Posted inଜାତୀୟ

ମାନେସାର ହୋଟେଲରେ ଭାଜପା ବିଧାୟକ

ନୂଆଦିଲ୍ଲୀ,୧୨ା୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଥିବାବେଳେ କଂଗ୍ରେସ ଏବଂ ଭାଜପା ସେମାନଙ୍କ ବିଧାୟକମାନଙ୍କୁ ସୁରକ୍ଷିତ ରଖିବାକୁ ଉଦ୍ୟମ କରିଛନ୍ତି। ଭାଜପା ଏହାର ସମସ୍ତ ବିଧାୟକଙ୍କୁ ହରିୟାଣାର ମାନେସାରସ୍ଥିତ ଗ୍ରାଣ୍ଡ ଆଇଟିସି ହୋଟେଲକୁ ନେଇଯାଇଛି। ଦିଲ୍ଲୀଠାରୁ ପାଖାପାଖି ୫୦ କିମି ଦୂରରେ ଅବସ୍ଥିତ ଏହି ପଞ୍ଚତାରକା ହୋଟେଲରେ ବିଧାୟକମାନଙ୍କ ସହ ଭାଜପାର କେତେଜଣ ବରିଷ୍ଠ ନେତା ରହିଛନ୍ତି। ଉକ୍ତ ହୋଟେଲ ମଧ୍ୟକୁ ବାହାର ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି। କଂଗ୍ରେସରୁ ନିଖୋଜ ଥିବା ୩ ବିଧାୟକ ସେଠାରେ ଭାଜପା ସଦସ୍ୟମାନଙ୍କ ସହ ରହିଥିବା ଜଣାପଡିଛି। ବରିଷ୍ଠ ଭାଜପା ନେତା କୈଳାସ ବିଜୟଭର୍ଗୀୟ, ହରିୟାଣା ଭାଜପା ପ୍ରଭାରୀ ଅନିଲ ଜୈନ ପ୍ରମୁଖ ସେଠାରେ ବିଧାୟକମାନଙ୍କୁ ଭେଟିଛନ୍ତି। ଭାଜପା ସହ ଥିବା ୧୦୬ ବିଧାୟକ ସ୍ବତନ୍ତ୍ର ବିମାନ ଯୋଗେ ମାନେସାରରେ ପହଞ୍ଚତ୍ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିକତ୍ସିତ ହେଉଥିବା ବିଧାୟକଙ୍କୁ ଭେଟିବାକୁ ଗଲା ବେଙ୍ଗାଲୁରୁ ପୋଲିସ: ରୋକିଲା ମୁମ୍ବାଇ ପୋଲିସ

ମୁମ୍ବାଇ, ୧୯।୭: କର୍ନାଟକ ରାଜନୀତିରେ ଘଣ୍ଟାକେ ଘୋଡା ଛୁଟୁଥିବାବେଳେ ଆସ୍ଥା ଭୋଟକୁ ନେଇ ଉଭୟ ଶାସକ ଏବଂ ବିରୋଧୀ ମଧ୍ୟରେ ପାଟିତୁଣ୍ଡ ଲାଗିରହିଛି। ଗୁରୁବାର ଆସ୍ଥାଭୋଟ...

ବିଧାୟକ ସନ୍ଦୀପ ଜାଖର କଂଗ୍ରେସରୁ ନିଲମ୍ବିତ

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ହାଇକମାଣ୍ଡ ପଞ୍ଜାବର ଆବୋହାରର ବିଧାୟକ ସନ୍ଦୀପ ଜାଖରଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବାରୁ ତାଙ୍କୁ ନିଲମ୍ବିତ କରାଯାଇଥିଲା।...

ଭାଜପା ନେତା ଅମିତ ମାଲବିୟଙ୍କୁ ମିଳିଲା ଲିଗାଲ ନୋଟିସ, କଂଗ୍ରେସ ନେତାଙ୍କ ବିରୋଧରେ କରିଥିଲେ ଟୁଇଟ

ନୂଆଦିଲ୍ଲୀ,୩୦ ।୩: ଯୁବ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ବିଭି ଶ୍ରୀନିବାସ ବୁଧବାର ଦେଇଥିବା ବିବାଦୀୟ ଟିପ୍ପଣିକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା)ର ଆଇଟି ସେଲ ମୁଖ୍ୟ...

ଭାଜପାର ମହାଭୋଜ ଅଭିଯାନ ଆରମ୍ଭ: ପ୍ରତିଦିନ ୫କୋଟି ଲୋକଙ୍କୁ ଦିଆଯିବ ଭୋଜନ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ୍‌ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ଦିନ ଯାଏଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ଏହି...

ସିଙ୍ଗାପୁରରେ ନାନ୍ସି ପେଲୋସି

କୁଆଲାଲମ୍ପୁର, ୨ା୮: ଆମେରିକା କଂଗ୍ରେସ ସ୍ପିକର ନାନ୍ସି ପେଲୋସିଙ୍କ ଏସିଆ ଗସ୍ତ ଆରମ୍ଭ ହୋଇଛି। ସୋମବାର ସେ ଏକ ପ୍ରତିନିଧି ମଣ୍ଡଳୀ ସହ ସିଙ୍ଗାପୁରରେ ପହଞ୍ଚିଛନ୍ତି।...

ନାଗପୁରରେ କରୋନାର ତୃତୀୟ ଲହର, ପୁଣି ହେବ କଟକଣା ଜାରି…

ନାଗପୁର,୭।୯: ପୁଣି ବିପଦ ମାଡ଼ି ଆସୁଛି। ମହାରାଷ୍ଟ୍ରର ନାଗପୁରରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଛି। ରାଜ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ନୀତିନ ରାଉତ ଏନେଇ ସୂଚନା...

ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ହିମନ୍ତ

ଗୁଆହାଟୀ,୨୮।୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଏବଂ ଉପ ରାଜ୍ୟପାଳଙ୍କୁ ଗୁଆହାଟୀ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏପ୍ରିଲ ୧୪ରେ...

ଆଜି ତେଲଙ୍ଗାନା-ତାମିଲନାଡୁ ଗସ୍ତ କରିବେ ମୋଦି, ୨ଟି ବନ୍ଦେ ଭାରତ ଏକ୍ସପ୍ରେସର କରିବେ ଶୁଭାରମ୍ଭ

ନୂଆଦିଲ୍ଲୀ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୨ଦିନିଆ ଦକ୍ଷିଣ ଭାରତର ତିନୋଟି ରାଜ୍ୟ ଗସ୍ତ କରିବେ। ଏହି ଦୁଇ ଦିନରେ ପ୍ରଧାନମନ୍ତ୍ରୀ ମୋଦି ତେଲଙ୍ଗାନା ଏବଂ...

Advertisement
Archives

Model This Week