Posted inଫୁରସତ

ମାନବିକତା ହିଁ ସର୍ବୋତ୍ତମ

ସାମାଜିକ କାର୍ଯ୍ୟକର୍ତ୍ତା, ମାନବସେବାକୁ ବ୍ରତ କରି ନିଜ ଜୀବନକୁ ବାଜି ଲଗାଉଥିବା ଅଥବା ଜୀବନବଳି ଦେଇଥିବା ଲୋକଙ୍କ ପାଇଁ ଉତ୍ସର୍ଗୀକୃତ ଦିନଟିଏ ଅଗଷ୍ଟ ୧୯। ଏହି ଦିନ ସାରା ବିଶ୍ୱ ମାନବିକତା ଦିବସ ପାଳିଥାଏ। ସମ୍ପ୍ରତି ବିଶ୍ୱ କରୋନା, ମଙ୍କିପକ୍ସ ଭଳି ଭୂତାଣୁ କବଳରେ ପଡ଼ିଥିବାବେଳେ ଯୁଦ୍ଧ ସଙ୍କଟର ସାମ୍‌ନା କରୁଛି। ଏଭଳି ସମୟରେ ମଧ୍ୟ ସାମାଜିକକର୍ମୀ ଏବଂ ଅନ୍ୟମାନେ ମାନବସେବାରେ ନିଜକୁ ନିୟୋଜିତ କରିଛନ୍ତି। ୨୦୦୩ ଅଗଷ୍ଟ ୧୯ରେ ଇରାକ୍‌ର ବାଗ୍‌ଦାଦସ୍ଥିତ କାନାଲ ହୋଟେଲରେ ବୋମାମାଡ଼ ଯୋଗୁ ପ୍ରାଣ ହରାଇଥିବା ୨୨ ଜଣଙ୍କ ସ୍ମୃତିରେ ପ୍ରଥମେ ମାନବିକତା ଦିବସ ପାଳନ ହୋଇଥିଲା। ୨୦୦୯ରେ ଜାତିସଂଘ ପକ୍ଷରୁ ବିଧିବଦ୍ଧ ଭାବେ ମାନବିକତା ଦିବସ ପାଳନ ନିମନ୍ତେ ସ୍ଥିର କରାଯାଇଥିଲା। ଚଳିତ ବର୍ଷ ଡିଜିଟାଲ ଆର୍ଟ ଦ୍ୱାରା ସହାୟତା କର୍ମୀଙ୍କୁ ସମ୍ମାନିତ କରିବା ପାଇଁ ଜାତିସଂଘ ପକ୍ଷରୁ ସ୍ଥିର କରାଯାଇଛି। ଏହା ମାଧ୍ୟମରେ ଆବଶ୍ୟକ ସମୟରେ ଲୋକଙ୍କୁ ସହୟତା କରିଥିବା ବ୍ୟକ୍ତିବିଶେଷ ଏବଂ ସେହି ବ୍ୟକ୍ତିଙ୍କୁ ସହଯୋଗର ହାତ ବଢ଼ାଇଥିବା ଲୋକଙ୍କ କାହାଣୀ ଜନସାଧାରଣଙ୍କୁ ଜଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ଭିନ୍ନ ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କଲେ ବିରାଟ-ଅନୁଷ୍କା, ଫଟୋ ଶେୟାର କରି କହିଲେ ମୋ’ ଜୀବନର…

ମୁମ୍ବାଇ: କ୍ରିକେଟର ବିରାଟ କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ୨୦୨୫କୁ ବିଦାୟ ଦେବା ସମୟରେ ଏକ ବିଶେଷ ମୁହୂର୍ତ୍ତକୁ ଶେୟାର କରି ଏକ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣା, ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ

ଢାକା,୧।୧: ବାଂଲାଦେଶରେ ଅଶାନ୍ତି ଜାରି ରହିଛି। ବୁଧବାର, ଏକ ଜନଗହଳି ଆଉ ଜଣେ ହିନ୍ଦୁ ବ୍ୟକ୍ତି ଖୋକନ ଦାସଙ୍କୁ ଆକ୍ରମଣ କରି ଆହତ କରିଥିଲା ଏବଂ...

ଜିରୋ ନାଇଟ୍ ପାର୍ଟିରେ ବିରିୟାନି ଖାଇବା ହେଲା କାଳ, ଜଣେ ମୃତ ୧୫ ଅସୁସ୍ଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ମଉଜ କରୁକରୁ ଚାଲିଗଲା ଜୀବନ । ଜାନୁଆରୀ ୧ ତାରିଖରେ ହାଇଦ୍ରାବାଦରେ ନୂତନ ବର୍ଷର ଉତ୍ସବ ଦୁଃଖଦ ହୋଇଗଲା । ବିରିୟାନି ପାର୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri