ମାନବିକତା ଦେଖାଇଲେ ଆମ୍ବୁଲାନ୍ସ କର୍ମଚାରୀ: ୬୧ ହଜାରୁ ଊର୍ଦ୍ଧ୍ୱ ଟଙ୍କା ଫେରାଇଦେଲେ

ରାୟଗଡା ଅଫିସ,୩୧।୩: ଜଣେ ଦୁର୍ଘଟଣା ଗ୍ରସ୍ତ ବାଇକ ଆରୋହୀଙ୍କୁ ୬୧ହଜାର ୧୬୦ ଫେରାଇ ନିଜର ମାନବିକତା ଦେଖାଇଛନ୍ତି ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ଏଭଳି ଏକ ଘଟଣା ଘଟିଛି ରାୟଗଡ଼ା ଜିଲାରେ।
ସୂଚନାଯୋଗ୍ୟ, ଗତ ଶନିବାର ଡମ୍ବୁରୁଧର କୁଟ୍ରୁକାଙ୍କ ବାଇକ୍‌ ଦୁର୍ଘଟଣା ହୋଇଥିଲା। ଆମ୍ବୁଲାନ୍ସ ତାଙ୍କୁ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲା। ଗୁରୁତର ଡମ୍ବରୁଙ୍କ ପର୍ସରୁ ନଗଦ ୪୨ ହଜର ୧୬୦ ଏବଂ ଅନ୍ୟ ଏକ ବ୍ୟାଗରୁ ୨୦ ହଜାର ମିଳିଥିଲା। ଆମ୍ବୁଲାନ୍ସର ୨ କର୍ମଚାରୀ ସନ୍ତୋଷ କୁମାର ରଗଡ଼ ସହିଦ ଅଲ୍ଲୀ ଉକ୍ତ ଟଙ୍କାକୁ ରବିବାର ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଗ ତୋଳିବାକୁ ଯାଇ ଫେରିଲେନି ମହିଳା: ୩ ଦିନ ପରେ ମିଳିଲା ମୃତଦେହ

ପୁରୁଷୋତ୍ତମପୁର,୨୭ା୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶାର୍ଗୁଣାପଲ୍ଲୀ ଗ୍ରାମଠାରୁ ୧ କି.ମି ଦୂର ବିଲରେ ଥିବା ଏକ କୂଅରୁ ବୁଧବାର ଜଣେ ମହିଳାଙ୍କ କ୍ଷତବିକ୍ଷତ...

ଦୁର୍ଘଟଣାରେ ଛାତ୍ରୀ ଗୁରୁତର

ଆନନ୍ଦପୁର,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପ୍ରାଥମିକ ବିଦ୍ୟାଳୟର ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀ ରାସ୍ତା ପାର ହୋଇ ସ୍କୁଲକୁ ଯାଉଥିବା ବେଳେ ଏକ ବାଇକ୍‌ ତାଙ୍କୁ...

ପରିବହନ ସଂଘ ସହ ପ୍ରଶାସନର ବୈଠକ: ମାଲ୍‌ ପରିବହନ ପାଇଁ ସଜାଗ ରୁହ

ଅନୁଗୋଳ ଅଫିସ, ୨୫।୩ – ଅନୁଗୋଳ ଜିଲାରେ ଲକ୍‌ଡାଉନ ସହ ୧୪୪ ଧାରା ବଳବତ୍ତର ଥିବାରୁ ଲୋକମାନଙ୍କୁ କିପରି ଅତ୍ୟାବଶ୍ୟକ ସାମଗ୍ରୀ ସହଜରେ ଉପଲବ୍ଧ କରାଯାଇପାରିବ...

ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ବୌଦ୍ଧ, ୨୭।୯(ଡି.ଏନ୍‌.ଏ.): ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଔଷଧ ବିତରଣ କେନ୍ଦ୍ରରେ ନିଆଁ ଲାଗିଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ...

ଦୀର୍ଘବର୍ଷ ଦାବି ସତ୍ତ୍ୱେ ଶୁଣିଲାନି ପ୍ରଶାସନ: ସେତୁ ନିର୍ମାଣ କଲେ ଲୋକେ

ଆଳି,୨।୧୨ (ଡି.ଏନ୍‌.ଏ.): ସ୍ବାଧୀନତାର ୭୨ ବର୍ଷ ପରେ ବି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଧୀନ ପଦନୀପାଳ ପଞ୍ଚାୟତକୁ ଏ ପର୍ଯ୍ୟନ୍ତ ଗମନାଗମନ ଭଳି ମୌଳିକ...

ମାଉଜର ଦେଖାଇ ଡାକ୍ତରଙ୍କ ଘରୁ ସୁନାଗହଣା, ୩ ଲକ୍ଷ ଟଙ୍କା, କାର ଲୁଟ୍‌

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଲକ୍ଷ୍ମୀଧରପୁର ଗ୍ରାମରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି । ଦୁର୍ବୃତ୍ତମାନେ ମାଉଜର ଦେଖାଇ ସୁନାଗହଣା,...

ପ୍ରାୟ ସମୟରେ ଅଫିସ୍‌ରେ ଝୁଲୁଛି ତାଲା

ଜୁନାଗଡ,୨୯।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ଇନ୍ଧାରା ଗାନ୍ଧୀ ଛକ ନିକଟରେ ଥିବା ବୈଧମାପ ନିରୀକ୍ଷକ ବିଜ୍ଞାନଙ୍କ କାର୍ଯ୍ୟାଳୟ ଅବ୍ୟବସ୍ଥାରେ ଚାଲିଥିବା ଦେଖିବାକୁ ମିଳିଛି। ଏଠାରେ...

ଆଏଜ୍‌ ବି ଘନାପେଡା ତେଲର ଚାହିଦା ଅଛେ

ଭବାନୀପାଟଣା, ୨୯ା୬ (ଡି.ଏନ୍‌.ଏ) : ମନୁଷ୍‌ ସମାଜର ବିକାଶ ସଂଗେ ଫିଦିନିଅଁ। ଚଲନିରେ ତେଲର ଉପକାରିତାକେ ସେ ଅନୁଭବ କରିଛେ। ଭିନେ ଭିନେ କିସମର ତୈଳବୀଜ...

Advertisement
Archives

Model This Week