ମାନସିକ ଚାପଗ୍ରସ୍ତ ଥିଲେ ଏହିସବୁ ଦିଗପ୍ରତି ଧ୍ୟାନ ଦିଅନ୍ତୁ

ଆଜିର ଦୁନିଆରେ ପ୍ରତ୍ୟେକ ଲୋକ କାମ, ସଫଳତା, ପଦ ଓ ଅର୍ଥ ପଛରେ ଦୌଡ଼ୁଛନ୍ତି। ସମ୍ପର୍କରେ ମଧ୍ୟ ଆଗପରି ମଧୁରତା ନାହିଁ। ଲୋକମାନେ ଆତ୍ମକୈନ୍ଦ୍ରିକ ହୋଇଗଲେଣି ଯାହା ଦ୍ୱାରା ଏକୁଟିଆ ଅନୁଭବ କରୁଛନ୍ତି। ଖାଇବା ପିଇବାର ଅଭ୍ୟାସ ମଧ୍ୟ ବଦଳି ଗଲାଣି। ଶୋଇବାର ସମୟ ମଧ୍ୟ ପରିବର୍ତ୍ତନ ହୋଇଛି। ଏହି ସବୁ କାରଣ ପାଇଁ ମସ୍ତିଷ୍କରେ ଚାପ ରହୁଛି। ଏହା ଦ୍ୱାରା ମାନସିକ ସ୍ବାସ୍ଥ୍ୟ ପ୍ରଭାବିତ ହେଉଛି। ଏହି ସବୁ କାରଣ ପାଇଁ ମସ୍ତିଷ୍କରେ ଚାପ ରହୁଛି। ଏହା ଦ୍ୱାରା ମାନସିକ ସ୍ବାସ୍ଥ୍ୟ ପ୍ରଭାବିତ ହେଉଛି। ପୂରା ବିଶ୍ୱରେ ଅବସାଦ ଓ ମାନସିକ ରୋଗ ଲଗାତର ବଢ଼ିବାରେ ଲାଗୁଛି। ଅନ୍ବେଷଣରୁ ଜଣାପଡ଼ିଛି ଆମ ଦେଶରେ ୨୦-୨୫ ପ୍ରତିଶତ ଯୁବତୀ/ଯୁବକ ଡିପ୍ରେସନର ଶିକାର ହେଉଛନ୍ତି।
ଏହିସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ
ସୁସ୍ଥ ଜୀବନଶୈଳୀକୁ ଅନୁସରଣ କରନ୍ତୁ ଯଥା ବ୍ୟାୟାମ, ପୋଷାକ, ଭୋଜନ
ପର୍ଯ୍ୟାପ୍ତ ପରିମାଣରେ ଶୁଅନ୍ତୁ
ନିଜର କ୍ଷମତାଠାରୁ ଅଧକ କାର୍ଯ୍ୟ କରନ୍ତୁ ନାହିଁ ଓ ନିୟମିତ ଭାବରେ ଅବସର ସମୟକୁ ନିର୍ଣ୍ଣୟ କରନ୍ତୁ।
ମୋବାଇଲ ସହିତ କମ୍‌ ସମୟ କଟାନ୍ତୁ।
ସାମାଜିକସ୍ତରରେ ସକ୍ରିୟ ରୁହନ୍ତୁ।
ମାନସିକ ଶାନ୍ତି ପାଇଁ ଧ୍ୟାନ କରନ୍ତୁ।
ନିଶା ଦ୍ରବ୍ୟ ସେବନଠାରୁ ଯଥାସମ୍ଭବ ଦୂରରେ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ହେଲେ ମନେ ପଡୁଛି ସ୍ବଚ୍ଛତା କଥା: ପର୍ଯ୍ୟଟନକ୍ଷେତ୍ର, ସ୍ବାସ୍ଥ୍ୟକେନ୍ଦ୍ରକୁ ସଫେଇ କଲେ…

ଦାରିଙ୍ଗବାଡି, ୧୧। ୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

ଆଜି ରାତିରେ ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ କରିବ କି? ଟ୍ରମ୍ପଙ୍କ ବଡ଼ ଚେତାବନୀ

ଓ୍ବାଶିଂଟନ,୧୧।୬: ଆମେରିକା ଇରାନ ଉପରେ ଆକ୍ରମଣ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଜି ରାତି, ଜୁନ ୧୧ରେ…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ ଏଣ୍ଟ୍ରି ମାରିଲାଣି ଚାଇନ, ଦେଉଛି ଏମିତି ଉପଦେଶ

ବେଜିଂ,୧୧।୬: ଆମେରିକା ଦ୍ୱାରା ଇରାନ ଉପରେ ପୁନଃ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ପୁଣି ଥରେ ଏକ ବଡ଼ ସଙ୍କଟ ଦ୍ୱାରା ଆକ୍ରାନ୍ତ ହୋଇଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri