ମାନସିକ ବିକୃତ ମହିଳାଙ୍କୁ ଥଇଥାନ କେନ୍ଦ୍ରକୁ ପଠାଗଲା

ଧର୍ମଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ବୁଲୁଥିବା ଜଣେ ମାନସିକ ବିକୃତ ମହିଳାଙ୍କୁ ଧର୍ମଗଡ଼ସ୍ଥିତ ଏକ ଥଇଥାନ କେନ୍ଦ୍ରକୁ ଶୁକ୍ରବାର ହସ୍ତାନ୍ତର କରାଯାଇଛି। ମାନସିକ ବିକୃତି ଥିବା ଉକ୍ତ ମହିଳା ସହରର ବିଭିନ୍ନ ସ୍ଥାନରେ ଅଳିଆ ଆବର୍ଜନା କରିବା ସହ ବିଭିନ୍ନ କାଣ୍ଡ କରୁଥିଲେ। ଧର୍ମଗଡ଼ ବ୍ୟବସାୟୀ ସଂଘ ପକ୍ଷରୁ ଉକ୍ତ ମହିଳାଙ୍କୁ ମାନବିକତା ଦୃଷ୍ଟିକୋଣରୁ କୌଣସି ସେଲ୍‌ଟର ହୋମକୁ ସ୍ଥାନାନ୍ତର କରାଯିବା ନେଇ ଧର୍ମଗଡ଼ ଉପଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଧର୍ମଗଡ଼ ଉପଜିଲାପାଳ ପଦ୍ମନାଭ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଧର୍ମଗଡ଼ ସିଡିପିଓ ସୁଚରିତା ପଟ୍ଟନାୟକ, ଧର୍ମଗଡ଼ ଥାନା ସବ୍‌ଇନ୍ସପେକ୍ଟର ଆଲୋକ ମହାପାତ୍ର ଓ ମହିଳା କନଷ୍ଟେବଳମାନେ ବ୍ୟବସାୟୀ ସଂଘ ସଭାପତି ବିଦ୍ୟାଧର ସାହୁ ଓ ବ୍ୟବସାୟୀ ପ୍ରବୀଣ ଅଗ୍ରୱାଲଙ୍କ ଉପସ୍ଥିତିରେ ଉକ୍ତ ମହିଳାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଚିକିତ୍ସା କରାଇ ଥଇଥାନ କେନ୍ଦ୍ର କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଆରଡିରେ ପ୍ରବଳ ଭିଡ

ଆରଡି,୧।୧, (ଡି.ଏନ.ଏ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିକୁ ନୂଆବର୍ଷ ଉପଲକ୍ଷେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲା। ଭକ୍ତମାନେ ଲମ୍ବା ଲାଇନରେ ଆସି...

ରୋଚକ ମୋଡ଼ ନେଉଛି ମାହାଙ୍ଗା ଡବଲ ମର୍ଡର ଘଟଣା, ଥାନାଧିକାରୀଙ୍କ ପାଇଁ ବଢୁଛି ଅଡୁଆ

ନିଶ୍ଚିନ୍ତକୋଇଲି,୮ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଏହି ଘଟଣାରେ ଜେଏମ୍‌ଏଫ୍‌ସି କୋର୍ଟ ମାହାଙ୍ଗା ପୋଲିସକୁ ଅପଟୁଡେଟ୍‌...

ବସ୍‌ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା, ୪ ଦୋଷୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦୁଝର ୨୩ା୭ (ସ୍ବ.ପ୍ର./ଡି.ଏନ.ଏ.)- ଘରୋଇ ବସକୁ ଅଟକାଇ କର୍ମଚାରୀଙ୍କୁ ମାଡ ମାରିବା ଅଭିଯୋଗରେ ସ୍ଥାନୀୟ ସିଜେଏମ କୋର୍ଟ ୪ ଦୋଷୀଙ୍କୁ ୫ ବର୍ଷ ଜେଲ ଓ...

ପୋଖରୀରେ ବୁଡ଼ି ୨ ଶିଶୁଙ୍କ ଜୀବନ ଗଲା

କୋରୁକୋଣ୍ଡା,୨୪ା୩: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍‌ ତାରଲାକୋଟା ପଞ୍ଚାୟତର ସି-କଲୋନୀରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ୨ ଶିଶୁଙ୍କ ଜୀବନ ଯାଇଛି।...

ଆଇପିଏଲ ସଟ୍ଟା ବେଟିଂ ଅଭିଯୋଗରେ ଜଣେ ଗିରଫ: ଟଙ୍କା, ମୋବାଇଲ ଜବତ

ଜୁନାଗଡ଼,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ନକଟିଗୁଡା ଗ୍ରାମରେ ଆଇପିଏଲ ସଟ୍ଟା ବେଟିଂ ଅଭିଯୋଗରେ ମଙ୍ଗଳବାର ଜଣକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।...

ଚିତ୍ରକୋଣ୍ଡାରେ କଂଗ୍ରେସର ଲକ୍ଷ୍ମୀପ୍ରିୟା ନାୟକ ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ଚିତ୍ରକୋଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତିରେ କଂଗ୍ରେସ ଆଗୁଆ ରହିଛି। କଂଗ୍ରେସର ଲକ୍ଷ୍ମୀପ୍ରିୟା ନାୟକ ୭୭୦ ଭୋଟ୍‌ ପାଇଥିବା ବେଳେ ଭାଜପାର...

ବିଶ୍ୱାସର ପର୍ବ ଝାମିଯାତ୍ରା

ଜୟପୁର,୧୦ା୩(ନି.ପ୍ର.): ଝାମିଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଜୟପୁର। ଏହି ଯାତ୍ରାରେ ସିରଲୀ ଦେବୀଙ୍କୁ ପୂଜା କରାଯାଇଥାଏ। ଶିବରାତ୍ରିଠାରୁ ଆରମ୍ଭ ହୋଇଥାଏ ଏହି ଯାତ୍ରାର ପ୍ରସ୍ତୁତି। ଶିବରାତ୍ରି...

ବ୍ରିଟିଶ ଅମଳର ବଙ୍ଗଳା ଜରାଜୀର୍ଣ୍ଣ

ଛେଣ୍ଡିପଦା,୨ା୬(ଡି.ଏନ.ଏ.)- ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ତଥା ଜରପଡା ରାଜସ୍ବ ସର୍କଲର ଦୁର୍ଗାପୁର ଗ୍ରାମସ୍ଥିତ ବ୍ରିଟିଶ ଅମଳର ଏକ ବ୍ରିଟିଶ ବଙ୍ଗଳା।...

Advertisement
Archives

Model This Week