ମାନସିକ ଅବସାଦରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ କପେ…

କଫି ଅନେକ ପୋଷକ ତତ୍ତ୍ୱରେ ଭରପୂର। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ପ୍ରତିଦିନ ସକାଳୁ କପେ କଫି ପିଇଲେ ମାନସିକ ଅବସାଦ ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। କଫିରେ ଆଣ୍ଟିଅକ୍ସିଡାଣ୍ଟ୍‌ ରହିଛି। ଏହା ଶରୀରରେ ଫୁର୍ତ୍ତି ଆଣିଥାଏ। କଫିରେ ଥିବା ପୋଷକ ତତ୍ତ୍ୱ ଲିଭର ପାଇଁ ବିଶେଷ ଉପକାରୀ। ଫଳରେ ମଦ୍ୟପାନ କରୁଥିବା ବ୍ୟକ୍ତିଙ୍କ ପାଇଁ ମହୌଷଧୀ ସାବ୍ୟସ୍ତ ହୋଇଥାଏ। ଏହା ରକ୍ତଚାପକୁ ନିୟନ୍ତ୍ରିତ କରିଥାଏ। ଫଳରେ ହାର୍ଟଆଟାକ୍‌ ସମସ୍ୟା ଦୂର ହୋଇଥାଏ। କଫି ପିଇଲେ ଡାଇବେଟିସ୍‌ ଏବଂ ସ୍ନାୟୁରୋଗ ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦିଙ୍କୁ କରୋନା

ଇସଲାମବାଦ:ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦି କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ ଆସିବା...

କରୋନା ଭ୍ୟାକ୍ସିନ ସମ୍ପର୍କରେ ସରଳରେ ଲୋକଙ୍କୁ ବୁଝାଇ ଦେବାକୁ କହିଲେ ମୋଦି

ନୂଆଦିଲ୍ଲୀ,୩୦ ।୧୧: କରୋନା ମହାମାରୀକୁ ନେଇ ସାରା ବିଶ୍ୱରେ ଏବେ ଭ୍ୟାକ୍ସିନ ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଭାରତ ବି ଏ କ୍ଷେତ୍ରରେ ପଛରେ...

ପୁରୁଣା ଟିମ୍‌ ସହ ସରକାର ଚଳାଇବେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ଆମ ଆଦମୀ ପାର୍ଟି (ଏଏପି) ବିଜୟ ଲାଭ କରିଛି। ଏହି ବିଜୟ ପରେ ଏଏପିର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ...

କରୋନାର ଦ୍ୱିତୀୟ ଲହର: ଛୋଟପିଲା-ଯୁବବର୍ଗ-ଗର୍ଭବତୀ ହେଉଛନ୍ତି ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏପରିସ୍ଥଳେ ବିଶେଷଜ୍ଞଙ୍କ ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି। ଛୋଟପିଲା, ଯୁବବର୍ଗ ଏବଂ ଗର୍ଭବତୀଙ୍କୁ...

ରୋଗୀଙ୍କ କଟା ଗୋଡ଼କୁ ତକିଆ କରିଦେଲେ ମେଡିକାଲ କର୍ମଚାରୀ

ଫରିଦାବାଦ,୨୫।୮: ବଡଖଲ ଫ୍ଲାଇ ଓଭର ନିକଟରେ ଦିଲ୍ଲୀ-ମୁମ୍ବାଇ ସେଣ୍ଟ୍ରାଲ ରାଜଧାନୀ ଏକ୍ସପ୍ରେସରେ ଦୁର୍ଘଟଣା ହେବାରୁ ଜଣେ ବ୍ୟକ୍ତିଙ୍କର ଦୁଇଟି ଯାକ ଗୋଡ଼ କଟିଯାଇଥିଲା। ତାଙ୍କୁ ତୁରନ୍ତ...

ଉମା ଭାରତୀଙ୍କୁ ଭେଟି ଭାବୁକ ହେଲେ ସାଧ୍ୱୀପ୍ରଜ୍ଞା

ଭୋପାଳ,୨୯।୪: ଲୋକ ସଭା ନିର୍ବାଚନକୁ ନେଇ ମଧ୍ୟ ପ୍ରଦେଶର ଭୋପାଳ ଆସନରେ ଏକ ରୋମାଞ୍ଚକର ଲଢେଇ ଦେଖିବାକୁ ମିଳିଛି। ଏଠାରେ ଭାଜପା ଟିକେଟରୁ ସାଧ୍ୱୀ ପ୍ରଜ୍ଞା...

ଭାରତରେ ଯାହା ଚାଲିଛି, ଠିକ୍‌ ନୁହେଁ

ନୂଆଦିଲ୍ଲୀ,୧୫-୧:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦେଶରେ ବିବାଦ ତେଜିବାରେ ଲାଗିଥିବାବେଳେ ଏହି ନବପ୍ରଣୀତ ବ୍ୟବସ୍ଥାକୁ ନେଇ ବିଦେଶରୁ ମଧ୍ୟ ପ୍ରତିକ୍ରିୟା ଆସିବାରେ ଲାଗିଛି। ଏହି...

ବର୍ଷକୁ ସିଆର୍‌ପିଏଫ୍‌ ଯବାନଙ୍କୁ ମିଳିବ ଶହେ ଦିନ ଛୁଟି: ସରକାର ଗଠନ କରିଛନ୍ତି କମିଟି

ନୂଆଦିଲ୍ଲୀ,୨୯।୧୨: ଏଣିକି ସିଆର୍‌ପିଏଫ୍‌ ଯବାନମାନେ ବର୍ଷକୁ ଶହେ ଦିନ ଛୁଟି ପାଇପାରିବେ। ଏପ୍ରସ୍ତାବ ଉପରେ ବିଚାର କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ କମିଟି...

Advertisement


Archives

Model This Week

Why Dharitri