Posted inଜାତୀୟ

ମାନବ ସେବା ହିଁ ମାଧବ ସେବା: କାଉଡିଆଙ୍କ ପାଦ ଦାବିଲେ ଏସ୍‌ପି

ଲକ୍ଷ୍ନୌ, ୨୮।୭: ଶ୍ରାବଣରେ ଆରମ୍ଭ ହୋଇଯାଇଛି କାଉଡି ଯାତ୍ରା। ବିଶେଷ କରି ଉତ୍ତର ପ୍ରଦେଶରେ କାଉଡିଆଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥାମାନ କରାଯାଇଛି। ଏମାନଙ୍କ ପାଇଁ ଖୋଲାଯାଇଥିବା ପ୍ରାକୃତିକ ଚିକିତ୍ସା ସେବା ଶିବିରର ଉଦ୍‌ଘାଟନ କରିବାକୁ ଶାମଲିର ଏସ୍‌ପି ଅଜୟ କୁମାରଙ୍କୁ ଡକାଯାଇଥିଲା। ସେ ସେଠାରେ ପହଞ୍ଚିବା ପରେ ଶିବିର ମଧ୍ୟରେ ଜଣେ କାଉଡିଆ ଅତ୍ୟନ୍ତ ଥକ୍କା ହୋଇ ଶୋଇ ପଡିଥିବା ଦେଖି ଏସ୍‌ପି ନିଜ ହାତରେ କାଉଡିଆଙ୍କ ଗୋଡ ଦବାଇ ଦେଇଥିଲେ। ପୋଲିସକର୍ମୀଙ୍କ କାନଭାସ୍‌ ବିସ୍ତୃତ ଏହାକୁ ସଂକୀର୍ଣ୍ଣ ଦୃଷ୍ଟିରେ ଦେଖିବା ଠିକ୍‌ ନୁହେଁ ବୋଲି ସେ କହିଥିଲେ। ଯଦି ଜଣେ ସିପାହୀ, ସବ୍‌ ଇନସପେକ୍ଟର ଓ ଇନସପେକ୍ଟର ଆହତ ଲୋକଙ୍କ ଚିକିତ୍ସା କରି ପାରୁଛନ୍ତି ତେବେ ଏସ୍‌ପି କାହିଁକି କରିପାରିବେ ନାହିଁ ବୋଲି ସେ କହିଥିଲେ। ମାନବ ସେବା ହିଁ ମାଧବ ସେବା ବୋଲି ସେ କହିଛନ୍ତି। ତେବେ ଏସ୍‌ପି ଅଜୟ କୁମାରଙ୍କ ଏହି କାମ ଏବେ ସବୁଠି ଆଲୋଚନାର ବିଷୟ ପାଲଟିଥିବା ବେଳେ ସେ ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri