Posted inଜାତୀୟ

ମାନବ ଶୃଙ୍ଖଳ ସମୟରେ ଶିକ୍ଷକଙ୍କ ମୃତ୍ୟୁ

ଦରଭଙ୍ଗା,୧୯।୧: ବିହାରର ଦରଭଙ୍ଗାଠାରେ ରବିବାର ଆୟୋଜିତ ମନବ ଶୃଙ୍ଖଳରେ ଯୋଗ ଦେଇଥିବା ଜଣେ ଶିକ୍ଷକଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନାମିଳିଛି। ଦରଭଙ୍ଗା ଜିଲାପାଳ ଥିଆଗରଜନ ଏସ୍‌ଏମ୍‌ ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜଳ-ଜୀବନ-ସବୁଜିମା ସମ୍ପର୍କିତ ସଚେତନତା, ମଦ୍ୟପାନ ତଥା ବାଲ୍ୟ ବିବାହକୁ ବିରୋଧ କରି ରାଜ୍ୟବ୍ୟାପି ୧୬ ହଜାର ୪ଶହ ୪୩ କିମି ମାନବ ଶୃଙ୍ଖଳ ତିଆରି କରାଯାଇଥିଲା। ପୂର୍ବାହ୍ନ ୯ଟା ୩୦ଠାରୁ ଏପରି କରାଯାଥିଲା। ଏହି କାର୍ଯ୍ୟକ୍ରମକୁ ପତାକା ଦେଖାଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଗାନ୍ଧୀ ମଇଦାନଠାରେ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri