ ହୋଇଛି। ପ୍ରଥମକରି ଭାଗ ନେଇଥିବା...

ସାଇବର କ୍ରାଇମ୍‌: ଆଇସିସି ହରାଇଛି ୨.୫ ନିୟୁତ ଡଲାର

ନୂଆଦିଲ୍ଲୀ, ୨୧।୧ (ପି.ଟି.): ସାଇବର କ୍ରାଇମ୍‌ର ଶିକାର ହୋଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପାଖାପାଖି ୨.୫ ନିୟୁତ ଆମେରିକୀୟ ଡଲାର ହରାଇଛି। ଏକ ରିପୋର୍ଟରେ...

ଇଂଲଣ୍ଡ ବିପକ୍ଷରେ କେମିତି ଜିତିବ ଭାରତ: କୋହଲି କଲେ ଖୁଲାସା

ଲଣ୍ଡନ,୩।୮: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଭାରତୀୟ ଦଳ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଅଧିନାୟକ ବିରାଟ କୋହଲି ଏହି ସିରିଜକୁ ଦଳ ପାଇଁ ଏକ ବଡ଼...

ରଷିଆନ ଓପନ ବ୍ୟାଡ୍‌ମିଣ୍ଟନ : ଭାରତର ଅଭିଯାନ ଶେଷ

ଭ୍ଲାଡିଭୋସ୍ତକ (ରୁଷିଆ), ୨୦ା୭ (ପି.ଟି.): ଏଠାରେ ଚାଲିଥିବା ରଷିଆନ ଓପନ୍‌ ବିଡଡ୍ଲ୍ୟୁଏଫ୍‌ ଟୁର୍‌ ସୁପର ୧୦୦ ଟୁର୍ନାମେଣ୍ଟରେ ଭାରତର ଅଭିଯାନ ଶେଷ ହୋଇଯାଇଛି। ଭାରତୀୟ ମହିଳା...

‘ଭୟଭୀତ ହେବାର ଆବଶ୍ୟକତା ନାହିଁ’

ଲଣ୍ଡନ,୨୬।୫- ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ୍‌ ଭାରତକୁ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୬ ଉଇକେଟରେ ପରାସ୍ତ କରିଛି। ଟ୍ରେଣ୍ଟ ବୋଲ୍ଟ ଓ କଲିନ ଡେ ଗ୍ରାଣ୍ଡହୋମଙ୍କ...

Advertisement
Archives

Model This Week