ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ସବୁଠି ରାଜନୀତି ସରଗରମ ଥିବା ବେଳେ ଭାଜପା ନେତ୍ରୀ ମାନେକା ଗାନ୍ଧୀ ସୁଲତାନପୁର ଆସନରୁ ପଛରେ ଥିବା ବେଳେ, ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ କଂଗ୍ରେସର ରାୟବରେଲି ଆସନରୁ ଆଗୁଆ ରହିଛିନ୍ତି। ସେହିପରି ବରୁଣ ଗାନ୍ଧୀ ପିଲିହାଟ ଆସନରୁ ଆଗୁଆ ଅଛନ୍ତି।
ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ସବୁଠି ରାଜନୀତି ସରଗରମ ଥିବା ବେଳେ ଭାଜପା ନେତ୍ରୀ ମାନେକା ଗାନ୍ଧୀ ସୁଲତାନପୁର ଆସନରୁ ପଛରେ ଥିବା ବେଳେ, ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ କଂଗ୍ରେସର ରାୟବରେଲି ଆସନରୁ ଆଗୁଆ ରହିଛିନ୍ତି। ସେହିପରି ବରୁଣ ଗାନ୍ଧୀ ପିଲିହାଟ ଆସନରୁ ଆଗୁଆ ଅଛନ୍ତି।
ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…
ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…
ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…
ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…
ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…
ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…
ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…
ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…