ମାନସିକ ଶାନ୍ତି ପାଇବାକୁ ଚାହୁଁଛନ୍ତି;ଆପଣାନ୍ତୁ ଏହି ସହଜ ଉପାୟ…

ପ୍ରତିଦିନ ସକାଳେ ସାଇକେଲ ଚଳାଇଲେ ଶରୀର ଫିଟ୍‌ ରହିବା ସହିତ ମାନସିକ ଚାପ ହ୍ରାସ ପାଇ ଚିନ୍ତା ଦୂରେଇ ଯାଏ। ସାଇକେଲ ଚଳାଇବା ପାଇଁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଶିକ୍ଷାର୍ଥୀମାନଙ୍କ କ୍ଷେତ୍ରରେ ଏହା ଆତ୍ମବିଶ୍ୱାସ ବୃଦ୍ଧି କରିଥାଏ। ନିୟମିତ ୨ରୁ ୩ କିଲୋମିଟର ସାଇକେଲ ଚଳାଇଲେ ଶରୀରରେ ରକ୍ତ ସଞ୍ଚାଳନ ଠିକ୍‌ ଭାବେ ହୋଇଥାଏ। ଫଳରେ ଶରୀରର ବିଭିନ୍ନ ହରମୋନ କ୍ଷେତ୍ରରେ ସମନ୍ବୟ ସ୍ଥିତି ସୃଷ୍ଟି ହୁଏ। ସାଇକେଲ ଚଳାଇଲେ ଶରୀରରେ ସେରୋଟେନିନ୍‌ ଏବଂ ଏଣ୍ଡୋର୍ଫିନ୍ସ୍‌ ହରମୋନ୍‌ସ୍ତର ବୃଦ୍ଧି ପାଇଥାଏ। ଏହି ହରମୋନକୁ ଖୁସି ହରମୋନ୍‌ କୁହାଯାଇଥାଏ। ଏହାର ପ୍ରଭାବରେ ମସ୍ତିିଷ୍କରେ ଆବଶ୍ୟକ ପରିମାଣରେ ରକ୍ତ ସଞ୍ଚାଳନ ହେବା ଯୋଗୁ ମନ ଖୁସି ରହିବା ସହିତ ଚାପମୁକ୍ତ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ୱଚାକୁ ଗ୍ଲୋ କରିବ କଖାରୁ

କଖାରୁରେ ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ। ଏହାକୁ ବ୍ୟବହାର କରି କିପରି ସୁନ୍ଦର ଆଉ ଗ୍ଲୋଇଂ ସ୍କିନ୍‌ ପାଇପାରିବେ ଜାଣି ରଖନ୍ତୁ ସେ ସମ୍ପର୍କରେ…...

ସ୍ପିନ୍‌ଅଚ୍‌ କଟେଜ୍‌ ଚିଜ୍‌ ରୋଲ୍‌ ମଖନୀ

ସମ୍ବଲପୁର ଜିଲା ପର୍ଯ୍ୟଟନ କ୍ଷେତ୍ରରେ ଆଗକୁ ବଢ଼ିଛି । ଏହାସହ ଅନେକ ଶିଳ୍ପ ଓ ବ୍ୟବସାୟିକ ପ୍ରତିଷ୍ଠାନ ଗଢି ଉଠୁଛି । ହୋଟେଲ ଶିଳ୍ପ ମଧ୍ୟ...

ପ୍ରେମିକାଙ୍କ ନାମ ଏହି ଅକ୍ଷରରୁ ଆରମ୍ଭ ହେଉଥିଲେ, ରାଧା-କୃଷ୍ଣ ପରି ହୋଇଥାଏ ଯୋଡ଼ି

ଯେ କୌଣସି ସମ୍ପର୍କ ହୋଇଥାଉ ନା କାହିଁକି, ଛୋଟ କଥାରେ ତାହା ଭାଙ୍ଗିବାର ସମ୍ଭାବନା ଥାଏ। ବିଶେଷ କରି ସ୍ତ୍ରୀ-ସ୍ବାମୀ ସମ୍ପର୍କକୁ ଶ୍ରେଷ୍ଠ ବୋଲି କୁହାଯାଏ।...

ଚେହେରା ଅନୁସାରେ ଏଭଳି ବାଛନ୍ତୁ ଇୟର୍‌ ରିଂ

ମହିଳାମାନଙ୍କୁ ଆକର୍ଷଣୀୟ ଲୁକ୍‌ ଦେବାରେ ଇୟର୍‌ ରିଂର ମଧ୍ୟ ବିଶେଷ ଭୂମିକା ରହିଥାଏ। ତେବେ ସବୁ ମହିଳାଙ୍କୁ ଯେ ସବୁ ପ୍ରକାରର ଇୟର୍‌ ରିଂ ମାନିବ...

ସାଇକେଲ ଚଳାଇଲେ ଏହି ରୋଗ ଆଶଙ୍କା ଦୂର ହୁଏ

ଆଜିକାଲି ଗାଡ଼ିମୋଟର ସଂଖ୍ୟା ବୃଦ୍ଧି ପାଉଥିବାରୁ ଲୋକେ ସାଇକେଲ ଚଳାଇବା ଏକପ୍ରକାର ଭୁଲିଗଲେଣି। ମାତ୍ର ସାଇକେଲ ଚାଳନା ସ୍ବାସ୍ଥ୍ୟ ପକ୍ଷେ ଅତ୍ୟନ୍ତ ଲାଭଦାୟକ ବୋଲି ଏକ...

ପେଟ ସମସ୍ୟା ପାଇଁ ଉପକାରୀ ଗାଜର ଜୁସ୍‌

ଗାଜରରେ ଭରପୂର୍‌ ମାତ୍ରାରେ କ୍ୟାଲ୍‌ସିୟମ୍‌, ଫାଇବର୍‌, ଭିଟାମିନ୍‌ ଏ, ବି, ଓ ସି ମହଜୁଦ୍‌ ରହିଛି, ଯାହା କୋଲେଷ୍ଟୋରଲ୍‌ ସ୍ତରକୁ ନିୟନ୍ତ୍ରଣରେ ରଖେ। ନିୟମିତ ଗାଜର...

କାର୍ତ୍ତିକ ମାସରେ ପୂଜୁଛନ୍ତି କି ତୁଳସୀ? କଦାପି କରନ୍ତୁ ନାହିଁ ଏସବୁ ଭୁଲ…

କାର୍ତ୍ତିକ ମାସକୁ ଧର୍ମର ମାସ ବୋଲି କୁହାଯାଏ। କୁହାଯାଏ ଏହି ମାସରେ ଭଗବାନ ବିଷ୍ଣୁ ଯୋଗନିଦ୍ରାରୁ ଉଠିଥାନ୍ତି। ସୃଷ୍ଟିରେ ଆନନ୍ଦ ଏବଂ କୃପାର ବର୍ଷା ହୁଏ।...

ଶୀତରେ କିପରି ଲାଗିବେ ଫ୍ୟାଶନେବଲ୍‌

ଶୀତଦିନେ ଏମିତି ଆଉଟ୍‌ଫିଟ୍‌ ପସନ୍ଦ କରନ୍ତୁ; ଯାହା ଶୀତରୁ ରକ୍ଷା କରିବା ସହ ଷ୍ଟାଇଲିଶ୍‌ ଲୁକ୍‌ ବି ଦେବ। ଖାସ୍‌ ଶୀତ ପାଇଁ କ’ଣ କ’ଣ...

Advertisement
Archives

Model This Week