ମାନିଲେ ପାକିସ୍ତାନର ଆଇସିଜେ ଓକିଲ: କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ ନାହିଁ

ଇସ୍‌ଲାମାବାଦ,୪ା୯: ପ୍ରମାଣ ଅଭାବରୁ କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ କରିବା ଅତ୍ୟନ୍ତ କଷ୍ଟକର ବୋଲି ପାକିସ୍ତାନର ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ (ଆଇସିଜେ) ଓକିଲ ଖଓ୍ବର କୁରେଶି ସ୍ବୀକାର କରିଛନ୍ତି। ଫଳରେ କଶ୍ମୀର ପ୍ରସଙ୍ଗକୁ ନେଇ ଆଇସିଜେ ଯିବାକୁ ଧମକ ଦେଉଥିବା ଇସ୍‌ଲାମାବାଦକୁ ଶକ୍ତ ଧକ୍କା ଲାଗିଛି। ଜମ୍ମୁ-କଶ୍ମୀରରୁ ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ୧୯୪୮ର ନରସଂହାର ଚୁକ୍ତିନାମାରେ ଉଭୟ ଦକ୍ଷିଣ ଏସୀୟ ରାଷ୍ଟ୍ର ସ୍ବାକ୍ଷରକାରୀ ହୋଇଥିବାରୁ ପାକିସ୍ତାନ ଏହି ପ୍ରସଙ୍ଗକୁ ଆଇସିଜେରେ ଉପସ୍ଥାପନ କରିପାରିବ ବୋଲି କୁରେଶି କହିଛନ୍ତି। ତେବେ ଜମ୍ମୁ-କଶ୍ମୀରରେ ହେଉଥିବା ନରସଂହାର ସମ୍ପର୍କରେ ଇସ୍‌ଲାମାବାଦ ପାଖରେ କୌଣସି ପ୍ରମାଣ ନ ଥିବାରୁ ଏହାକୁ ପ୍ରମାଣ କରିବା ପାକିସ୍ତାନ ପକ୍ଷେ ସହଜ ନୁହେଁ ବୋଲି ସେ ସ୍ପଷ୍ଟ କରିଦେଇଛନ୍ତି। ଭାରତର ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସା କରାଯାଇଛି। ଅଧିକାଂଶ ରାଷ୍ଟ୍ର ଏହାକୁ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ବୋଲି କହିସାରିଛନ୍ତି। ଅନ୍ୟପକ୍ଷରେ ଏହାକୁ ଅନ୍ତର୍ଜାତୀୟ ପ୍ରସଙ୍ଗ କରିବାକୁ ଉଦ୍ୟମ କରୁଥିବା ପାକିସ୍ତାନ ସମର୍ଥନ ତ ଯୋଗାଡ଼ କରିପାରିନାହିଁ ବରଂ ଏକପ୍ରକାର ଏକଘରିକିଆ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri